Tag: Cmmohan charan majhi

ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଲେ ହିମନ୍ତ ବିଶ୍ବଶର୍ମା

ଆଜି ଦିନିକିଆ ଓଡିଶା ଗ୍ରସ୍ତରେ ଆସିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ସେ ସିଧାସଳଖ ରାଜଭବନକୁ ଯାଇ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି ବିଶ୍ବଶର୍ମା ଏବଂ ତାଙ୍କ ସହିତ ଅଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ…

ଭୋଟ ପାଇଁ ହୀନ ଚକ୍ରାନ୍ତ କରି ଫସିଲେ ନବୀନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସମାଲୋଚନା କରି ବର୍ଷିଛନ୍ତି ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି ଭୋଟ ପାଇଁ ହୀନ ଚକ୍ରାନ୍ତ କରି ଫଶିଲେ ନବୀନ । ଓଡ଼ିଆ ଅସ୍ମିତାକୁ ବିପଦରେ ପକାଇଦେଲେ । ଓଡିଆ କଷ୍ଟ ପାଇଲେ…

ତିନି ଦିନଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜିଠୁ ତିନି ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ନିଜ ଗାଁ ଯାଇଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ମୁଖ୍ୟମନ୍ତ୍ରୀ ଭୁବନେଶ୍ଵରରୁ ସ୍ଵତନ୍ତ୍ର ବିମାନ ଯୋଗେ ବାହାରି ଦିନ ୧୧…

ଆସନ୍ତା ୨୩ ତାରିଖରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି; ପଞ୍ଜିକରଣ ଆରମ୍ଭ

ଆସନ୍ତା ୨୩ ତାରିଖ ସୋମବାର ଦିନ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି ନିମନ୍ତେ ପଞ୍ଜିକରଣ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି ଅଭିଯୋଗ ଦେବାକୁ ଥିବା ଜନସାଧାରଣଙ୍କ ପାଇଁ ଗୁରୁବାରଠାରୁ…

ବନ୍ୟା ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଗତ କିଛିଦିନ ଧରି ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ଲଘୁଚାପ ବର୍ଷା ଲାଗି ରହିଥିବା ବେଳେ ଏହାର ପ୍ରଭାବରେ ବୁଢ଼ାବଳଙ୍ଗ, ବୈତରଣୀ,ସୁବର୍ଣ୍ଣରେଖା ଓ ଜଳକା ନଦୀର ଜଳସ୍ତର ବଢ଼ିବାରେ ଲାଗିଛି । ଫଳରେ ବାଲେଶ୍ୱରରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି ।…

ରାଜ୍ୟ କାର୍ଯ୍ୟାଳୟରେ ସଦସ୍ୟତା ଅଭିଯାନ, ପ୍ରଧାନମନ୍ତ୍ରୀଙ୍କ ଓଡିଶା ଗସ୍ତ, ସୁଭଦ୍ରା ଯୋଜନା, ଶହେ ଦିନ ବିଜେପି ସରକାରର ଉପଲବ୍ଧି ପ୍ରସଙ୍ଗରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ରାଜ୍ୟରେ ବିଜେପି ଏକାକୀ ସରକାର ଗଠନ କରିବାର ମାତ୍ର ୧୦୦ ଦିନ ଭିତରେ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ ଓଡ଼ିଶାବାସୀଙ୍କ ପ୍ରିୟଭାଜନ ହୋଇପାରିଛି । ଶ୍ରୀମନ୍ଦିରର ୪ ଦ୍ୱାର ଖୋଲିବାଠାରୁ ଆରମ୍ଭ କରି ଧାନ କ୍ୱିଂଟାଲ ପିଛା ୩୧୦୦ ଟଙ୍କାକୁ ବୃଦ୍ଧି…

ବନ୍ୟା ସ୍ଥିତି ସମୀକ୍ଷା ପାଇଁ ମାଲକାନଗିରିରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମାଲକାନଗିରିରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏମ୍‌ଭି-୩ BSF ପଡ଼ିଆରେ ହେଲିକପ୍ଟରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ରାଜସ୍ୱ ମନ୍ତ୍ରୀ ଓ ମୁଖ୍ୟ ସଚିବ । ମାଲକାନଗିରିରେ ଆକାଶ ମାର୍ଗରେ ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ସୂଚନଯୋଗ୍ୟ;…

ଦୁଇଦିନିଆ ସମ୍ବଲପୁର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆଖାଇ ଅବସରରେ ଦୁଇଦିନିଆ ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେପ୍ଟେମ୍ବର ୮ ତାରିଖରେ ପବିତ୍ର ନୂଆଖାଇ ଅବସରରେ ଅପରାହ୍ନ ୪ଟା ୨୫ରେ ସେ ସ୍ଥାନୀୟ ତପସ୍ୱିନୀ ଅଡିଟୋରିୟମରେ ସିଏମ୍‌ କିଶାନ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ।…

୫-ଟି ସ୍ମାର୍ଟ ସ୍କୁଲ କିଛି ସଫଳତା ଦେଇନି: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

୨୪ ବର୍ଷ ରହିଥିବା ପୂର୍ବ ସରକାର ୫-ଟି ନାଁ ରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିଲେ ମଧ୍ୟ ପୂର୍ବରୁ ୫-ଟି ନାଁ ରେ ଯେଉଁ ସ୍ମାର୍ଟ ସ୍କୁଲ କରାଯାଇଥିଲା ସେଥିରେ କୌଣସି ସଫଳତା ମିଳିନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…

ଶିକ୍ଷକମାନେ ଭବିଷ୍ୟତ ସମାଜର ମାର୍ଗଦର୍ଶକ- ମୁଖ୍ୟମନ୍ତ୍ରୀ

ଆଜି ଲୋକସେବା ଭବନ କନ୍ଭେନ୍ସନ୍ ସେଣ୍ଟରଠାରେ ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବ ଏବଂ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଗୁରୁ କେବଳ ବିଦ୍ୟାର୍ଥୀମାନଙ୍କର ଭବିଷ୍ୟତ…