Tag: Cold storage

ବିଭିନ୍ନ ସବଡିଭିଜନ୍‌ରେ ଶୀତଳଭଣ୍ଡାର ଖୋଲାଯିବା ନେଇ ବୈଠକ

କୃଷିଭବନ ସମ୍ମିଳନୀ କକ୍ଷରେ ଆଜି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ରାଜ୍ୟର ବିଭିନ୍ନ ସବଡିଭିଜନ୍‌ରେ ଶୀତଳଭଣ୍ଡାର ଖୋଲିବା ନେଇ ଏକ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ଶୀତଳଭଣ୍ଡାର ସେବା…