Tag: College

Student Union Election: ଛାତ୍ର ସଂସଦ ନିର୍ବାଚନ: କ୍ୟାମ୍ପସଗୁଡ଼ିକରେ ଭୋଟିଂ ଆରମ୍ଭ

ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଆଜି ରାଜ୍ୟର ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ପାଇଁ ମତଦାନ ପ୍ରକ୍ରିୟା ବେଶ୍‌ ଉତ୍ସାହଜନକ ପରିବେଶ ମଧ୍ୟରେ ଆରମ୍ଭ ହୋଇଯାଇଛି। ସକାଳୁ କ୍ୟାମ୍ପସଗୁଡ଼ିକରେ ଛାତ୍ରଛାତ୍ରୀଙ୍କ ଭିଡ଼ ଦେଖିବାକୁ ମିଳିଥିବା ବେଳେ…

Student Union Elections: ଛାତ୍ର ସଂସଦ ନିର୍ବାଚନ: ଆଜି ‘ହ୍ୱାଇ ଆଇ ଷ୍ଟାଣ୍ଡ ଫର୍‌’ ବୈଠକରେ ନିଜର ଏଜେଣ୍ଡା ରଖିବେ ପ୍ରାର୍ଥୀ

ଓଡ଼ିଶାରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଅନୁଷ୍ଠିତ ବିଭିନ୍ନ କଲେଜ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ଶେଷ ହୋଇଯାଇଛି। ନିର୍ବାଚନର ଠିକ୍ ପୂର୍ବଦିନ ଅର୍ଥାତ୍ ଆଜି ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଗୁରୁତ୍ୱପୂର୍ଣ୍ଣ ‘ହ୍ୱାଇ ଆଇ…

Student Union Elections: ୩୪୮ କଲେଜରେ ଶେଷ ହେଲା ନାମାଙ୍କନ, ମଇଦାନରେ ୭୧୬୮ ପ୍ରାର୍ଥୀ, ୧,୧୭୫ ପ୍ରାର୍ଥୀପତ୍ର ନାକଚ

ରାଜ୍ୟର ବିଭିନ୍ନ କଲେଜରେ ଛାତ୍ରସଂସଦ ନିର୍ବାଚନ ପାଇଁ ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି । ମୋଟ ୩୪୮ଟି କଲେଜରେ ନିର୍ବାଚନ ପାଇଁ ୮୩୨୫ଟି ନାମାଙ୍କନପତ୍ର ଦାଖଲ ହୋଇଥିବାବେଳେ, ସେଥିମଧ୍ୟରୁ ୧୧୭୫ ଜଣ ଛାତ୍ରଛାତ୍ରୀଙ୍କ ପ୍ରାର୍ଥୀପତ୍ର ନାକଚ ହୋଇଛି । ପ୍ରାର୍ଥୀପତ୍ର ଯାଞ୍ଚ…

Student Union Elections: ଛାତ୍ର ସଂସଦ ନିର୍ବାଚନ: ଆଜି କ୍ୟାମ୍ପସରେ ନାମାଙ୍କନ ଦାଖଲ

ରାଜ୍ୟର ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ପାଇଁ ସରଗରମ ହୋଇଉଠିଛି ପରିସର । ନିର୍ବାଚନ କାଉଣ୍ଟଡାଉନ୍ ଆରମ୍ଭ ହୋଇସାରିଥିବା ବେଳେ ଆଜି କ୍ୟାମ୍ପସଗୁଡ଼ିକରେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଚାଲୁରହିଛି। ସକାଳ ୧୦ଟାରୁ ଦିନ ୧ଟା ମଧ୍ୟରେ…

Student Union Elections: ଛାତ୍ର ସଂସଦ ନିର୍ବାଚନ: ଆଜି ପ୍ରକାଶ ପାଇବ ବିଜ୍ଞପ୍ତି

ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟର ସରକାରୀ ଓ ଅନୁଦାନପ୍ରାପ୍ତ ବିଶ୍ୱବିଦ୍ୟାଳୟ ଏବଂ କଲେଜଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତା ଅକ୍ଟୋବର ୧୫ରେ ହେବାକୁ ଥିବା ଛାତ୍ର ସଂସଦ ନିର୍ବାଚନ ପାଇଁ ଆଜି ପ୍ରକାଶ…

ବନ୍ଦ ହେଲା ୬୩ କଲେଜର ପ୍ରିନ୍ସିପାଲଙ୍କ ଦରମା

ବନ୍ଦ ହେଲା ୬୩ କଲେଜର ପ୍ରିନ୍ସିପାଲଙ୍କ ଦରମା୬୩ କଲେଜର ପ୍ରିନ୍ସିପାଲଙ୍କ ଦରମା ବନ୍ଦ । CAPA ମଡ୍ୟୁଲରେ ହିସାବ ନଦେବାରୁ ଦରମା ବନ୍ଦ କଲା ଉଚ୍ଚ ଶିକ୍ଷା ବିଭାଗ । କଲେଜ ଆକାଉଣ୍ଟର ଅପଡେଟ୍ ଦେବାକୁ ବାରମ୍ବାର ନୋଟିସ୍ ପରେ ବି…

ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀ ମାନଙ୍କ ଗ୍ରାଚୁଇଟି ବୃଦ୍ଧି

ରାଜ୍ୟର ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀ ମାନଙ୍କ ଗ୍ରାଚୁଇଟି ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟର ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ସରକାରୀ ଅନୁଦାନ…