Tag: Comic Artist

ବ୍ୟଙ୍ଗ ଚିତ୍ରଶିଳ୍ପୀ ଜ୍ଞାନ ରଥଙ୍କ ଦେହାନ୍ତ

କଟକ ଏସସିବି ମେଡିକାଲରେ ବ୍ୟଙ୍ଗ ଚିତ୍ରଶିଳ୍ପୀ ଜ୍ଞାନ ରଥ(୬୨)ଙ୍କ ରବିବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି। ସେ ରବିବାର ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇ ଏସସିବି ଟ୍ରମା କେୟାର ଆଇସିୟୁରେ ଭର୍ତ୍ତି ହୋଇଥିଲେ। ସେଠାରେ ତାଙ୍କ ପରଲୋକ…