ତାଜା ଖବର ରାଜନୀତି ରାଜ୍ୟ ବନ୍ଦ ହେଲା ପୂର୍ବ ସରକାରଙ୍କ ‘ନୂଆ ଓ’ ଯୋଜନା August 30, 2024 Papirani ବନ୍ଦ ହେଲା ନୂଆ ଓ କାର୍ଯ୍ୟକ୍ରମ । ରାଜ୍ୟର ଯୁକ୍ତ ତିନି ଓ ପିଜି ଛାତ୍ରଛାତ୍ରୀଙ୍କ ପାଇଁ ପୁର୍ବ ରାଜ୍ୟ ସରକାରଙ୍କ ବୈପ୍ଲବିକ ନୂଆ-ଓ ଛାତ୍ରବୃତ୍ତି ଯୋଜନା ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ କଲେ ମୋହନ ସରକାର । ଏହା ବନ୍ଦ…
ତାଜା ଖବର ରାଜ୍ୟ ଏଥର ଦୁଇ ଦିନ ମିଳିବ ନୂଆଁଖାଇ ଛୁଟି August 29, 2024 Papirani ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଁଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନା ଯୋଗ୍ୟ ଯେ ନୂଆଁଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ଛୁଟି ଦିବସ ହୋଇଥିବାରୁ ସେପ୍ଟେମ୍ବର ୯ ତାରିଖ…
ବ୍ୟବସାୟ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ ୫୦୦ ରୁ ଅଧିକ ଭଉଣୀମାନେ August 19, 2024 Papirani ଆଜି ପବିତ୍ର ରକ୍ଷା ବନ୍ଧନ ଉତ୍ସବ। ଏହି ଅବସରରେ ରାଜ୍ୟ ଅତିଥି ଭବନରେ ଏକ ଉତ୍ସବର ଆୟୋଜନ କରାଯାଇଥିଲା।କାର୍ଯ୍ୟକ୍ରମରେ ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନରୁ ଝିଅ ମାନେ ଆସି ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…
ତାଜା ଖବର ରାଜନୀତି ରାଜ୍ୟ ବିଧାନସଭାର ଦ୍ବିତୀୟ ଅଧିବେଶନରେ ଆସିବ ସୁଭଦ୍ରା ଯୋଜନାର SOP August 19, 2024 Papirani ଆସନ୍ତାକାଲିଠୁ ଆରମ୍ଭ ହେଉଛି ବିଧାନସଭାର ଦ୍ବିତୀୟ ଅଧିବେଶନ । ଏହି ଅଧିବେଶନରେ ଆସିବ ସୁଭଦ୍ରା ଯୋଜନାର SOP ବୋଲି ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ମହିଳାଙ୍କ ସୁରକ୍ଷା ପାଇଁ ହୋଇଛି ସୁଭଦ୍ରା ଯୋଜନା ।ବିଧାନସଭା ଚାଲିବାକୁ…
ତାଜା ଖବର ରାଜନୀତି ରାଜ୍ୟ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା August 19, 2024 Papirani ଆଜି ପବିତ୍ର ରାକ୍ଷୀ ପୁର୍ଣ୍ଣିମା । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ…
ତାଜା ଖବର ରାଜନୀତି ରାଜ୍ୟ ଶ୍ରାଦ୍ଧବାର୍ଷିକୀ ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଶ୍ରଦ୍ଧାଞ୍ଜଳି August 16, 2024 Papirani ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ଲୋକସେବା ଭବନ ପରିସରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଦୀର୍ଘ ପାଞ୍ଚ ଦଶନ୍ଧି…
ତାଜା ଖବର ରାଜନୀତି ରାଜ୍ୟ ରାଜଧାନୀରେ ଆୟୋଜିତ ବିଶାଳ ତ୍ରିରଙ୍ଗା ରାଲିରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ August 14, 2024 Papirani ଆଜି ଭୁବନେଶ୍ୱର ସ୍ଥିତ ଶ୍ରୀଲିଙ୍ଗରାଜ ମନ୍ଦିର ଠାରୁ ମୁକ୍ତେଶ୍ବର ମନ୍ଦିର ଯାଏଁ ବିଶାଳ ତ୍ରିରଙ୍ଗା ରାଲି ଅନୁଷ୍ଠିତ ହୋଇଛି । ଏହି ତ୍ରିରଙ୍ଗା ରାଲିରେ ସାମିଲ୍ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ…
ତାଜା ଖବର ରାଜନୀତି ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଚିଠି ପ୍ରସଙ୍ଗ; ପୂର୍ବରୁ ଉଚ୍ଚଶିକ୍ଷା କ୍ଷେତ୍ରରେ ସୁଧାର ପାଇଁ ନିଆଯାଇଥିଲା ପଦକ୍ଷେପ: ବିଜେଡି August 13, 2024 Papirani ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ପ୍ରସଙ୍ଗରେ ପ୍ରତିକ୍ରିୟା ହେଇଛନ୍ତି ବିଜେଡିର ମୁଖପାତ୍ର ଚିନ୍ମୟ ସାହୁ। ସେ କହିଛନ୍ତି ପୂର୍ବରୁ ଉଚ୍ଚଶିକ୍ଷା କ୍ଷେତ୍ରରେ ସୁଧାର ପାଇଁ ନିଆଯାଇଥିଲା ପଦକ୍ଷେପ ନିଆଯାଇଥିଲା ।୨୦୨୦ରେ ବଳିଷ୍ଠ…
ତାଜା ଖବର ରାଜନୀତି ରାଜ୍ୟ ଭତ୍ତା ପ୍ରସଙ୍ଗକୁ କେନ୍ଦ୍ର କରି ବିଜେପି ସରକାରଙ୍କୁ ଟାର୍ଗେଟ କଲେ ନବୀନ ପଟ୍ଟନାୟକ August 12, 2024 Papirani ରାଜ୍ୟବାସୀଙ୍କୁ ଦେଇଥିବା ଭତ୍ତା ପ୍ରସଙ୍ଗକୁ କେନ୍ଦ୍ର କରି ଓଡ଼ିଶାର ବିଜେପି ସରକାରଙ୍କୁ ଟାର୍ଗେଟ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ନିଜ ସୋସିଆଲ ମିଡ଼ିଆରେ ଲେଖିଛନ୍ତି ବିଜେପି ତାର ନିର୍ବାଚନୀ ଘୋଷଣାପତ୍ରରେ ଭତ୍ତାଧାରୀଙ୍କୁ ୩,୦୦୦ ତଥା ୩,୫୦୦ ଟଙ୍କା ଭତ୍ତା…
ତାଜା ଖବର ରାଜନୀତି ରାଜ୍ୟ ଆଜି ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ August 12, 2024 Papirani ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୩ ଦିନିଆ ଦିଲ୍ଲୀ ଗସ୍ତରେ ଆଜି ରାତି ୮ ଟାରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନୂଆ ଦିଲ୍ଲୀ ସ୍ଥିତ ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଥିବା ସରକାରୀ କାର୍ଯ୍ୟକ୍ରମରେ ସେ ଯୋଗ…