ରାଜ୍ୟ Mukhyamantri Bus Seva: ରାଜ୍ୟରେ ଖୁବ୍ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍ସେବା December 27, 2025 Nirvay ରାଜ୍ୟରେ ଖୁବ୍ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍ବିଏସ୍ । ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ଆଜି ସୂଚନା ଦେଇଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସହ ଆଲୋଚନା ସରିଥିବା ସେ କହିଛନ୍ତି । ପରିବହନ…