Tag: Cmmohan charan majhi

ରାଜଧାନୀରେ ରନ୍ ଫର୍ ୟୁନିଟି କାର୍ଯ୍ୟକ୍ରମ; ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରାଷ୍ଟ୍ରୀୟ ଏକତା ଦିବସ ପାଳନ ପାଇଁ ଆଜି ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍‌ରେ ଆରମ୍ଭ ହୋଇଛି ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଛନ୍ତି। ଭାରତର ଏକତା ଓ…

ସରିଲା ବାତ୍ୟା; ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଲ୍ୟାଣ୍ଡଫଲ କଲା ବାତ୍ୟା ‘ଦାନା’ । ବିଳମ୍ବିତ ରାତିରେ ଭିତରକନିକାର ହାବେଳିଖଟି ନେଚର କ୍ୟାମ୍ପରେ ସ୍ଥଳଭାଗ ଛୁଇଁଛି ‘ଦାନା’ । ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଶେଷ ହୋଇଛି । ଭୀଷଣ ବାତ୍ୟା ଦୁର୍ବଳ ହୋଇ ବାତ୍ୟାକୁ ଆସିଛି । ଆଗାମୀ…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ବାତ୍ୟା ସଂପର୍କରେ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଧ୍ୟାରେ ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଓଡ଼ିଶାରେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ଆଲୋଚନା କରିଛନ୍ତି। ଆଲୋଚନା ସମୟରେ, ମୁଖ୍ୟମନ୍ତ୍ରୀ ରାଜ୍ୟରେ ଚାଲିଥିବା ଲୋକଙ୍କ ସ୍ଥାନାନ୍ତର ପ୍ରକ୍ରିୟା…

ବାତ୍ୟା ପାଇଁ ଆଦୌ ଆତଙ୍କିତ ହୁଅନ୍ତୁ ନାହିଁ, ସୁରକ୍ଷିତ ରୁହନ୍ତୁ, ସତର୍କ ରୁହନ୍ତୁ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପରିଦର୍ଶନ କରି ସେଠାରେ ବାତ୍ୟା ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ଗଣମାଧ୍ୟମ ନିକଟରେ ନିଜର ବିବୃତି ରଖି, ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ କୌଣସି ପରିସ୍ଥିତିରେ…

ବାତ୍ୟା ‘ଦାନା’ ମୁକାବିଲା ପାଇଁ ୯ଜଣ ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ‘ଦାନା’ ର ମୁକାବିଲା ପାଇଁ ରାଜ୍ୟ ସରକାର ‘ଜିରୋ କାଜିଆଲିଟି’ ଉପରେ ଗୁରୁତ୍ୱ ଦେଇଛନ୍ତି । ସେଥିପାଇଁ ଆଜି ୯ଜଣ ମନ୍ତ୍ରୀଙ୍କୁ ବିଭିନ୍ନ ଜିଲ୍ଲାର ବାତ୍ୟା ମୁକାବିଲା ଓ ପ୍ରସ୍ତୁତି ଆଦିର ସମୀକ୍ଷା କରିବାକୁ ମୁଖ୍ୟମନ୍ତ୍ରୀ ମୋହନ…

ଡରାଇଲାଣି ବାତ୍ୟା ଦାନା : ବାତ୍ୟା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତାକାଲି ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ୨୩ ତାରିଖରେ ଏହା ବାତ୍ୟାର ରୂପ ନେବ। ତେବେ ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର…

ପୁରୀରେ ପ୍ରାୟ ୩୦୦୦ ହବିଷ୍ୟାଳୀ ମା’ ମାନଙ୍କୁ ବ୍ରତ ସରଞ୍ଜାମ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରୁ ପୁରୀରେ କାର୍ତ୍ତିକ ବ୍ରତ କରିବାକୁ ଆସିଥିବା ହବିଷ୍ୟାଳୀ ମା’ ମାନଙ୍କୁ ବ୍ରତ ସରଞ୍ଜାମ ପ୍ରଦାନ କରିଛନ୍ତି। ଏଥିରେ ଶାଢୀ, ଚଦର, ଉତ୍ତରୀୟ, ରାଇ ଦାମୋଦର ବ୍ରତ ବହି, ଶୁଖିଲି…

ଓଡ଼ିଶାରେ ଆଉ ୧ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ: ମୁଖ୍ୟମନ୍ତ୍ରୀ

ବେଦାନ୍ତ ଗତ ଦୁଇ ଦଶନ୍ଧି ଧରି ଓଡ଼ିଶାର ଅଂଶୀଦାର ହୋଇ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜି ନିବେଶ କରିଥିବାବେଳେ ଆଉ ୧ଲକ୍ଷ କୋଟି ଟଙ୍କାର ନୂତନ ପୁଞ୍ଜି ବିନିଯୋଗ କରିବାକୁ ଯାଉଛି । ଏ ନେଇ ମୁମ୍ବାଇ ନିବେଶକ…

ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ ଘଟଣା: ବିଭିନ୍ନ ଦିଗ ସମ୍ପର୍କରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ତାଙ୍କର ନୂଆଦିଲ୍ଲୀ ଗସ୍ତ ସମୟରେ ରାଜଧାନୀ ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ସମୀକ୍ଷା କରିଛନ୍ତି। ପୀଡିତାଙ୍କ ସ୍ୱାସ୍ଥ୍ୟବସ୍ଥା ଓ ସୁସ୍ଥତା, ଦିଲ୍ଲୀ ପୋଲିସ ଦ୍ୱାରା ଚାଲିଥିବା…

ଖରିଫ ଧାନ ସଂଗ୍ରହ ପ୍ରସ୍ତୁତି ସମୀକ୍ଷା ବୈଠକ: ୧ କୋଟି ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଚଳିତ ବର୍ଷ ଖରିଫ ଋତୁ ପାଇଁ ଧାନ ସଂଗ୍ରହ ବ୍ୟବସ୍ଥା ସମୀକ୍ଷା କରି ଅନେକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ବିଶେଷ କରି ଧାନ ସଂଗ୍ରହରେ ହେଉଥିବା ଅନିୟମିତତା, ଦୁର୍ନୀତି ଓ…