ତାଜା ଖବର ରାଜ୍ୟ ଦୁଇଦିନିଆ ସମ୍ବଲପୁର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ September 5, 2024 Papirani ନୂଆଖାଇ ଅବସରରେ ଦୁଇଦିନିଆ ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେପ୍ଟେମ୍ବର ୮ ତାରିଖରେ ପବିତ୍ର ନୂଆଖାଇ ଅବସରରେ ଅପରାହ୍ନ ୪ଟା ୨୫ରେ ସେ ସ୍ଥାନୀୟ ତପସ୍ୱିନୀ ଅଡିଟୋରିୟମରେ ସିଏମ୍ କିଶାନ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ।…
ତାଜା ଖବର ରାଜନୀତି ରାଜ୍ୟ ୫-ଟି ସ୍ମାର୍ଟ ସ୍କୁଲ କିଛି ସଫଳତା ଦେଇନି: ମୁଖ୍ୟମନ୍ତ୍ରୀ ମୋହନ ମାଝୀ September 5, 2024 Papirani ୨୪ ବର୍ଷ ରହିଥିବା ପୂର୍ବ ସରକାର ୫-ଟି ନାଁ ରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିଲେ ମଧ୍ୟ ପୂର୍ବରୁ ୫-ଟି ନାଁ ରେ ଯେଉଁ ସ୍ମାର୍ଟ ସ୍କୁଲ କରାଯାଇଥିଲା ସେଥିରେ କୌଣସି ସଫଳତା ମିଳିନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…
ତାଜା ଖବର ରାଜନୀତି ରାଜ୍ୟ ଶିକ୍ଷକମାନେ ଭବିଷ୍ୟତ ସମାଜର ମାର୍ଗଦର୍ଶକ- ମୁଖ୍ୟମନ୍ତ୍ରୀ September 5, 2024 Papirani ଆଜି ଲୋକସେବା ଭବନ କନ୍ଭେନ୍ସନ୍ ସେଣ୍ଟରଠାରେ ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବ ଏବଂ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଗୁରୁ କେବଳ ବିଦ୍ୟାର୍ଥୀମାନଙ୍କର ଭବିଷ୍ୟତ…
ତାଜା ଖବର ରାଜନୀତି ରାଜ୍ୟ ଓଡ଼ିଶାରେ ହେବନି ହାଇକୋର୍ଟ ବେଞ୍ଚ September 2, 2024 Papirani ରାଜ୍ୟରେ ପ୍ରତିଷ୍ଠା ହେବ ନାହିଁ ହାଇକୋର୍ଟ ବେଞ୍ଚ । ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନେଇ ଦୀର୍ଘ ଦିନ ହେବ ଦାବି କରିଆସୁଛନ୍ତି ପଶ୍ଚିମ ଓଡ଼ିଶାବାସୀ। ଏନେଇ ଅନେକ ଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ମଧ୍ୟ ହୋଇଥିଲା। କିନ୍ତୁ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା…
ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ପ୍ରସଙ୍ଗ: ନବୀନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଜବାବ September 1, 2024 Papirani ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ପ୍ରସଙ୍ଗରେ ଜବାବ ରଖିଲେ ମୁଖ୍ୟମନ୍ତ୍ରୀ । ବିରୋଧୀଦଳ ନେତା ନବୀନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜବାବ ଦେଇ କହିଲେ ବିରୋଧୀଦଳ ନେତା ପ୍ରଶ୍ନ କରି ଉତ୍ତର ଶୁଣିବାକୁ ଗୃହରେ ଉପସ୍ଥିତ ନାହାନ୍ତି । ବୋଧହୁଏ ତାଙ୍କର ବିଧାନସଭାଠୁ…
ତାଜା ଖବର ରାଜନୀତି ରାଜ୍ୟ ଓଡିଶାରେ PM-USHA କାର୍ଯ୍ୟକ୍ରମ ପାଇଁ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ August 31, 2024 Papirani ଆଜି ରାଜ୍ୟ କୃଷି ଭବନରେ ଓଡିଶାର ଉଚ୍ଚ ଶିକ୍ଷା ବିଭାଗ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ମଧ୍ୟରେ ରାଜ୍ୟରେ PM-USHA କାର୍ଯ୍ୟକ୍ରମ ଲାଗୁ କରିବା ପାଇଁ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି। ୨୦୨୫-୨୬ ମଧ୍ୟରେ ଏହା କାର୍ଯ୍ୟକାରୀ କରାଯିବ। କାର୍ଯ୍ୟକ୍ରମରେ…
ତାଜା ଖବର ରାଜନୀତି ରାଜ୍ୟ ଓଡ଼ିଶାରେ ଲାଗୁ ହେଲା ପିଏମ୍-ଉଷା ଯୋଜନା August 31, 2024 Papirani ରାଜ୍ୟରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ (ପିଏମ୍- ଉଷା)କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। କୃଷି ଭବନରେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ପିଏମ- ଉଷା’ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏକ ଏମ୍ଓୟୁ ସ୍ବାକ୍ଷରିତ ହୋଇଛି।…
ତାଜା ଖବର ରାଜନୀତି ରାଜ୍ୟ ବନ୍ଦ ହେଲା ପୂର୍ବ ସରକାରଙ୍କ ‘ନୂଆ ଓ’ ଯୋଜନା August 30, 2024 Papirani ବନ୍ଦ ହେଲା ନୂଆ ଓ କାର୍ଯ୍ୟକ୍ରମ । ରାଜ୍ୟର ଯୁକ୍ତ ତିନି ଓ ପିଜି ଛାତ୍ରଛାତ୍ରୀଙ୍କ ପାଇଁ ପୁର୍ବ ରାଜ୍ୟ ସରକାରଙ୍କ ବୈପ୍ଲବିକ ନୂଆ-ଓ ଛାତ୍ରବୃତ୍ତି ଯୋଜନା ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ କଲେ ମୋହନ ସରକାର । ଏହା ବନ୍ଦ…
ତାଜା ଖବର ରାଜ୍ୟ ଏଥର ଦୁଇ ଦିନ ମିଳିବ ନୂଆଁଖାଇ ଛୁଟି August 29, 2024 Papirani ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଁଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନା ଯୋଗ୍ୟ ଯେ ନୂଆଁଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ଛୁଟି ଦିବସ ହୋଇଥିବାରୁ ସେପ୍ଟେମ୍ବର ୯ ତାରିଖ…
ବ୍ୟବସାୟ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ ୫୦୦ ରୁ ଅଧିକ ଭଉଣୀମାନେ August 19, 2024 Papirani ଆଜି ପବିତ୍ର ରକ୍ଷା ବନ୍ଧନ ଉତ୍ସବ। ଏହି ଅବସରରେ ରାଜ୍ୟ ଅତିଥି ଭବନରେ ଏକ ଉତ୍ସବର ଆୟୋଜନ କରାଯାଇଥିଲା।କାର୍ଯ୍ୟକ୍ରମରେ ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନରୁ ଝିଅ ମାନେ ଆସି ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…