Tag: Cmmohan charan majhi

ଶ୍ରାଦ୍ଧବାର୍ଷିକୀ ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଶ୍ରଦ୍ଧାଞ୍ଜଳି 

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ଲୋକସେବା ଭବନ ପରିସରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଦୀର୍ଘ ପାଞ୍ଚ ଦଶନ୍ଧି…

ରାଜଧାନୀରେ ଆୟୋଜିତ ବିଶାଳ ତ୍ରିରଙ୍ଗା ରାଲିରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଭୁବନେଶ୍ୱର ସ୍ଥିତ ଶ୍ରୀଲିଙ୍ଗରାଜ ମନ୍ଦିର ଠାରୁ ମୁକ୍ତେଶ୍ବର ମନ୍ଦିର ଯାଏଁ ବିଶାଳ ତ୍ରିରଙ୍ଗା ରାଲି ଅନୁଷ୍ଠିତ ହୋଇଛି । ଏହି ତ୍ରିରଙ୍ଗା ରାଲିରେ ସାମିଲ୍ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ…

ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଚିଠି ପ୍ରସଙ୍ଗ; ପୂର୍ବରୁ ଉଚ୍ଚଶିକ୍ଷା କ୍ଷେତ୍ରରେ ସୁଧାର ପାଇଁ ନିଆଯାଇଥିଲା ପଦକ୍ଷେପ: ବିଜେଡି

ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ପ୍ରସଙ୍ଗରେ ପ୍ରତିକ୍ରିୟା ହେଇଛନ୍ତି ବିଜେଡିର ମୁଖପାତ୍ର ଚିନ୍ମୟ ସାହୁ। ସେ କହିଛନ୍ତି ପୂର୍ବରୁ ଉଚ୍ଚଶିକ୍ଷା କ୍ଷେତ୍ରରେ ସୁଧାର ପାଇଁ ନିଆଯାଇଥିଲା ପଦକ୍ଷେପ ନିଆଯାଇଥିଲା ।୨୦୨୦ରେ ବଳିଷ୍ଠ…

ଭତ୍ତା ପ୍ରସଙ୍ଗକୁ କେନ୍ଦ୍ର କରି ବିଜେପି ସରକାରଙ୍କୁ ଟାର୍ଗେଟ କଲେ ନବୀନ ପଟ୍ଟନାୟକ

ରାଜ୍ୟବାସୀଙ୍କୁ ଦେଇଥିବା ଭତ୍ତା ପ୍ରସଙ୍ଗକୁ କେନ୍ଦ୍ର କରି ଓଡ଼ିଶାର ବିଜେପି ସରକାରଙ୍କୁ ଟାର୍ଗେଟ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ନିଜ ସୋସିଆଲ ମିଡ଼ିଆରେ ଲେଖିଛନ୍ତି ବିଜେପି ତାର ନିର୍ବାଚନୀ ଘୋଷଣାପତ୍ରରେ ଭତ୍ତାଧାରୀଙ୍କୁ ୩,୦୦୦ ତଥା ୩,୫୦୦ ଟଙ୍କା ଭତ୍ତା…

ଆଜି ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୩ ଦିନିଆ ଦିଲ୍ଲୀ ଗସ୍ତରେ ଆଜି ରାତି ୮ ଟାରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନୂଆ ଦିଲ୍ଲୀ ସ୍ଥିତ ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଥିବା ସରକାରୀ କାର୍ଯ୍ୟକ୍ରମରେ ସେ ଯୋଗ…

ନୂତନ ଅନୁଭବ୍ୟ ଐତିହ୍ୟ ଗ୍ୟାଲେରୀର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର ସ୍ଥିତ ରାଜ୍ୟ ସଂଗ୍ରହାଳୟକୁ ଗସ୍ତ କରି ସେଠାରେ ନବନିର୍ମିତ ଅନୁଭବ୍ୟ ଐତିହ୍ୟ ଗ୍ୟାଲେରୀର ଲୋକାର୍ପଣ କରିଛନ୍ତି। ଏହି ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ର ମନ୍ତ୍ରୀ…

ରାତିରେ କ୍ୟାପିଟାଲ ହସ୍ପିଟାଲ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗତକାଲି ସନ୍ଧ୍ୟାରେ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ପରିଦର୍ଶନ କରି ରାତିରେ ରୋଗୀ ମାନଙ୍କର କିପରି ଯତ୍ନ ନିଆ ଯାଉଛି ସେ ସମ୍ପର୍କରେ ପଚାରି ବୁଝିଛନ୍ତି। ରୋଗୀ ମାନଙ୍କୁ ସହିତ ଆଲୋଚନା କରି ସେମାନଙ୍କ ରହିବା,…

ରାଜ୍ୟ ସରକାରଙ୍କୁ ନବୀନଙ୍କ ଟାର୍ଗେଟ; କହିଲେ ରାଜ୍ୟରେ ବଜେଟ୍ ଗେମ୍ ଚେଞ୍ଜର ନୁହେଁ, ନେମ୍ ଚେଞ୍ଜର

ବିଧାନସଭାରେ ବଜେଟ୍ ଆଲୋଚନା ବେଳେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସେ କହିଛନ୍ତି ବଜେଟରେ ପରିବର୍ତ୍ତନ ଦେଖୁଛି। ଯେପରି ନାଁ ପରିବର୍ତ୍ତନ। ଏହା ଗେମ୍ ଚେଞ୍ଜର ନୁହେଁ, ନେମ୍…

୨୦୨୪ ନିର୍ବାଚନ ପୂର୍ବରୁ ଗୋଟିଏ ବର୍ଷରେ ଘୋଷଣା ହୋଇଛି ୧୪୦ ଯୋଜନା: ମୁଖ୍ୟମନ୍ତ୍ରୀ

୨୦୨୪ ନିର୍ବାଚନ ପୂର୍ବରୁ ବର୍ଷକରେ ବିନା ବଜେଟ୍‌ ବ୍ୟୟବରାଦରେ ୧୪୦ ଯୋଜନା ଘୋଷଣା ହୋଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ବିଧାୟକ ଅମର ନାୟକଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ୨୦୨୪ ନିର୍ବାଚନ ପୂର୍ବରୁ ଗୋଟିଏ ବର୍ଷରେ ୧୪୦ ଯୋଜନା ହୋଇଛି…

ରାଜ୍ୟରେ କମିଛି ମାଓବାଦୀଙ୍କ କାର୍ଯ୍ୟକଳାପ: ମୁଖ୍ୟମନ୍ତ୍ରୀ

ରାଜ୍ୟରେ ମାଓବାଦୀଙ୍କ କାର୍ଯ୍ୟକଳାପ କମିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଧାୟକ ରଣେନ୍ଦ୍ରପ୍ରତାପ ସ୍ୱାଇଁଙ୍କ ପ୍ରଶ୍ନରେ ଉତ୍ତର ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ୧୦ ଜିଲ୍ଲା ଛାଡ଼ି ଅନ୍ୟ ଅଞ୍ଚଳରେ ମାଓବାଦୀଙ୍କ କାର୍ଯ୍ୟକଳାପ ନିୟନ୍ତ୍ରଣାଧୀନ ରହିଛି…