Tag: CM’s Public Grievance Hearing

No CM Grievance Hearing on Aug 3: ଅଗଷ୍ଟ ୩ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଆସନ୍ତା ୩ ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଧାରିତ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏ ସମ୍ପର୍କରେ ସୂଚନା ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କର ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ରହିଥିବାରୁ…

CM’s Public Grievance Hearing Postponed: ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ପାଇଁ ଆସନ୍ତା କାଲି ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ

ଓଡ଼ିଶା ସରକାର ଭୁବନେଶ୍ୱରରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ ରଖିବା ଘୋଷଣା କରିଛନ୍ତି। ଆସନ୍ତା କାଲି ଭୁବନେଶ୍ୱର ୟୁନିଟ-୨, ଅଶୋକ ନଗର ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ) ନିକଟରେ ଅନୁଷ୍ଠିତ…

CM’s Grievance Hearing: ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ୧୫ତମ ପାଳି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଭୁବନେଶ୍ୱରର ୟୁନିଟ୍-୨ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଆୟୋଜିତ ୧୫ତମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଲୋକଙ୍କ ସହ ସିଧାସଳଖ ଆଲୋଚନା କରି…

ମୁଖ୍ୟମନ୍ତ୍ରୀଙ୍କ ୧୪ତମ ପାଳି ଅଭିଯୋଗ ଶୁଣାଣି

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ୧୪ତମ ପାଳି। ଆଜି ଭୁବନେଶ୍ୱର ୟୁନିଟ-୨ ଠାରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ମନ୍ତ୍ରୀ ମଣ୍ଡଳର ବରିଷ୍ଠ ମନ୍ତ୍ରୀଗଣ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି।…