Tag: CMO

ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ପଦରୁ ହଟିଲେ ଆଇଏଏସ୍‌ ରୁପାରୋଶନ

ସିଏମ୍‌ଓରୁ ହଟିଛନ୍ତି ଆଇଏଏସ୍‌ ରୁପାରୋଶନ ସାହୁ । ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଥିବା ରୁପାରୋଶନଙ୍କୁ ଏସ୍‌ସି/ଏସ୍‌ଟି ଉନ୍ନୟନ ବିଭାଗ କମିଶନର ତଥା ସଚିବ ଭାବେ ବଦଳି କରାଯାଇଛି । ପୂର୍ବରୁ ସେ ଏହି ବିଭାଗର ଅତିରିକ୍ତ ଦାୟିତ୍ବ ତୁଲାଉଥିଲେ ଏବେ କମିଶନର…

ଏବେ ଓଡ଼ିଆ ଭାଷାରେ ଏମବିବିଏସ୍ ଶିକ୍ଷା, କମିଟି ଗଠକ କଲେ ରାଜ୍ୟସରକାର

ରାଜ୍ୟରେ ଓଡିଆ ଭାଷାରେ ଡାକ୍ତରୀ ଶିକ୍ଷା ପ୍ରଦାନ କରିବାରକୁ ଦୃଷ୍ଟିରେ ରଖି ଡାକ୍ତର ମାନସ ରଞ୍ଜନ ସାହୁଙ୍କ ତତ୍ତ୍ଵାବଧାନରେ ଏକ କମିଟି ଗଠନ କରାଯାଇଛି । ଏହି ୨୨ ଜଣ ସଦସ୍ୟ ଥିବା କମିଟି ଓଡିଆ ଭାଷାରେ MBBS ଶିକ୍ଷା ଅନୁବାଦ…

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରେ କାର୍ଯ୍ୟରତ ୪ ଅଫିସରଙ୍କୁ ହଟାଗଲା

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ (ସିଏମ୍‌ଓ)ରେ କାର୍ଯ୍ୟରତ ୪ ଅଫିସରଙ୍କୁ ଜିଏ ବିଭାଗକୁ ଫେରାଗଲା । ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବା ବେଳେ ସିଏମ୍‌ଓରେ କାର୍ଯ୍ୟରତ ଥିବା ୪ ଅଫିସରଙ୍କୁ ହଟାଯାଇଛି । ଲାଲା ମନୋଜ କୁମାର ରାୟ, ରବୀନ୍ଦ୍ର କୁମାର ସେଠୀ, ଶୁଭ୍ରାଂଶୁ…

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ୨୨ ଜଣ ଅଫିସରଙ୍କ ବଦଳି ଉପରେ ଲାଗିଲା ରୋକ୍‌

ସରକାର ବଦଳିବା ପରେ ନୂଆ ସରକାର ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି ଥିବା ଅଫିସରମାନଙ୍କୁ ଅନ୍ୟ ବିଭାଗକୁ ବଦଳି କରିବା ପ୍ରକ୍ରିୟା ଆରମ୍ଭ କରିଛନ୍ତି। ନୂଆ ମୁଖ୍ୟମନ୍ତ୍ରୀଙ୍କୁ ତୃତୀୟ ମହଲା ଆବଣ୍ଟିତ ହେବା ପରେ ସେଠାରେ ଥିବା ସଚିବାଳୟ ସେବା କ୍ୟାଡରର…

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨୨ ଓଏସଏସ ଅଫିସର ବିଦା

ସରକାର ବଦଳିବା ପରେ ନୂଆ ସରକାର ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି ଥିବା ଅଫିସରମାନଙ୍କୁ ଅନ୍ୟ ବିଭାଗକୁ ବଦଳି କରିବା ପ୍ରକ୍ରିୟା ଆରମ୍ଭ କରିଛନ୍ତି। ନୂଆ ମୁଖ୍ୟମନ୍ତ୍ରୀଙ୍କୁ ତୃତୀୟ ମହଲା ଆବଣ୍ଟିତ ହେବା ପରେ ସେଠାରେ ଥିବା ସଚିବାଳୟ ସେବା କ୍ୟାଡରର…

ଇସ୍ତଫା ଦେଲେ ଦୁଇ ଅବସରପ୍ରାପ୍ତ ଆଇଏଏସ୍‌

ଓଡ଼ିଶାରେ ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ଏବେ ରାଜ୍ୟରେ ଖୁବ୍‌ଶୀଘ୍ର ଭାଜପା ସରକାର ଗଢିବାକୁ ଯାଉଛି। ଏହାପୂର୍ବରୁ ସିଏମ୍‌ଓରୁ ଇସ୍ତଫା ଦେଇଛନ୍ତି ୨ ଅବସରପ୍ରାପ୍ତ ଆଇଏଏସ୍‌। ସିଏମ୍‌ଓ ମୁଖ୍ୟ ଉପଦେଷ୍ଟ ପଦରୁ ସୁରେଶ ମହାପାତ୍ର ଏବଂ ସ୍ପେଶାଲ ଇନିସିଏଟିଭ୍‌ ଉପଦେଷ୍ଟା…

ମୁଖ୍ୟମନ୍ତ୍ରୀଙ୍କ ଅଫିସ ବିରୁଦ୍ଧରେ ନିର୍ବାଚନ ଆଚରଣ ବିଧି ଉଲଘଂନ ଅଭିଯୋଗ ଆଣିଲା ବିଜେପି

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ବିରୁଦ୍ଧରେ ଆଦର୍ଶ ଆଚରଣ ବିଧି ଉଲଙ୍ଘନର ଗୁରୁତର ଅଭିଯୋଗ ଆଣିଲା ବିଜେପି । ବିଜେଡି ନେତା ଭି କ ପାଣ୍ଡିଆନ ବିଳମ୍ବିତ ରାତିରେ ପୁରୀ ଗ୍ରସ୍ତବେଳେ ତାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ କର୍ଯ୍ୟାଳୟର ସ୍ୱତନ୍ତ୍ର ସଚିବ ଭିନୀଲ କୃଷ୍ଣ ଉପସ୍ଥିତ…