Tag: CMS-03

ISRO: ଇତିହାସ ରଚିବା ଅଭିମୁଖେ ଇସ୍ରୋ: କମ୍ୟୁନିକେସନ୍ ସାଟେଲାଇଟ୍ CMS-03 ଉତକ୍ଷେପଣ ପାଇଁ ପ୍ରସ୍ତୁତ

ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଆଜି ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ଦେଶର ସବୁଠାରୁ ଭାରୀ ଯୋଗାଯୋଗ ଉପଗ୍ରହ ‘CMS-03’ ଉତ୍କ୍ଷେପଣ କରିବାକୁ ପ୍ରସ୍ତୁତ କରିଛି । ଦେଶର ସବୁଠୁ ଶକ୍ତିଶାଳୀ ରକେଟ୍ LVM3-M5 ସହାୟତାରେ ପଠାଯିବ।…