Tag: Congress

ଆୟୁଷ୍ମାନ ଯୋଜନାରେ ହନ୍ତସନ୍ତ ହେଉଛନ୍ତି ଲୋକେ: ଭକ୍ତ ଦାସ 

ଆଜି କଂଗ୍ରେସ ଭବନରେ ସାମ୍ୱାଦିକ ସମ୍ମିଳନୀରେ ଆୟୁଷ୍ମାନ ଯୋଜନାକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପିସିସି ସଭାପତି ଭକ୍ତଚରଣ ଦାସ । ସେ କହିଛନ୍ତି ଓଡ଼ିଶାରେ ବିଜେପି ଶାସନକୁ ଆସିବା ପରେ ଅନ୍ୟ ରାଜ୍ୟମାନଙ୍କ ପରି ଆମ ରାଜ୍ୟକୁ ମଧ୍ୟ ଆୟୁଷ୍ମାନ…

ଶିକ୍ଷକଙ୍କୁ ମୋହନ ସରକାର ପ୍ରତାରଣା କରନ୍ତୁ ନାହିଁ: ଭକ୍ତ ଦାସ

ବିଜେପି ସରକାର ଗଠନ କରିବା ୧୪ ମାସ ମଧ୍ୟରେ ନାରୀ ନିର୍ଯାତନା, ଅପରାଧ, ଲୋକଙ୍କ ଦୁର୍ଦ୍ଦଶା, ମିଥ୍ୟା ପ୍ରତିଶ୍ରୁତି ଆଦି ପୂର୍ବର ସମସ୍ତ ରେକର୍ଡ ଭାଙ୍ଗି ଦେଇଛି । ବର୍ତ୍ତମାନ ମୋହନ ସରକାରଙ୍କ ଦ୍ୱାରା ପ୍ରତାରିତ ଶିକ୍ଷକ ରାଜରାସ୍ତାରେ ବୋଲି ପ୍ରଦେଶ…

ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ଅଚାନକ ଆକ୍ରମଣ

ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ଅଚାନକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ତାରାଙ୍କ ପିଏସଓ ଦେଇଥିବା ଲିଖିତ ଅଭିଯୋଗ ଅନୁଯାୟୀ, ତାରାଙ୍କୁ ସର୍ବସାଧାରଣରେ ଆକ୍ରମଣ କରିବା ସହ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ କୃଷ୍ଣଚନ୍ଦ୍ର । ସୂଚନା ଅନୁଯାୟୀ, ଗତ…

ଟାଟା ପାୱାର ପାଖରେ ବନ୍ଧା ପଡିଛି ମୋହନ ସରକାର: ପଞ୍ଚାନନ କାନୁନଗୋ

ଆଜି କଂଗ୍ରେସ ଭବନରେ ଆୟୋଜିତ ଏକ ଗୁରୁତ୍ୱପୂର୍ଣ୍ଣ ସାମ୍ବାଦିକ ସମ୍ମିଳନୀରେ ସାମ୍ବାଦିକ ମାନଙ୍କୁ ସମ୍ବୋଧନ କରି ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପଞ୍ଚାନନ କାନୁନଗୋ ଓଡ଼ିଶାରେ ବିଦ୍ୟୁତ ବିତରଣ ଦାୟିତ୍ୱ ନେଇଥିବା କମ୍ପାନୀ ଟାଟା ପାୱାର ଏବଂ ରାଜ୍ୟ…

ଗେରୁଆ ରଙ୍ଗ ପାଇଁ ୩୦ ହଜାର କୋଟି

ସରକାରୀ କୋଠାବାଡ଼ି ରଙ୍ଗ ପରିବର୍ତ୍ତନ ପାଇଁ ସରକାର ଅତ୍ୟନ୍ତ ଜରୁରୀ ମନ୍ତ୍ରୀ ସ୍ତରୀୟ ମିଟିଙ୍ଗ ବସାଇ ୩୦ ହଜାର କୋଟି ଟଙ୍କା ଖର୍ଚ୍ଚର ବରାଦ କରିଛନ୍ତି । ବିଜେପି ସରକାର ଗୋଟିଏ ବର୍ଷ ତଳେ ଶପଥ ନେଲା ବେଳକୁ ପ୍ରତିଜ୍ଞା କରିଥିଲା,…

୨୨ ତାରିଖକୁ ଘୁଞ୍ଚିଲା ବାଲେଶ୍ବରରେ ହେବାକୁଥିବା ନାରୀ ନ୍ୟାୟ ଯାତ୍ରା

ନିକଟ ଅତୀତରେ ଓଡ଼ିଶାରେ ଦିବଂଗତା ସୌମ୍ୟାଶ୍ରୀଙ୍କ ସମେତ ନାରୀ ନିର୍ଯାତନାର ଶିକାର ହୋଇଥିବା ମହିଳାମାନଙ୍କ ପାଇଁ ଆସନ୍ତା ୧୪ ତାରିଖରେ ବାଲେଶ୍ବରରେ ପିସିସି ପକ୍ଷରୁ ନାରୀ ନ୍ୟାୟ ପଦଯାତ୍ରା ହେବାର ଥିଲା। ଉକ୍ତ କାର୍ଯ୍ୟକ୍ରମକୁ ଆସନ୍ତା ୨୨ ତାରିଖ ଶୁକ୍ରବାରକୁ ଘୁଞ୍ଚେଇ…

‘ଭୋଟ୍‌ ଚୋରି’ ପ୍ରସଙ୍ଗକୁ ନେଇ ୧୪ ରେ କଂଗ୍ରେସର ମଶାଲ ଶୋଭାଯାତ୍ରା

‘ଭୋଟ୍‌ ଚୋରି’ ପ୍ରସଙ୍ଗକୁ ନେଇ ୧୪ ରେ କଂଗ୍ରେସର ‘ଭୋଟ୍ ଚୋର୍ ଗାଦି ଛୋଡ଼୍’ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହେବ । କଂଗ୍ରେସର ସର୍ବମାନ୍ୟ ନେତା ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ଗତ ୭ ତାରିଖ ଦିଲ୍ଲୀଠାରେ…

ଅକ୍ଟୋବର ୨ ରୁ କଂଗ୍ରେସ କରିବ ସମ୍ବିଧାନ ବଞ୍ଚାଓ ଅଭିଯାନ

ସମ୍ବିଧାନ ବଞ୍ଚାଅ ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ । ରାଜ୍ୟରେ ନାରୀ ନିର୍ଯାତନା ତଥା ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ବିରୋଧରେ ସମ୍ବିଧାନ ବଞ୍ଚାଓ ଅଭିଯାନ କରିବ ଓଡିଶା କଂଗ୍ରେସ । ଅକ୍ଟୋବର ୨ (ଗାନ୍ଧୀ ଜୟନ୍ତୀ) ରୁ ଆରମ୍ଭ ହୋଇ ତିନିଟି ପର୍ଯ୍ୟାୟରେ…

୮୨ ବର୍ଷରେ ପାଦ ଦେଲେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ; ଧୁମଧାମରେ ପାଳନ କଲେ ଜନ୍ମଦିନ

୮୨ ବର୍ଷ ବୟସରେ ପାଦ ଦେଇଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ। ପ୍ରତିବର୍ଷ ଭଳି ଆଜି ମଧ୍ୟ ସେ ବେଶ ଧୁମଧାମରେ ନିଜ ଜନ୍ମଦିନ ପାଳିଛନ୍ତି। ମୁକୁଟ ପିନ୍ଧି, ଫୁଲମାଳ ପକାଇ ଶୁଭେଚ୍ଛା ଦେଉଥିବା ଲୋକଙ୍କୁ କୁଣ୍ଢେଇ ପକାଉଛନ୍ତି ।…

ବଳଙ୍ଗାରେ କଂଗ୍ରେସର ନାରୀ ନ୍ୟାୟ ପଦଯାତ୍ରା

ଦିନକୁ ଦିନ ରାଜ୍ୟରେ ବଢୁଥିବା ନାରୀ ନିର୍ଯ୍ୟାତନାକୁ ନେଇ କଂଗ୍ରେସର ନାରୀ ନ୍ୟାୟ ପଦଯାତ୍ରା । ବଳଙ୍ଗାରେ କଂଗ୍ରେସର ‘ନାରୀ ନ୍ୟାୟ’ ପଦଯାତ୍ରା ଆରମ୍ଭ ହୋଇଛି । ବଳଙ୍ଗା ଝିଅକୁ ନ୍ୟାୟ ଦେବା ଏବଂ ନାରୀଙ୍କ ସୁରକ୍ଷା ପାଇଁ କଂଗ୍ରେସ ଦଳର…