Tag: Cmmohan charan majhi

କେନ୍ଦୁଝରରେ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ; ସମସ୍ୟାର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦୁର୍ଗାପୂଜା ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କର ତିନି ଦିନିଆ କେନ୍ଦୁଝର ଗସ୍ତର ଆଜି ତୃତୀୟ ବା ଶେଷ ଦିନ । ଆଜି ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣିବା ଧାରା ଜାରି ରହିଛି। ବିଭିନ୍ନ ସ୍ଥାନକୁ ଗସ୍ତ ସମୟରେ ମଧ୍ୟ…

ରାଜ୍ୟରେ ଦାଦନ ସମସ୍ୟାର ନିରାକରଣ ପାଇଁ ଗଠନ ହେଲା ଟାସ୍କଫୋର୍ସ

ଦାଦନ ସମସ୍ୟାର ନିରାକରଣ ପାଇଁ ଗଠନ ହେଲା ଟାସ୍କଫୋର୍ସ । ଦାଦନ ସମସ୍ୟାର ସମାଧାନ ପାଇଁ ସାମଗ୍ରିକ ପଦକ୍ଷେପ ନେବାକୁ ରାଜ୍ୟ ସରକାର ଏକ ଉଚ୍ଚସ୍ତରୀୟ ଟାସ୍କଫୋର୍ସ ଗଠନ କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଗଠକ ହେଲା ଟାସ୍କଫୋର୍ସ।…

ଆସିଲା ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା

ଆଜି ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରା ଟଙ୍କା। ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି ଦ୍ୱିତୀୟ ପର୍ଯ୍ୟାୟର ଟଙ୍କା ଆକାଉଣ୍ଟକୁ ଆସିଛି। ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀ ଏହି ଟଙ୍କା ପାଇଛନ୍ତି। ଆକାଉଣ୍ଟକୁ ୫ ହଜାର ଟଙ୍କା ଆସିଥିବା…

୨୮୨ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ନିଯୁକ୍ତି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ବିଜେପି ସରକାର ଲୋକଙ୍କ କଲ୍ୟାଣ ଏବଂ ବିକଶିତ ଓଡ଼ିଶା ଗଠନ ନିମନ୍ତେ ପ୍ରତିଶ୍ରୁତିବଦ୍ଧ। ପ୍ରଣୟନ କରାଯାଇଥିବା ସରକାରଙ୍କ ପ୍ରତିଟି ପଦକ୍ଷେପ ଓ ଯୋଜନାଗୁଡିକ କିପରି ରାଜ୍ୟର ପ୍ରତ୍ୟେକ କୋଣ ଅନୁକୋଣରେ ପହଞ୍ଚିବ ଓ ଏହାର ସଫଳ ରୂପାୟନ ହୋଇପାରିବ ସେଥିରେ ଆପଣମାନଙ୍କ…

ଗଣମାଧ୍ୟମର କଣ୍ଠରୋଧର ସମୟ ଶେଷ ଓ ନିର୍ଭୟ ସତ୍ୟର ପ୍ରକୃତ ସନ୍ଧାନୀ ବୋଲି ନିର୍ଭୟ ବାର୍ଷିକ ଉତ୍ସବରେ କହିଲେ ମୁଖ୍ୟମନ୍ତ୍ରୀ

ସ୍ଥାନୀୟ ହୋଟେଲ ମେ ଫେୟାରର ଅର୍କିଡ଼ ସଭାଗୃହରେ ଶନିବାର ଦିନ ଆୟୋଜିତ ଭବ୍ୟ ଉତ୍ସବରେ ଦୈନିକ ସମ୍ବାଦପତ୍ର ନିର୍ଭୟର ୧୦ମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ନିର୍ଭୟର ସମ୍ପାଦକ ନବୀନ ଦାସଙ୍କ ପୌରହିତ୍ୟରେ ଆୟୋଜିତ ହୋଇଥିବା ମୁଖ୍ୟ ସମାରୋହରେ ମୁଖ୍ୟ…

ସରକାରୀ ସ୍ତରରେ ଶହୀଦ ବାଜି ରାଉତ ଜୟନ୍ତୀ ବ୍ୟାପକ ଭାବେ ପାଳନ କରାଯିବ – ମୁଖ୍ୟମନ୍ତ୍ରୀ

ଆଜି ଜୟଦେବ ଭବନରେ ଆୟୋଜିତ ‘ଶହୀଦ ବାଜି ରାଉତ ଜୟନ୍ତୀ’ ଉତ୍ସବରେ ଯୋଗଦେଇ ଦେଶର ସର୍ବ କନିଷ୍ଠ ଶହୀଦ ବାଜି ରାଉତଙ୍କ ଜୟନ୍ତୀ ସରକାରୀ ସ୍ତରରେ ବ୍ୟାପକ ରୂପେ ପାଳନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା…

୮୦୦ ଟଙ୍କା ବୋନସ ଦେଇ ଲୋକଙ୍କଠୁ ଧାନ କିଣିବେ ରାଜ୍ୟ ସରକାର: ଉପମୁଖ୍ୟମନ୍ତ୍ରୀ

ନଭେମ୍ବରରୁ ଆରମ୍ଭ ହେବାକୁ ଥିବା ଧାନ କିଣା ପ୍ରକ୍ରିୟାକୁ ନେଇ ଆଜି ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂଦେଓ କହିଛନ୍ତି ୩୧୦୦ ଟଙ୍କା ସର୍ବନିମ୍ନ ସହାୟକ ମୂଲ୍ୟରେ ସୋହେଲାରୁ ଧାନ କିଣା ଆରମ୍ଭ କରିବେ ରାଜ୍ୟ ସରକାର । ଯେଉଁ ସୋହେଲାରେ ବିଜେଡି ୧୦୦…

ଗାନ୍ଧିଜୀଙ୍କ ପ୍ରକୃତ ଆଦର୍ଶ ଓ ଲକ୍ଷ୍ୟକୁ ମୋଦୀଜୀଙ୍କ ନେତୃତ୍ବରେ ଆମ ସରକାର ପୂରଣ କରୁଛି: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କଟକ ଜିଲ୍ଲା ତେଲେଙ୍ଗାପେଣ୍ଠରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ଉତ୍ସବ ପାଳନରେ ଯୋଗଦେଇ କହିଛନ୍ତି ଯେ ଗାନ୍ଧୀଜୀଙ୍କ ପାଖରେ ମନୁଷ୍ୟତ୍ୱ ଓ ଦିବ୍ୟତ୍ୱ ଏକାକାର ହୋଇଯାଇଥିଲା। ଗାନ୍ଧିଜୀ ହେଉଛନ୍ତି ସମଗ୍ର ମାନବ ଜାତିର…

ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିବା କ୍ୟାବିନେଟ୍‌ ବୈଠକରେ ୭ ପ୍ରସ୍ତାବ ଉପରେ ମୋହର ବାଜିଛି। ରାଜ୍ୟ କ୍ୟାବିନେଟରେ ୬ଟି ବିଭାଗର ୭ ପ୍ରସ୍ତାବକୁ ମଞ୍ଜୁରି ଦିଆଯାଇଥିବା ସୂଚନା…

ରାତି ୨ଟାରେ ବି ଥାନାକୁ କୌଣସି ଅଭିଯୋଗ ଆସିଲେ ଶୁଣିବାକୁ ପଡ଼ିବ: ମୁଖ୍ୟମନ୍ତ୍ରୀ

ଲୋକସେବା ଭବନରେ ଦୁଇ ଦିନିଆ ଜିଲ୍ଲାପାଳ ସମ୍ମିଳନୀ ଆରମ୍ଭ ହୋଇଥିବା ବେଳେ ଆଜି ଜିଲ୍ଲାପାଳ ସମ୍ମିଳନୀର ଦ୍ବିତୀୟ ଦିନ । ଆଜି ସମ୍ମିଳନୀରେ ଲୋକସେବା ଭବନରେ ଜିଲ୍ଲାପାଳ ଓ ଏସ୍‌ପିଙ୍କ ମିଳିତ ବୈଠକ ଆରମ୍ଭ ହୋଇଛି। ଏହି ବୈଠକରେ ଆରକ୍ଷୀ ଅଧୀକ୍ଷକଙ୍କୁ…