ତାଜା ଖବର ରାଜ୍ୟ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ମାନଙ୍କର ଦୈନିକ ଡ୍ୟୁଟି ଓ ଟ୍ରେନିଙ୍ଗ ଭତ୍ତା ବୃଦ୍ଧି June 13, 2025 Papirani ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ (Civil Defence Volunteer) ମାନଙ୍କ ଦୈନିକ ଭତ୍ତା ପରିମାଣ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ମାନଙ୍କର ଦୈନିକ ଡ୍ୟୁଟି ଭତ୍ତା…
ତାଜା ଖବର ରାଜ୍ୟ ପିସିଆର୍ ଭ୍ୟାନ୍କୁ ହାଇଓ୍ୱା ଧକ୍କା ଦେବା ଘଟଣା: ମୃତ ୨ ପୋଲିସ କର୍ମଚାରୀଙ୍କୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ April 22, 2025 Papirani କଟକ ଗତିରାଉତପାଟଣା ନିକଟରେ ପିସିଆର୍ ଭ୍ୟାନ୍କୁ ଧକ୍କା ଦେଲା ହାଇଓ୍ୱା। ଯେଉଁଥିରେ ଦୁଇ ପୋଲିସ କର୍ମଚାରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଏଥିରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ ସହ ସହାୟତା…
ତାଜା ଖବର ରାଜନୀତି ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର April 20, 2025 Papirani ଆସନ୍ତାକାଲି ସମ୍ବଲପୁର ରେ ହେବ ପଶ୍ଚିମ ଓଡ଼ିଶାବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର । ଦୁର୍ଗାପାଲିସ୍ଥିତ ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟଠାରେ ଲୋକଙ୍କ ଅଭିଯୋଗ ଶୁଣିବେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତେଣୁ ଏହା ପୂର୍ବରୁ ସମୀକ୍ଷା…
ତାଜା ଖବର ରାଜ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ; ଦୁଃଖ ପ୍ରକାଶ କରିବା ସହ ମୁଖ୍ୟମନ୍ତ୍ରୀ କଲେ ଘୋଷଣା March 16, 2025 Papirani ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ। ପଦ୍ମଭୂଷଣ ରମାକାନ୍ତ ରଥଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହା ସହ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ରମାକାନ୍ତ ରଥଙ୍କ ଶେଷକୃତ୍ୟ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…
ରାଜ୍ୟ ମନୋଜଙ୍କ ସିଏମଓ ପ୍ରବେଶରେ ବାଧକ ସାଜୁଥିଲା କିଏ ? December 19, 2024 Papirani ମଙ୍ଗଳବାର ଦି’ଟା ଜବରଦସ୍ତ ନିଷ୍ପତି ନେଇଚନ୍ତି ମୋହନ ବାବୁ । ବରିଷ୍ଠ ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀ ସିବିଆଇ ଜେରାରେ ପଡିବା ପରେ ସମସ୍ତେ ଆଙ୍ଗୁଳି ଦେଖାଉଥିଲେ ସିଏମଙ୍କ ଆଡକୁ । କାହିଁକି କଠୋର ନିଷ୍ପତି ନେଉନାହାଁନ୍ତି ମୋହନ ? ହେଲେ…
ରାଜ୍ୟ ନିଜ ବାସଭବନ ରେ ଦିବ୍ୟାଙ୍ଗ ମାନଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ December 3, 2024 Nirvay ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ପରିଚିତ ଶ୍ରୀ ମୋହନ ଚରଣ ମାଝୀ ଯେଉଁଠି କି ଯାଆନ୍ତୁ ନା କାହିଁକି, ଯେଉଁଠି ବି ଥାଆନ୍ତୁ, ଲୋକଙ୍କ ଅଭିଯୋଗ ଓ ସମସ୍ୟା ଶୁଣିବାକୁ ଓ ତା’ର ପ୍ରତିକାର ପାଇଁ ବ୍ୟବସ୍ଥା କରିବାକୁ ସବୁବେଳେ ପ୍ରାଧାନ୍ୟ ଦେଇଥାନ୍ତି…
ରାଜ୍ୟ ନବରଙ୍ଗପୁରରେ ମଣ୍ଡେଇ ପର୍ବରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ଆମନ୍ତ୍ରଣ November 28, 2024 Nirvay ନବରଙ୍ଗପୁର ଜିଲ୍ଲାର ଅନ୍ୟ ଏକ ପରିଚୟ “ମଣ୍ଡେଇ” ପର୍ବ। ଜିଲ୍ଲାର ସାଂସ୍କୃତିକ ଏବଂ ସାମାଜିକ ପରମ୍ପରାର ଗୁରୁତ୍ଵକୁ ବହନ କରେ ମଣ୍ଡେଇ ଏହି ମଣ୍ଡେଇ ପର୍ବ । ଆସନ୍ତା ୦୬/୧୨/୨୪ ରୁ ୧୦/୧୨/୨୪ ପର୍ଯ୍ୟନ୍ତ ପାଳନ ହେବାକୁ ଥିବା ଏହି ଜିଲ୍ଲାସ୍ତରୀୟ…
ରାଜ୍ୟ ଦାନା କ୍ଷୟକ୍ଷତି ଆକଳନ ପାଇଁ ମୁଖ୍ୟମନ୍ତ୍ରୀ ଙ୍କୁ ଭେଟିଲେ ଆନ୍ତ-କେନ୍ଦ୍ରୀୟ ଟିମ November 26, 2024 Nirvay ‘ଦାନା’ର କ୍ଷୟକ୍ଷତି ଆକଳନ କରିବା ପାଇଁ ଆସିଥିବା ଆନ୍ତଃ-ମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍ ଆଜି ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଲୋଚନା କରିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରାଳୟର ଯୁଗ୍ମ ସଚିବ ଶ୍ରୀ ପିକେ ରାଏଙ୍କ ନେତୃତ୍ବରେ ଏକ ସାତ…
ରାଜ୍ୟ ମା’ବିରଜାଙ୍କ ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ଶେଷ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ November 25, 2024 Nirvay ଯାଜପୁରର ବିରଜା କ୍ଷେତ୍ର କେବଳ ଓଡିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତିପୀଠ। ଓଡିଶାର ଜନସାଧାରଣଙ୍କ ଧାର୍ମିକ ଓ ଆଧ୍ୟାତ୍ମିକ ଚେତନାରେ ଏହା ଏକ ପ୍ରମୁଖ ତୀର୍ଥ କ୍ଷେତ୍ର। ମହାଭାରତ, ଆଦି ଶଙ୍କରାଚାର୍ଯ୍ୟଙ୍କ ଶକ୍ତି ପୀଠସ୍ତବ ଏବଂ ବାମନ ପୁରାଣରେ…
ଦେଶ ରାଜ୍ୟ ଓଡିଶା ପର୍ବ – ୨୦୨୪ ସମାରୋହରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି November 24, 2024 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର (ନଭେମ୍ବର ୨୪) ଏଠାରେ ଜବାହରଲାଲ ନେହେରୁ ଷ୍ଟାଡିୟମରେ ‘ଓଡ଼ିଶା ପର୍ବ ୨୦୨୪’ କାର୍ଯ୍ଯକ୍ରମରେ ଅଂଶଗ୍ରହଣ କରିବେ ବୋଲି ଶନିବାର ଦିନ ଜଣେ ଅଧିକାରୀ କହିଛନ୍ତି।ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ମଧ୍ଯ ଜନସଭାକୁ ସମ୍ବୋଧିତ କରିବେ। ରବିବାର…