Tag: Congress

ନାରୀଙ୍କ ପାଇଁ ଅସୁରକ୍ଷିତ ହେଉଛି ଓଡ଼ିଶା; କୁମ୍ଭକର୍ଣ୍ଣ ନିଦ୍ରାରେ ସରକାର

ଦିନକୁ ଦିନ ଓଡ଼ିଶା ଅସୁରକ୍ଷିତ ହେବାରେ ଲାଗିଛି। ମହିଳା ଓ ଛାତ୍ରୀ ମାନଙ୍କ ପାଇଁ ବାହାରକୁ ଯିବା ବି କଷ୍ଟକର ହୋଇପଡ଼ିଲାଣି। ପ୍ରତିଦିନ ନାରୀ ନିର୍ଯାତନାର ଖବର ଆସୁଛି। କିନ୍ତୁ ସରକାର ଓ ପୋଲିସର କାର୍ଯ୍ୟାନୁଷ୍ଠାନ ଶୁନ। ମହିଳା ମାନଙ୍କୁ ସୁରକ୍ଷା…

ରାଜ୍ୟବ୍ୟାପି କଂଗ୍ରେସ ପାଳନ କରିବ ବିଶ୍ୱ ଆଦିବାସୀ ଦିବସ

ସମଗ୍ର ବିଶ୍ୱବାସୀଙ୍କ ସହ ତାଳ ମିଶାଇ ଆଦିବାସୀ ଅଧିକାର, ସଂସ୍କୃତି ଏବଂ ସ୍ଵାଭିମାନର ସୁରକ୍ଷା ପାଇଁ ଓଡିଶା ପ୍ରଦେଶ କଂଗ୍ରେସ କମିଟି ତରଫରୁ, ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶକ୍ରମେ ବିଶ୍ୱ ଆଦିବାସୀ ଦିବସ ରାଜ୍ୟବ୍ୟାପି ଆସନ୍ତା ୮ ଏବଂ ୯…

ନିୟମକୁ ଉଲଂଘନ କରି ତଦନ୍ତ କରୁଛି ପୋଲିସ: କଂଗ୍ରେସ

ଆଜି ପୂର୍ବାହ୍ନରେ ଓଡିଶା ପ୍ରଦେଶ କଂଗ୍ରେସ ପକ୍ଷରୁ କଂଗ୍ରେସ ଭବନଠାରେ ଏକ ଗୁରୁତ୍ୱପୂର୍ଣ୍ଣ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଥିଲା । ବଳଙ୍ଗା ପୋଡି ଏବଂ ପଟ୍ଟାମୁଣ୍ଡାଇରେ ଘଟିଥିବା ସଦ୍ୟ ଆତ୍ମାହୁତି ତଦନ୍ତକୁ ନେଇ ସରକାର ଏବଂ ପୋଲିସର ନକରାତ୍ମକ ଭୂମିକା ବିଷୟରେ…

ଏକାଠି ହୋଇ ନାରୀଙ୍କୁ ସୁରକ୍ଷା ଦେବ ନାରୀ ନ୍ୟାୟ ବାହିନୀ

ରାଜ୍ୟରେ ନାରୀ ନିର୍ଯାତନା ବୃଦ୍ଧି ଏବଂ ଅପରାଧୀଙ୍କୁ ଗିରଫ ନ କରିବା ଆଦି ବିଷୟକୁ ନେଇ ସରକାରଙ୍କ ଦୃଷ୍ଟି ଆକର୍ଷଣ ପାଇଁ ଆଜି ସ୍ଥାନୀୟ ବୁଦ୍ଧ ମନ୍ଦିର ଠାରେ ନାରୀ ନ୍ୟାୟ ବାହିନୀ ପକ୍ଷରୁ ଏକ ସାମ୍ୱାଦିକ ସମ୍ମିଳନୀର ଆୟୋଜନ କରିଥିଲେ…

କଂଗ୍ରେସର ସପ୍ତାହବ୍ୟାପୀ ନାରୀ ନ୍ୟାୟଯାତ୍ରା

ରାଜ୍ୟରେ ବଢ଼ି ଚାଲିଥିବା ନାରୀ ନିର୍ଯାତନା ବିରୁଦ୍ଧରେ କଂଗ୍ରେସର ସପ୍ତାହବ୍ୟାପୀ ନାରୀ ନ୍ୟାୟଯାତ୍ରା ଚୂଡାନ୍ତ କାର୍ଯ୍ୟକ୍ରମ ଘୋଷିତ ହୋଇଛି । ଆସନ୍ତା ୮ ତାରିଖ ଶୁକ୍ରବାର ବଳଙ୍ଗା ନାବାଳିକା ପୋଡ଼ି ଘଟଣାର ୩ ଦୁବୃର୍ତ୍ତଙ୍କ ଗିରଫ ଦାବିରେ କଟକ ସ୍ଥିତ ପୋଲିସ୍…

ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟଣା; ଅପରାଧୀଙ୍କୁ ସୁରକ୍ଷା ସହ କ୍ଲିନଚିଟ୍ ଦେବା ରାଜ୍ୟ ସରକାରଙ୍କୁ ପଡ଼ିବ ମହାଙ୍ଗା: ଅଳକା ଲାମ୍ବା

ଓଡ଼ିଶାର ପୁରୀ ଜିଲ୍ଲା ବଳଙ୍ଗାରେ ଜଣେ ୧୫ ବର୍ଷୀୟ ନାବାଳିକାକୁ ତିନି ଜଣ ଦୁବୃର୍ତ୍ତ ଅପହରଣ କରି ଜୀବନ୍ତ ପୋଡ଼ିଦେଲେ । ପୁରୀରୁ ଭୁବନେଶ୍ୱର ଏମ୍ସ ଓ ପରେ ଦିଲ୍ଲୀ ଏମ୍ସ ଅଣା ଯାଇଥିଲା ତା ଜୀବନ ବଞ୍ଚାଇବା ପାଇଁ। କିନ୍ତୁ…

ବଳଙ୍ଗା ପୀଡ଼ିତା ମୃତ୍ୟୁ ଘଟଣା: ତଦନ୍ତ ବାଟବଣା ନ ହେବା ପାଇଁ ଉପମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କଂଗ୍ରେସ

ପନ୍ଦର ଦିନଧରି ଜୀବନ ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ଆଖି ବୁଜିଲେ ବଳଙ୍ଗା ପୀଡ଼ିତା। ୧୯ ଜୁଲାଇ ଶନିବାର ସକାଳେ ଘଟଣା ଘଟିଥିଲା ଏବଂ ସେଇ ଶନିବାର ୨ ଅଗଷ୍ଟ ଜୀବନ ଚାଲିଗଲା। ଏତେ ବଡ଼ ଘଟଣା ଘଟିଥିଲେ ବି…

ସୁନ୍ଦରଗଡ଼ ନାବାଳିକା ଦୁଷ୍କର୍ମ ଘଟଣାର ତଥ୍ୟ ଅନୁଧ୍ୟାନ ପାଇଁ କମିଟି ଗଠନ କଲା ପିସିସି

ସୁନ୍ଦରଗଡ଼ ଜିଲ୍ଲାର ତଲସରା ଅଞ୍ଚଳରେ ଜଣେ ନାବାଳିକାକୁ ଅପହରଣ ଓ ୧୪ ଦିନ ପର୍ଯ୍ୟନ୍ତ ଏକ ଭଡ଼ା ଘରେ ରଖି ଦୁଷ୍କର୍ମ କରିବା ଘଟଣାର ତଥ୍ୟ ଅନୁଧ୍ୟାନ କରିବାପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ଏକ…

ବିସ୍ଥାପିତଙ୍କ ପାଇଁ ଲଢ଼ିବ କଂଗ୍ରେସ: ଭକ୍ତ ଦାସ

ଆଜି କଂଗ୍ରେସ ଭବନଠାରେ ଏଆଇସିସି ମାନବିଧିକାର ସଂଘଟନ ପକ୍ଷରୁ ପ୍ରାୟ ୧୫ ଗୋଟି ଜିଲ୍ଲାରୁ ଆସିଥିବା କର୍ମକର୍ତ୍ତା ଓ ଶତାଧିକ ସ୍ୱେଛାସେବୀ ସଭାରେ ଯୋଗ ଦେଇଥିଲେ । ଏହି ସଭାରେ ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ଏବଂ ଏଆଇସିସି…

ବିସ୍ଥାପିତଙ୍କ ପାଇଁ ଲଢିବ କଂଗ୍ରେସ: ଭକ୍ତ ଦାସ

ଆଜି କଂଗ୍ରେସ ଭବନଠାରେ ଏଆଇସିସି ମାନବିଧିକାର ସଂଘଟନ ପକ୍ଷରୁ ପ୍ରାୟ ୧୫ ଗୋଟି ଜିଲ୍ଲାରୁ ଆସିଥିବା କର୍ମକର୍ତ୍ତା ଓ ଶତାଧିକ ସ୍ଵେଚ୍ଛାସେବୀ ସଭାରେ ଯୋଗ ଦେଇଥିଲେ । ଏହି ସଭାରେ ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ଏବଂ ଏଆଇସିସି…