Tag: Cmmohan charan majhi

ଶିକ୍ଷକମାନେ ଭବିଷ୍ୟତ ସମାଜର ମାର୍ଗଦର୍ଶକ- ମୁଖ୍ୟମନ୍ତ୍ରୀ

ଆଜି ଲୋକସେବା ଭବନ କନ୍ଭେନ୍ସନ୍ ସେଣ୍ଟରଠାରେ ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବ ଏବଂ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଗୁରୁ କେବଳ ବିଦ୍ୟାର୍ଥୀମାନଙ୍କର ଭବିଷ୍ୟତ…

ଓଡ଼ିଶାରେ ହେବନି ହାଇକୋର୍ଟ ବେଞ୍ଚ

ରାଜ୍ୟରେ ପ୍ରତିଷ୍ଠା ହେବ ନାହିଁ ହାଇକୋର୍ଟ ବେଞ୍ଚ । ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନେଇ ଦୀର୍ଘ ଦିନ ହେବ ଦାବି କରିଆସୁଛନ୍ତି ପଶ୍ଚିମ ଓଡ଼ିଶାବାସୀ। ଏନେଇ ଅନେକ ଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ମଧ୍ୟ ହୋଇଥିଲା। କିନ୍ତୁ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା…

ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ପ୍ରସଙ୍ଗ: ନବୀନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଜବାବ

ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ପ୍ରସଙ୍ଗରେ ଜବାବ ରଖିଲେ ମୁଖ୍ୟମନ୍ତ୍ରୀ । ବିରୋଧୀଦଳ ନେତା ନବୀନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜବାବ ଦେଇ କହିଲେ ବିରୋଧୀଦଳ ନେତା ପ୍ରଶ୍ନ କରି ଉତ୍ତର ଶୁଣିବାକୁ ଗୃହରେ ଉପସ୍ଥିତ ନାହାନ୍ତି । ବୋଧହୁଏ ତାଙ୍କର ବିଧାନସଭାଠୁ…

ଓଡିଶାରେ PM-USHA କାର୍ଯ୍ୟକ୍ରମ ପାଇଁ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ

ଆଜି ରାଜ୍ୟ କୃଷି ଭବନରେ ଓଡିଶାର ଉଚ୍ଚ ଶିକ୍ଷା ବିଭାଗ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ମଧ୍ୟରେ ରାଜ୍ୟରେ PM-USHA କାର୍ଯ୍ୟକ୍ରମ ଲାଗୁ କରିବା ପାଇଁ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି। ୨୦୨୫-୨୬ ମଧ୍ୟରେ ଏହା କାର୍ଯ୍ୟକାରୀ କରାଯିବ। କାର୍ଯ୍ୟକ୍ରମରେ…

ଓଡ଼ିଶାରେ ଲାଗୁ ହେଲା ପିଏମ୍-ଉଷା ଯୋଜନା

ରାଜ୍ୟରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ (ପିଏମ୍‌- ଉଷା)କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। କୃଷି ଭବନରେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ପିଏମ- ଉଷା’ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏକ ଏମ୍‌ଓୟୁ ସ୍ବାକ୍ଷରିତ ହୋଇଛି।…

ବନ୍ଦ ହେଲା ପୂର୍ବ ସରକାରଙ୍କ ‘ନୂଆ ଓ’ ଯୋଜନା

ବନ୍ଦ ହେଲା ନୂଆ ଓ କାର୍ଯ୍ୟକ୍ରମ । ରାଜ୍ୟର ଯୁକ୍ତ ତିନି ଓ ପିଜି ଛାତ୍ରଛାତ୍ରୀଙ୍କ ପାଇଁ ପୁର୍ବ ରାଜ୍ୟ ସରକାରଙ୍କ ବୈପ୍ଲବିକ ନୂଆ-ଓ ଛାତ୍ରବୃତ୍ତି ଯୋଜନା ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ କଲେ ମୋହନ ସରକାର । ଏହା ବନ୍ଦ…

ଏଥର ଦୁଇ ଦିନ ମିଳିବ ନୂଆଁଖାଇ ଛୁଟି

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଁଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନା ଯୋଗ୍ୟ ଯେ ନୂଆଁଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ଛୁଟି ଦିବସ ହୋଇଥିବାରୁ ସେପ୍ଟେମ୍ବର ୯ ତାରିଖ…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ ୫୦୦ ରୁ ଅଧିକ ଭଉଣୀମାନେ 

ଆଜି ପବିତ୍ର ରକ୍ଷା ବନ୍ଧନ ଉତ୍ସବ। ଏହି ଅବସରରେ ରାଜ୍ୟ ଅତିଥି ଭବନରେ ଏକ ଉତ୍ସବର ଆୟୋଜନ କରାଯାଇଥିଲା।କାର୍ଯ୍ୟକ୍ରମରେ ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନରୁ ଝିଅ ମାନେ ଆସି ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…

ବିଧାନସଭାର ଦ୍ବିତୀୟ ଅଧିବେଶନରେ ଆସିବ ସୁଭଦ୍ରା ଯୋଜନାର SOP

ଆସନ୍ତାକାଲିଠୁ ଆରମ୍ଭ ହେଉଛି ବିଧାନସଭାର ଦ୍ବିତୀୟ ଅଧିବେଶନ । ଏହି ଅଧିବେଶନରେ ଆସିବ ସୁଭଦ୍ରା ଯୋଜନାର SOP ବୋଲି ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ମହିଳାଙ୍କ ସୁରକ୍ଷା ପାଇଁ ହୋଇଛି ସୁଭଦ୍ରା ଯୋଜନା ।ବିଧାନସଭା ଚାଲିବାକୁ…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଆଜି ପବିତ୍ର ରାକ୍ଷୀ ପୁର୍ଣ୍ଣିମା । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ…