Tag: Congress

ଆଜି ଗୃହ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ; ୧୧ଟା ୩୦ ଯାଏଁ ଗୃହ ମୁଲତବୀ

ଆଜି ବିଧାନସଭା ଗୃହରେ ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ । ଆଜି ବି ଅଚଳ ରହିଲା ଗୃହ । ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବିରୋଧୀଙ୍କ ପକ୍ଷରୁ ହୋହାଲ୍ଲା ଏବଂ ନାରାବାଜି କରିଥିଲେ । ବିଗତ ଦିନଗୁଡ଼ିକ ପରି ଆଜି ବି ବିଧାନସଭାରେ…

ନାରୀ ନିର୍ଯାତନାକୁ ବିରୋଧ କରି ୨୭ରେ ରାଜ୍ୟ କଂଗ୍ରେସ ପକ୍ଷରୁ ବିଧାନସଭା ଘେରାଉ

ମହିଳାଙ୍କ ସୁରକ୍ଷା ନେଇ ଅଣ୍ଟା ଭିଡ଼ିଲା କଂଗ୍ରେସ । ରାଜ୍ୟରେ ନାରୀ ହିଂସା ଓ ନାରୀ ନିର୍ଯାତନା ବୃଦ୍ଧି ପାଉଥିବା ଅଭିଯୋଗ କରି, ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଦାସଙ୍କ ଡାକରାରେ ଆସନ୍ତା ୨୭ ତାରିଖରେ ବିଧାନସଭା ଘେରାଉ…

ପୂର୍ବତନ କଂଗ୍ରେସ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କୁ ଗାର୍ଡ ଅଫ ଅନର

ପୂର୍ବତନ କଂଗ୍ରେସ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କୁ ଆଜି ବିଧାନସଭା ପରିସରରେ ଶେଷ ଦର୍ଶନ କରିବା ସହିତ ପାର୍ଥିବ ଶରୀରରେ ପୁଷ୍ପମାଲ୍ୟ ଦେଇ ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିସହ ବିଧାନସଭା ପରିସରରେ ତାଙ୍କୁ ଗାର୍ଡ…

ବିଧାନସଭାକୁ ଫେରିଲେ କଂଗ୍ରେସ ବିଧାୟକ ତାରା ବାହିନୀପତି

ବିଧାନସଭାକୁ ଫେରିଲେ କଂଗ୍ରେସ ବିଧାୟକ ତାରା ବାହିନୀପତି । ୭ ଦିନର ନିଲମ୍ବନ ପରେ ଆଜି ବିଧାନସଭା ପହଞ୍ଚିଲେ ତାରା ବାହିନୀପତି । ମୁଣ୍ଡିଆ ମାରି ବିଧାନସଭାକୁ ପ୍ରବେଶ କରିଛନ୍ତି ତାରା । ଆଜି କଂଗ୍ରେସ ବିଧାୟକମାନେ କଳା କପଡ଼ା ପିନ୍ଧିବା…

ତାରା ବାହିନୀପତି କ୍ଷମା ମାଗିଲେ ନିଲମ୍ବନ ହଟିବ କହିଲେ ବାଚସ୍ପତି

ନିଲମ୍ୱିତ କଂଗ୍ରେସ ବିଧାୟକ ତାରା ବାହିନୀପତି କ୍ଷମା ପ୍ରାର୍ଥନା କଲେ ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହେବ । ଏହା ସର୍ତ୍ତ ରଖିଛନ୍ତି ବାଚସ୍ପତି ସୁରମା ପାଢ଼ୀ । ସଂସଦ ଭିତରେ ଯାହା ଘଟିଲା ତାହାର ରେକର୍ଡ ରହିଛି । ତାରା ବାହିନୀପତି…

କାଲି ବିଧାନସଭା ବୟକଟ୍‌ କରିବ କଂଗ୍ରେସ

ବିଧାନସଭା ଭଳି ଏକ ପବିତ୍ର ଗୃହରେ ଆଜି ବାଚସ୍ପତିଙ୍କ ମାଇକ୍ରୋଫୋନ ଭାଙ୍ଗିବା ଏବଂ ପରେ ତିନି ଦଳର ବିଧାୟକ ମାନେ ହାତାହାତି ହେବା ଘଟଣାରେ ଜୟପୁରର କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କୁ ସାତ ଦିନ ପାଇଁ ବିଧାନସଭାରୁ ନିଲମ୍ବିତ କରାଯାଇଛି…

ଓଡ଼ିଶା ସରକାର ମହିଳାମାନଙ୍କୁ ସୁରକ୍ଷା ପ୍ରଦାନ କରିବାରେ ସମ୍ପୂର୍ଣ୍ଣ ବିଫଳ: କଂଗ୍ରେସ

ରାଜ୍ୟରେ ମହିଳାମାନେ ପ୍ରତି ଅତ୍ୟାଚାର, ଅସଦାଚରଣ, ଦୁଷ୍କର୍ମ, ଗଣଦୁଷ୍କର୍ମ ଓ ବହୁମାତ୍ରାରେ ଦିନକୁ ଦିନ ବଢ଼ି ବଢ଼ିଚାଲିଛି । ଏହାର ପ୍ରତିବାଦରେ ଓ ନିରାକରଣ ପାଇଁ ଆଜି ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତଚରଣ ଦାସ ଙ୍କ ଆହ୍ବାନକ୍ରମେ ଭୁବନେଶ୍ଵର ଜିଲ୍ଲା…

ମାର୍ଚ୍ଚ ୧୦ରେ ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ

ମାର୍ଚ୍ଚ ୧୦ରେ ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ । ନାରୀ ନିର୍ଯାତନାକୁ ବିରୋଧ କରି ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା ଦେବ କଂଗ୍ରେସ । ଏନେଇ ଆଜି ସୂଚନା ଦେଇଛନ୍ତି କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକ । ସେ କହିଛନ୍ତି ଆସନ୍ତା ୧୦ ତାରିଖରେ…

ନାରୀ ଅସୁରକ୍ଷିତ ଅଭିଯୋଗରେ ବିଧାନସଭା ପରିସରରେ କଂଗ୍ରେସର ବିକ୍ଷୋଭ

ଆଜିଠୁ ଆରମ୍ଭ ହେବ ବିଧାନସଭା ବଜେଟ୍ ଅଧିବେଶନର ଦିତ୍ୱୀୟ ପର୍ଯ୍ୟାୟ । ଏହା ଆସନ୍ତା ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଆଜି ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଗୃହ ବେଶ୍ ସରଗରମ ହେବାର ସମ୍ଭାବନା ରହିଥିବା ବେଳେ ବଜେଟ ଅଧିବେଶନ…

ପୁରୀରେ ଶେଷ ହେଲା କଂଗ୍ରେସର ସଂକଳ୍ପ ପଦଯାତ୍ରା

ନବନିଯୁକ୍ତ ସଭାପତି ଭକ୍ତ ଚରଣ ଦାସଙ୍କ ଆହ୍ୱାନରେ ରାଜ୍ୟ କଂଗ୍ରେସର ଆରମ୍ଭ ହୋଇଥିବା ତିନି ଦିନିଆ ସଂକଳ୍ପ ପଦଯାତ୍ରା ଆଜି ପୁରୀରେ ଶେଷ ହୋଇଛି । ସଂକଳ୍ପ ଯାତ୍ରାରେ ଓଡ଼ିଶା ପ୍ରଭାରୀ ଅଜୟ କୁମାର ଲଲୁ ଆଜି ସାମିଲ ହୋଇଥିଲେ ।…