Tag: Congress

ଡ୍ରାଇଭର ସଂଘ ପାଇଁ କଂଗ୍ରେସର ସମାବେଶ ସଫଳ ହେଲା କହିଲେ ଭକ୍ତ ଦାସ

ଡ୍ରାଇଭର ମହାସଂଘ ପାଇଁ କଂଗ୍ରେସର ସମାବେଶ ସଫଳ ହେଲା ବୋଲି ଆଜି ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି । ସେ କହିଛନ୍ତି ଯେ, ବିଜେପି ଚାହୁଁଥିଲା କଂଗ୍ରେସର ଆନ୍ଦୋଳନ ବିଫଳ ହେଉ…

ଓଡ଼ିଶାରେ କଂଗ୍ରେସ ହିଁ କଂଗ୍ରେସକୁ ହରାଉଛି: ଖଡ୍‌ଗେ

ଗୋଷ୍ଠୀ କନ୍ଦଳ ଯୋଗୁଁ ଖପ୍ପା ହାଇକମାଣ୍ଡ । ପିଏସି ବୈଠକରେ ଏକାଠି ରହିବା ଉପରେ ଗୁରୁତ୍ୱ ଦେଲେ କଂଗ୍ରେସ ଶୀର୍ଷ ନେତୃତ୍ୱ ଖଡ଼ଗେ ଏବଂ ରାହୁଲ ଗାନ୍ଧୀ । ବୈଠକରେ ଖଡ଼ଗେ କହିଛନ୍ତି ଓଡ଼ିଶାରେ କଂଗ୍ରେସ ହିଁ କଂଗ୍ରେସକୁ ହରାଉଥିବା ଦିଲ୍ଲୀରେ…

ଓଡ଼ିଶାରେ କଂଗ୍ରେସର କୌଣସି ସ୍ଥାନ ନାହିଁ; ସୁଯୋଗ ମିଳିଲେ ବି କ୍ଷମତାକୁ ଆସି ପାରିବନି: ମନମୋହନ

କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭୁବନେଶ୍ବରର ବରମୁଣ୍ଡା ପଡ଼ିଆ ହେଉଥିବା ସମାବେଶରେ ବିଜେପିକୁ କଡ଼ା ଟାର୍ଗେଟ୍‌ କରିଛନ୍ତି ରାହୁଲ। ଏହା ସହ ବିଜେପି ସରକାର ଉପରେ ବିଭିନ୍ନ ଆରୋପ ମଧ୍ୟ ଲଗାଇଛନ୍ତି । ଏହାକୁ ନେଇ ଏବେ କଂଗ୍ରେସକୁ ତୀବ୍ର ସମାଲୋଚନା…

ଓଡ଼ିଶାରେ ଯାହା ବି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ, ବିଜେପିର ଅବଦାନ ଜିରୋ: ମଲିକାର୍ଜୁନ ଖଡ୍‌ଗେ

ସମ୍ବିଧାନ ବଞ୍ଚାଅ ସମାବେଶରେ ମଲିକାର୍ଜୁନ ଖଡ୍‌ଗେଙ୍କ ସମ୍ବୋଧନ । ବିଜେପିକୁ ଟାର୍ଗେଟ କରି ଖଡ୍‌ଗେ କହିଛନ୍ତି ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ । ଭୁବନେଶ୍ୱରରେ ଏମ୍ସ ଓ ଇନ୍‌ଷ୍ଟିଚ୍ୟୁଟ ଅଫ୍ ଫିଜିକ୍ସ କଂଗ୍ରେସ କରିଛି ।…

ଗଣତନ୍ତ୍ରକୁ ହତ୍ୟା କରିଛି କଂଗ୍ରେସ: ବିଜେପି

ଆଜି କଂଗ୍ରେସ ଭୁବନେଶ୍ୱରଠାରେ ସମ୍ବିଧାନ ବଞ୍ଚାଅ ସମାବେଶ ଅନୁଷ୍ଠିତ ହେଉଛି । ଏହି ସମୟରେ ବିଜେପି ସାମ୍ୱାଦିକ ସମ୍ମିଳନୀରେ କଂଗ୍ରେସକୁ ଟାର୍ଗେଟ କରିଛି ବିଜେପି । ରାଜ୍ୟ ବିଜେପି ଉପସଭାପତି ବିରଞ୍ଚି ତ୍ରିପାଠୀ କହିଛନ୍ତି କଂଗ୍ରେସ ଏକ ଅସ୍ତଗାମୀ ରାଜନୈତିକ ଦଳ।…

ଆଜି ଓଡ଼ିଶା ଆସୁଛନ୍ତି ରାହୁଲ ଗାନ୍ଧୀ

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାହୁଲ ଗାନ୍ଧୀ। ଭୁବନେଶ୍ବରରେ କଂଗ୍ରେସର ମହାସମାବେଶରେ ଯୋଗ ଦେବେ। ବରମୁଣ୍ଡା ପଡ଼ିଆରେ ଆୟୋଜିତ ହେଉଛି କଂଗ୍ରେସର ମହାସମାବେଶ । ସମ୍ବିଧାନ ବଞ୍ଚାଅ ଦେଶ ବଞ୍ଚାଅ’ କାର୍ଯ୍ୟକ୍ରମରେ ସାମିଲ୍ ହେବେ । ତେବେ ରାହୁଲଙ୍କ ସହ ଏଆଇସିସି…

ସମ୍ବିଧାନ ପାଇଁ ସଡ଼କରୁ ସଂସଦ ଲଢ଼େଇ ହେବ: ଭକ୍ତ ଚରଣ ଦାସ

କଂଗ୍ରେସ ସମ୍ବିଧାନ ବଞ୍ଚାଇବା ପାଇଁ ଯେଉଁ ଅଭିଯାନ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ଏଆଇସିସି ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଆରମ୍ଭ ହୋଇଛି ତାହା ସଡ଼କରୁ ସଂସଦ ପର୍ଯ୍ୟନ୍ତ ଲଢ଼େଇ ଜାରି ରହିବ ବୋଲି ପିସିସି ସଭାପତି ଭକ୍ତ ଚରଣ…

ବିଜେଡି ଛାଡ଼ି ପୁଣି କଗ୍ରେସକୁ ଫେରିଲେ ସୁନିତା ବିଶ୍ବାଳ

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ହେମାନନ୍ଦ ବିଶ୍ବାଳଙ୍କ ଝିଅ ସୁନିତା ବିଶ୍ବାଳ ପୁଣି କଂଗ୍ରେସକୁ ଫେରିଲେ । ପିସିସି ସଭାପତି ଭକ୍ତ ଦାସ ଓ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ କଂଗ୍ରେସରେ ମିଶିଲେ ସୁନୀତା ବିଶ୍ବାଳ । ୨୦୧୯ରେ…

ସମ୍ବିଧାନ ବଞ୍ଚାଅ ମହାସମାବେଶ ଡବଲ ଇଂଜିନ ସରକାର ପାଇଁ କାଳ ହେବ

ଆସନ୍ତା ୧୧ ଜୁଲାଇ କଂଗ୍ରେସର ‘ସମ୍ବିଧାନ ବଞ୍ଚାଅ”, ମହାସମାବେଶରେ ଯୋଗଦେବା ପାଇଁ ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧି ଓ ସଂଗଠନ ସାଧାରଣ ସମ୍ପାଦକ ଭେଣୁଗୋପାଳ ଭୁବନେଶ୍ୱର ଆସୁଛନ୍ତି । ବୁଧବାର ମଧ୍ୟାହ୍ନରେ କଂଗ୍ରେସ ଭବନରେ ଆୟୋଜିତ…

ଜିଲ୍ଲାପାଳ ଅଫିସ ସମ୍ମୁଖରେ ଜିନ୍ଦଲ କ୍ଷତିଗ୍ରସ୍ତ ଗ୍ରାମବାସୀଙ୍କ ବିକ୍ଷୋଭ

ଜିନ୍ଦଲ ଦ୍ବାରା କ୍ଷତି ଗ୍ରସ୍ତ ବଡକେରଜାଙ୍ଗ ଗ୍ରାମବାସୀ ସୋମବାର ଏକ ବିଶାଳ ଶୋଭାଯାତ୍ରାରେ ତହସିଲ ଅଫିସ ସମ୍ମୁଖରୁ ବାହାରି ଅନୁଗୋଳ ଜିଲ୍ଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭପ୍ରଦର୍ଶନ କରିଥିଲେ । ବିକ୍ଷୋଭ ସମାବେଶରେ ପିସିସି ସଭାପତି ଭକ୍ତଚରଣ ଦାସ ଯୋଗ ଦେଇ ଜିନ୍ଦଲ…