Tag: cold storages

Cold Storage: ରାଜ୍ୟରେ ୩୫ଟି ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ଅଛି: ପୃଥୀରାଜ ହରିଚନ୍ଦନ

ରାଜ୍ୟରେ ୧୩୩ଟି ଶୀତଳ ଭଣ୍ଡାରରୁ ୩୫ଟି ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ଅଛି । ଏ ନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ଆଜି ଗୃହରେ ପ୍ରଶ୍ନକାଳରେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ ରାଜ୍ୟରେ ଶୀତଳ ଭଣ୍ଡାର…