Tag: Congress

ମାନସ ଚୌଧୁରୀଙ୍କ ଉପରୁ ହଟିଲା ନିଲମ୍ବନ

ଓଡ଼ିଶା ପ୍ରଦେଶ କଂଗ୍ରେସକୁ ମିଳିଛି ଏହାର ନୂଆ ମୁଖିଆ । ପୂର୍ବତନ ସାଂସଦ ତଥା ବରିଷ୍ଠ କଂଗ୍ରେସ ନେତା ଭକ୍ତ ଚରଣ ଦାସଙ୍କୁ ପିସିସି ସଭାପତି ନିଯୁକ୍ତ କରାଯାଇଛି । ନୂଆ ପିସିସି ସଭାପତି ହେବା ପରେ କଂଗ୍ରେସରେ ହଲ୍‌ଚଲ ସୃଷ୍ଟି…

ଦୁର୍ନୀତିରେ ବୁଡ଼ିରହିଛି କଂଗ୍ରେସ; ରାଜ୍ୟସଭାରେ ଟାର୍ଗେଟ କଲେ ମୋଦୀ 

ରାଜ୍ୟସଭାରେ ଧନ୍ୟବାଦ ପ୍ରସ୍ତାବରେ ସମ୍ବୋଧନ ବେଳେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କଂଗ୍ରେସକୁ ଟାର୍ଗେଟ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି କଂଗ୍ରେସ କେବଳ ପରିବାରରେ ସୀମିତ କିନ୍ତୁ ଆମର ବିକାଶ ମଡେଲକୁ ସବୁଆଡ଼ୁ ଜନତା ସମର୍ଥନ ଦେଉଛନ୍ତି । ଆମର ବିକାଶର…

ଝାରପଡ଼ାର ସ୍ଵତନ୍ତ୍ର କାରାଗାରରେ ଛାତ୍ର ନେତାଙ୍କୁ ଭେଟିଲେ କଂଗ୍ରେସ ନେତୃବୃନ୍ଦ

ଝାରପଡ଼ାର ସ୍ଵତନ୍ତ୍ର କାରାଗାରରେ ଥିବା ଛାତ୍ର ନେତାଙ୍କୁ ଆଜି ନିରଞ୍ଜନ ପଟ୍ଟନାୟକଙ୍କ ସମେତ ବହୁ କଂଗ୍ରେସ ନେତୃବୃନ୍ଦ ଭେଟିଛନ୍ତି । ଆଜି ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସହ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ପୂର୍ବତନ ବିଧାୟକ ତଥା…

ଉଦଘାଟିତ ହେଲା ୨୫୨ କୋଟି ଟଙ୍କାରେ ନିର୍ମିତ କଂଗ୍ରେସର ନୂଆ ମୁଖ୍ୟାଳୟ ‘ଇନ୍ଦିରା ଭବନ’

ଆଜି କଂଗ୍ରେସର ନୂତନ ମୁଖ୍ୟ କାର୍ଯ୍ୟାଳୟ ‘ଇନ୍ଦିରା ଭବନ’କୁ ଉଦଘାଟନ କରିଛନ୍ତି ସୋନିଆ ଗାନ୍ଧୀ । ନୂଆଦିଲ୍ଲୀର ୯ (ଏ) – କୋଟଲା ରୋଡରେ ନିର୍ମାଣ କରାଯାଇଛି ଇନ୍ଦିରା ଭବନ । ୨୫୨ କୋଟି ବ୍ୟୟରେ ନିର୍ମାଣ କରାଯାଇଛି କଂଗ୍ରେସ ଭବନ।…

ହଂସିତାଙ୍କ କଂଗ୍ରେସ-ବିଜଦ ଲିଙ୍କ !

ଅନେକ ରୂପ, କେତେ ସ୍ବାମୀ ! କେତେ ନାଁ ! ଶୁଣିଲେ ଟିକେ ଆଶ୍ଚର୍ଯ୍ୟ ଲାଗୁଥିବ । ହେଲେ ଘଟଣାଟି ସମ୍ପୂର୍ଣ୍ଣ ସତ। ଚର୍ଚ୍ଚାରେ ବିଷ୍ଣୁପ୍ରିୟା ଚାନ୍ଦ, ହର୍ଷିତା ମିଶ୍ର, ହଂସିତା ଅଭିଲିପ୍ସା । ଜଣେ ମହିଳା, ଠକେଇ ପାଇଁ ନାଁ…

ପଞ୍ଚଭୂତରେ ବିଲୀନ ଡଃ ମନମୋହନ ସିଂ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ

ପଞ୍ଚଭୂତରେ ବିଲୀନ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ । ମନମୋହନ ସିଂଙ୍କ ଅନ୍ତିମ ସଂସ୍କାର ଶନିବାର ଦିନ ଦିଲ୍ଲୀର ନିଗମବୋଧ ଘାଟରେ ଶୋକାକୂଳ ପରିବେଶରେ ଶନିବାର ମଧ୍ୟାହ୍ନରେ ସମ୍ପନ୍ନ ହୋଇଛି । ୩ ସେନାଙ୍କ ପକ୍ଷରୁ ମନମୋହନଙ୍କୁ ସଲାମି ଦିଆଯାଇଥିଲା…

ଆମ୍ବେଦକରଙ୍କୁ ନିୟମିତ ଅସମ୍ମାନିତ କରିଥିବା କଂଗ୍ରେସ କ୍ଷମା ପ୍ରାର୍ଥନା କରୁ: ମୋହନ ମାଝୀ

କଂଗ୍ରେସ ଅନେକ ବର୍ଷ ଧରି ସମ୍ବିଧାନର ପ୍ରତିଷ୍ଠାତା ବିଆର ଆମ୍ବେଦକରଙ୍କୁ ଅପମାନିତ କରି ଚାଲିଥିବା ଅଭିଯୋଗ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ରାଜ୍ୟସଭାରେ ଆମ୍ବେଦକରଙ୍କ ସମ୍ପର୍କରେ ଦେଇଥିବା ବୟାନକୁ ଆଧାର କରି…

ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନଉଠିଲେ କଂଗ୍ରେସର କରିବ ଆନ୍ଦୋଳନ ଓ ରାସ୍ତାରୋକ: ତାରା 

ଆସନ୍ତା ୨୫ ତାରିଖ ସୁଦ୍ଧା କୋରାପୁଟ ଜିଲ୍ଲାର ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ ଜିଲ୍ଲାରେ ଆନ୍ଦୋଳନ ଓ ବନ୍ଦ କରାଯିବ ବୋଲି ଆଜି ଚେତାବନୀ ଦେଇଛନ୍ତି ଜୟପୁର ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ତାରା ପ୍ରସାଦ ବାହିନୀପତି ।…

ସ୍ବପ୍ନରେ ବି ଆମ୍ବେଦକରଙ୍କୁ ଅପମାନିତ କରିପାରିବିନି: ଅମିତ ଶାହା 

ରାଜ୍ୟସଭାରେ ଡ. ଆସେବକରଙ୍କ ବାବଦରେ ନିଜ ଟିପ୍ପଣୀକୁ ନେଇ ବିବାଦ ପରେ ଗୃହ ମନ୍ତ୍ରୀ ଅମିତ ଶାହା । ବୁଧବାର ଏକ ସାମ୍ବାଦିକ ସମ୍ମିଳନୀ କରି ସ୍ପଷ୍ଟୀକରଣ ଦେବା ସହ କଂଗ୍ରେସକୁ ପୁଣିଥରେ ଜୋରଦାର ଘେରିଛନ୍ତି । “ସଂସଦରେ କଥା ତଥ୍ୟ…

କଂଗ୍ରେସ ସର୍ବଦା ସମ୍ବିଧାନ ବିରୋଧୀ କାମ କରିଆସିଛି:ଅମିତ ଶାହ

ଲୋକସଭାରେ ସମ୍ବିଧାନକୁ ନେଇ ଚାଲିଥିବା ବିତର୍କ ରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ବକ୍ତବ୍ୟକୁ ନେଇ କଂଗ୍ରେସ ତୁମ୍ବି ତୋଫାନ କରିବା ସହ ଅମିତ ଶାହାଙ୍କ ଇସ୍ତଫା ଦାବି କରିଛି। ଏକ ସାମ୍ବାଦିକ ସମ୍ମିଳନୀରେ ଅମିତ ଶାହ କହିଛନ୍ତି, ଗୌରବ ଯାତ୍ରାର…