Tag: Cmmohan charan majhi

ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ମଞ୍ଚରେ ଓଡ଼ିଶା ରାଜ୍ୟ ଦିବସ ସମାରୋହ ପାଳିତ

ଭାରତ ଆନ୍ତର୍ଜାତିକ ବାଣିଜ୍ଯ ମେଳା (ଆଇ. ଆଇ. ଟି. ଏଫ୍.) ର ୪୩ତମ ସଂସ୍କରଣ ଭାରତ ମଣ୍ଡପମରେ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ମୁଖ୍ଯ ଅତିଥି ଭାବେ ଯୋଗ ଦେଇ ମୁଖ୍ଯମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଥିଲେ ଯେ ଏହି…

୨୦୪୭ ସୁଦ୍ଧା ରାଜ୍ୟର ‘ସମସ୍ତଙ୍କ ପାଇଁ ବୀମା’ ଲକ୍ଷ୍ୟ ରଖିଛନ୍ତି ରାଜ୍ୟସରକାର

୨୦୪୭ ସୁଦ୍ଧା ସମସ୍ତଙ୍କୁ ବୀମା ନେଇ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର ।ରାଜ୍ୟରେ ବୀମା ହାର ଜାତୀୟସ୍ତର ତୁଳନାରେ କମ୍ ରହିଥିବାରୁ ଆସନ୍ତା ୨୦୪୭ ମସିହା ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’ ଲକ୍ଷ୍ୟ ହାସଲ କରିବାକୁ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି…

ନିବେଶକ ସମ୍ମିଳନୀ ରେ ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀ ମାଝୀ ଙ୍କ ସିଙ୍ଗାପୁର ଗସ୍ତ

ରାଜ୍ଯର ପାରମ୍ପାରିକ ବାଲି ଯାତ୍ରା ଉତ୍ସବ ସହିତ ବିଦେଶୀ ପୁଞ୍ଜି ବିନିଯୋଗ ବୃଦ୍ଧି କରିବାକୁ ମୁଖ୍ଯମନ୍ତ୍ରୀ ମୋହନ ମାଝୀ ନଭେମ୍ବର ୧୭-୨୦ ରୁ ସିଙ୍ଗାପୁର ଗସ୍ତ କରିବାର କାର୍ଯ୍ଯକ୍ରମ ରହିଛି, ଯାହା ଓଡ଼ିଶାର ପ୍ରସିଦ୍ଧ ସାମୁଦ୍ରିକ ଐତିହ୍ଯକୁ ସ୍ମରଣ କରେ। ମୁଖ୍ଯମନ୍ତ୍ରୀ…

ଓଡ଼ିଶାର ଆନ୍ତଃ ରାଜ୍ୟ ବିବାଦର ସମାଧାନ ପାଇଁ ଗଠନ ହେବ ମନ୍ତ୍ରୀ ସ୍ତରୀୟ କମିଟି

ଆଜି ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରାଯଇଅଛି ଯେ, ଅନ୍ୟରାଜ୍ୟ ସହି ଓଡ଼ିଶାର ଥିବା ବିବାଦ ଗୁଡ଼ିକର ସମାଧାନ ପାଇଁ ଏକ ମନ୍ତ୍ରୀ…

ନୂଆଦିଲ୍ଲୀରେ ପ୍ରବାସୀ ଭାରତୀୟ ଦିବସ ୱେବସାଇଟ ଶୁଭାରମ୍ଭ ଉତ୍ସବରେ ଯୋଗଦେଲେ ମୁଖ୍ଯମନ୍ତ୍ରୀ ମାଝୀ

ଓଡ଼ିଶାର ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀରେ ପ୍ରବାସୀ ଭାରତୀୟ ଦିବସ ୱେବସାଇଟର ଶୁଭାରମ୍ଭ ସମାରୋହରେ ଯୋଗଦେଇଛନ୍ତି ।ଜବାହରଲାଲ ନେହେରୁ ଭବନର ସି. ବି. ମୁଥାମ୍ମା ହଲରେ ଏହାର ଶୁଭାରମ୍ଭ ହେବାର କାର୍ଯ୍ୟକ୍ରମ ଥିଲା । ପ୍ରବାସୀ ଭାରତୀୟ ଦିବସ…

ଓଡିଶା ରେ ଦୁଇ ଦିନିଆ ଆନ୍ତର୍ଜାତୀୟ ଶ୍ରୀ ଅନ୍ନ ଓ ବିସ୍ମୃତ ଖାଦ୍ୟ ସମ୍ମିଳନୀ ଅନୁଷ୍ଠିତ

କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ୱାରା ଆୟୋଜିତ ଦୁଇ ଦିନିଆ ‘ଆନ୍ତର୍ଜାତୀୟ ଶ୍ରୀ ଅନ୍ନ ଏବଂ ବିସ୍ମୃତ ଖାଦ୍ଯ ସମ୍ମିଳନୀ’ ଓଡ଼ିଶାରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସମ୍ମିଳନୀ କୁ ଉଦଘାଟନ କରିଥିଲେ | ଏଥିପାଇଁ…

ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କ ପାଇଁ ମାସିକ ୩୦ ହଜାର ଟଙ୍କା ସମ୍ମାନ ସୂଚକ ସହାୟକ ରାଶି: ମୁଖ୍ୟମନ୍ତ୍ରୀ

ରାଜ୍ୟ ସରକାର ପଦ୍ମ ପୁରସ୍କାର ବିଜେତାଙ୍କ ପାଇଁ ବଡ ଘୋଷଣା କରିଛନ୍ତି । ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ମିଳିଥାଏ ପଦ୍ମ ପୁରସ୍କାର । ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୩୦ ହଜାର ଟଙ୍କାର honorarium…

ଗୋ ନବରାତ୍ର ମହୋତ୍ସବ; ଆମ ସଂସ୍କୃତି ଓ ପରମ୍ପରାରେ ଗୋ ସମ୍ପଦର ଅବଦାନ ଅତି ଗୁରୁତ୍ବପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ

ପୁରୀରେ ଗୋ-ନବରାତ୍ର ମହୋତ୍ସବ ଅନୁଷ୍ଠିତ; ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଭାରତୀୟ ସଂସ୍କୃତି ଓ ପରମ୍ପରାରେ ଗୋସମ୍ପଦର ଅବଦାନ ଅତି ଗୁରୁତ୍ବପୂର୍ଣ୍ଣ । ପୁରାଣ ଶାସ୍ତ୍ର ଅନୁଯାୟୀ ଗୋ ମାତାଙ୍କ ଠାରେ ତେତ୍ରିଶ କୋଟି ଦେବା ଦେବୀ ବାସ କରନ୍ତି। ସେଥିପାଇଁ କୁହାଯାଇଛି…

୩ ଦିନିଆ ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

୩ ଦିନିଆ ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆସନ୍ତା ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ସିଙ୍ଗାପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଉତ୍କର୍ଷ ଓଡ଼ିଶା, ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ୍‌ ୨୦୨୫ ପାଇଁ କରିବେ ରୋଡ୍‌ ସୋ’…

ଆଜି ବଲାଙ୍ଗୀର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ଏକାଧିକ ପ୍ରକଳ୍ପର କରିବେ ଶିଳାନ୍ୟାସ

ଆଜି ବାଲାଙ୍ଗିର ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଗସ୍ତବେଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତୁଷୁରା, ବେଲପଡ଼ା, ପାଟଣାଗଡ଼ ଏବଂ ବଲାଙ୍ଗିରରେ ଆୟୋଜିତ ସମୁଦାୟ ୬ଟି କାର୍ଯ୍ୟକ୍ରମରେ ଯୋଗଦେବେ । ଜିଲ୍ଲାରେ ୫୯୫ କୋଟିରୁ ଊଦ୍ଧ୍ୱର୍ ଟଙ୍କାର…