Tag: Congress

ଦେବାଶିଷ ଜଣେ ପ୍ରତ୍ୟାଖିତ ନେତା; ମୋକିମ

ବିସ୍ଫୋରକ ବୟାନ ଦେଇ ଅଡୁଆରେ ପଡିଛନ୍ତି ବିଜେଡି ସାଂସଦ ଦେବାଶିଷ ସାମନ୍ତରାୟ। ସେ କହିଥିଲେ ହାଇକୋର୍ଟରେ ୭ରୁ ୮ଟି କେସ ଚାଲିଛି। ତେଣୁ ବିଜେପିର କିଛିଇ ନେତା ଆସନ ହରାଇପାରନ୍ତି। ଫଳରେ ଏ ସରକାର ସଂଖ୍ୟାଲଘୁ ସରକାର ହେବାରୁ ପୁଣି ଥରେ…

ଭରତପୁର ଥାନାରେ ନିର୍ଯାତନା ଘଟଣା: ପୋଲିସଙ୍କ ଉପରକୁ କଂଗ୍ରେସର ଟମାଟୋ ମାଡ

ଭରତପୁର ଥାନାରେ ଭାରତୀୟ ସେନାର ମେଜର ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସର ନିର୍ଯାତନା ଘଟଣାକୁ ନେଇ ପ୍ରତିବାଦ କରିବାକୁ ଯାଇ ରାଜରାସ୍ତାକୁ ଓହ୍ଲାଇଛି ଯୁବ କଂଗ୍ରେସ। ଏହି ଘଟଣାକୁ ନେଇ ଭୁବନେଶ୍ୱରରେ ହଲ୍ଲାବୋଲ କରିଛି ଯୁବ କଂଗ୍ରେସ। ପୋଲିସଙ୍କ…

ଭରତପୁର ଘଟଣାରେ ରାହୁଲ ଗାନ୍ଧୀଙ୍କ କ୍ଷୋଭ

ଭରତପୁର ଥାନାରେ ସେନା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ଅସନ୍ତୋଷ ଲାଗି ରହିଥିବା ବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ କ୍ଷୋଭ ପ୍ରକାଶ କରିଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ ଏଭଳି ଅମାନୁଷିକ ଘଟଣାର ତୀବ୍ର ନିନ୍ଦା…

ରାହୁଲଙ୍କୁ ନେଇ ବିଜେପି ନେତାଙ୍କ ବିବାଦୀୟ ବୟାନ: ଥାନାରେ ଏତଲା ଦେବେ ରାଜ୍ୟ କଂଗ୍ରେସ କର୍ମୀ

ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ନାଁରେ ବିଜେପି ଓ ତା’ର ସହଯୋଗୀ ଦଳର ନେତାମାନେ ବିବାଦୀୟ ମନ୍ତବ୍ୟ ଅଭିଯୋଗ ଘଟଣାରେ ସାରା ଦେଶରେ କଂଗ୍ରେସର ପ୍ରତିବାଦ ଆରମ୍ଭ ହୋଇଛି । ସେହିପରି ବିବାଦୀୟ ମନ୍ତବ୍ୟ ଅଭିଯୋଗ ବିରୋଧ କରି…

ସୁଭଦ୍ରା ଯୋଜନାକୁ ନେଇ ବିଜେପିକୁ ଟାର୍ଗେଟ କଲା କଂଗ୍ରେସ 

ଆଜି ବିଜେପିକୁ ଟାର୍ଗେଟ କରି କଂଗ୍ରେସ ନେତା ବିଶ୍ଵ ରଂଜନ ମହାନ୍ତିଙ୍କ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ସାମ୍ବାଦିକ ସମ୍ମିଳନୀରେ ସୁଭଦ୍ରା ପ୍ରସଙ୍ଗରେ ବିଜେପିକୁ ୩ଟି ପ୍ରଶ୍ନ କରିଛି କଂଗ୍ରେସ। ସେ କହିଛନ୍ତି ସୁଭଦ୍ରା ଯୋଜନାର କେତେ ମହିଳା ସାମିଲ ହେବେ…

ହାତ ଧରିଲେ କୁସ୍ତିଯୋଦ୍ଧା ବିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ

ରାଜନୀତିରେ ପାଦ ଦେଲେ ଭାରତୀୟ କୁସ୍ତି ଖେଳାଳି ବିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ । ଆଜି ଉଭୟ କଂଗ୍ରେସରେ ଯୋଗ ଦେଇଛନ୍ତି। ବିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କୁ ଭେଟି କଂଗ୍ରେରେ ସାମିଲ ହୋଇଛନ୍ତି।…

କଂଗ୍ରେସରେ ମିଶିଲେ ଆପ୍ ବିଧାୟକ ରାଜେନ୍ଦ୍ର ପାଲ ଗୌତମ

ଆପ୍ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ପାଲ ଗୌତମ ଆଜି କଂଗ୍ରେସରେ ଯୋଗ ଦେଇଛନ୍ତି। ଏହି ଅବସରରେ କଂଗ୍ରେସର ସାଧାରଣ ସମ୍ପାଦକ କେ.ସି ଭେନୁଗୋପାଲ, ଦିଲ୍ଲୀ କଂଗ୍ରେସ ସଭାପତି ଦେବେନ୍ଦ୍ର ଯାଦବ ଏବଂ କଂଗ୍ରେସ ନେତା ପୱନ ଖେଡା ଉପସ୍ଥିତ…

ଆଦିବାସୀ ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷା କ୍ଷେତ୍ରରେ ସଂରକ୍ଷଣ ପାଇଁ ଦାବି କଲା କଂଗ୍ରେସ

ବିଧାନସଭା ଶୂନ୍ୟ କାଳରେ SC, ST ଓ OBC ସଂରକ୍ଷଣ ପ୍ରସଙ୍ଗ ଉଠାଇଲେ କଂଗ୍ରେସ ବିଧାୟକ ଦଳ ନେତା ରାମ କାଡାମ। ସଂରକ୍ଷଣକୁ ନେଇ ଦେଶରେ ସମସ୍ଯା ସୃ଼ଷ୍ଟି ହୋଇଥିବାବେଳେ ଓଡ଼ିଶାରେ ଉତ୍କଟ ସମସ୍ଯା ସୃଷ୍ଟି ହୋଇଛି । ସେଥିପାଇଁ ଏ…

ସୁଭଦ୍ରା ଯୋଜନାକୁ ନେଇ ବିଜେପି ସରକାରଙ୍କ ଉପରେ ବର୍ଷିଲା ବିଜେଡି ଓ କଂଗ୍ରେସ

ରାଜ୍ୟ ସରକାର ବିଧାନସଭାରେ ଆଜି ସୁଭଦ୍ରା ଯୋଜନାର ଏସଓପି ଘୋଷଣା କରିବା ପରେ ସାମ୍ୱାଦିକ ସମ୍ମିଳନୀ କରି ବିଜେପି ସରକାରଙ୍କ ଉପରେ ବର୍ଷିଛି ବିଜେଡି । ବିଜେପିକୁ ଟାର୍ଗେଟ କରି ବିଜେଡି କହିଛି ଏ ବିଜେପି ସରକାର ମିଛୁଆ ରାଧୁଆର ସରକାର…

ଇଡି ଅଫିସ ଘେରାଉ ବେଳେ କଂଗ୍ରେସ କର୍ମୀ ପୋଲିସ ଧସ୍ତାଧସ୍ତି

ଆଜି ରାଜ୍ୟଟି କେନ୍ଦ୍ରର ବିଜେପି ସରକାର, ଇଡି ଓ ସିବିଆଇ ପରି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାକୁ ରାଜନୈତିକ ଉଦ୍ଦେଶ୍ୟରେ ବ୍ୟବହାର କରୁଥିବା ଅଭିଯୋଗରେ ଅଖିଳ ଭାରତ କଂଗ୍ରେସ କମିଟି ଆହ୍ୱାନକ୍ରମେ ଇଡି ଅଫିସ ଘେରାଉ କରିଛି କଂଗ୍ରେସ । ଭୁବନେଶ୍ୱର ଇଡି…