Tag: Congress

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ନିହାର ମହାନନ୍ଦ

ବରଗଡ: କଂଗ୍ରେସର ପୂର୍ବତନ ବରଗଡ଼ ଜିଲା ସଭାପତି ତଥା ଅତାବିରା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ନିହାର ରଞ୍ଜନ ମହାନନ୍ଦ ସୋମବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଏ ନେଇ ସେ ତାଙ୍କ ଇସ୍ତଫାପତ୍ର ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ପ୍ରଦେଶ…

କଂଗ୍ରେସର ନୂଆ ଫର୍ମୁଲା: ଅନଲାଇନ ଟିକେଟ ଆବେଦନ

ଭୁବନେଶ୍ୱର: ପାଖେଇ ଆସୁଛି ସାଧାରଣ ନିର୍ବାଚନ। ନିର୍ବାଚନକୁ ନେଇ କଂଗ୍ରେସର ବଡ଼ ଘୋଷଣା। କଂଗ୍ରେସ ଟିକେଟ ନେଇ ପିସିସି ପ୍ରଭାରୀ ଅଜୟ କୁମାରଙ୍କ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଅନଲାଇନରେ ସବୁ ତଥ୍ୟ ଦେଇ ଟିକେଟ ଆବେଦନ କରିବେ ଆଶାୟୀ।…

କଂଗ୍ରେସରେ ଯୋଗ ଦେଲେ ପୂର୍ବତନ ବିଜେଡି ବିଧାୟକ ବଳଭଦ୍ର ମାଝୀ

ବିଜେଡିର ପୂର୍ବତନ ବିଧାୟକ ବଳଭଦ୍ର ମାଝୀ ଆଜି ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। କଳାହାଣ୍ଡି ଜିଲ୍ଲା ସଦର ମହକୁମା ଭବାନୀପାଟଣାରେ ଆଜି ଆୟୋଜିତ କଂଗ୍ରେସର ମିଶ୍ରଣ ପର୍ବରେ ସମର୍ଥକଙ୍କ ସହ ବଳଭଦ୍ର ମାଝୀ ହାତ ଧରିଛନ୍ତି। ଏଥିଲାଗି ଆୟୋଜିତ ମିଶ୍ରଣ…

ବିଜଦ ପୋଷ୍ଟରରୁ ବିଜୁ ଆଉଟ, ପାଣ୍ଡିଆନ ଇନ୍

ନିର୍ଭୟ ମିଡିଆ : ଭୁବନେଶ୍ୱର ଆସନ୍ତା ୨୯ରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ପ୍ରଥମ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଫେବୃଆରୀରେ ଭାରତ ଜୋଡ଼ ନ୍ୟାୟ ଯାତ୍ରାରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ । କଂଗ୍ରେସର ନିର୍ବାଚନୀ ଆଭିମୁଖ୍ୟ କ’ଣ ହେବ…

ଦୁଇ କଂଗ୍ରେସ ନେତାଙ୍କ ଉପରୁ ଉଠିଲା ନିଲମ୍ବନ ଆଦେଶ; ଦଳକୁ ଫେରିଲେ ସଗରିଆ

ଭୁବନେଶ୍ବର : ନୂଆ ପ୍ରଭାରୀ ଆସିବା ପର ଠାରୁ ଆକ୍ସନମୋଡରେ ରାଜ୍ୟ କଂଗ୍ରେସ । ଦଳକୁ ଜଣ ଜଣ କରି ଫେରୁଛନ୍ତି ନେତା । ତେବେ ବିଗତ ଦିନରେ କଂଗ୍ରେସରୁ ନିଲମ୍ବିତ ହୋଇଥିବା ୩ ବରିଷ୍ଠ ନେତା ମହମ୍ମଦ ମୋକିମ ଓ…

କଂଗ୍ରେସର ମିଶ୍ରଣ ପର୍ବ; ଯୋଡ଼ି ହେଲେ ଗମାଙ୍ଗ ପରିବାର

ଭୁବନେଶ୍ୱର: କଂଗ୍ରେସରେ ଯୋଗଦେଲେ ଗମାଙ୍ଗ ପରିବାର । ଆଜି କଂଗ୍ରେସରେ ମିଶିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ, ପତ୍ନୀ ତଥା ପୂର୍ବତନ ସାଂସଦ ହେମା ଗମାଙ୍ଗ, ପୁଅ ଶିଶିର । ଗମାଙ୍ଗ ପରିବାର ସହ ବରଗଡ଼ର ପୂର୍ବତନ ସାଂସଦ ସଞ୍ଜୟ ଭୋଇ…

କଂଗ୍ରେସର ବିଭିନ୍ନ ନିଯୁକ୍ତିକୁ ନେଇ ବଡ଼ ଖବର

ଭୁବନେଶ୍ୱର: ଆସନ୍ତା ୨୪ ଲୋକସଭା ନିର୍ବାଚନ ପାଇଁ କଂଗ୍ରେସର ବଡ଼ ଘୋଷଣ। ଅଜୟ କୁମାର ଗତକାଲି ନୂଆ ନିଯୁକ୍ତି ପଞ୍ଚାନନ କାନୁନ୍‌ଗୋ PCC ୱାର ରୁମ୍‌ ଅଧ୍ୟକ୍ଷ ନିଯୁକ୍ତ ଦେଇଛନ୍ତି। କେବଳ ଏତିକି ନୁହଁ ବିସ୍ମୟ ମହାପାତ୍ର, ଜିନେଷ ଦାସ, ପ୍ରକାଶ…

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ

ଦେବଗଡ: ଧାନମଣ୍ଡି ଅବ୍ୟବସ୍ଥା ନେଇ ଆଜି ୧୨ ଘଣ୍ଟିଆ ଦେବଗଡ଼ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦକୁ ସମର୍ଥନ କରୁଛି ଜିଲ୍ଲା କୃଷକ ସଂଘ। ସକାଳ ୬ଟାରୁ ସନ୍ଧ୍ୟା…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ମିଲିନ୍ଦ ଦେଓରା

ଭୁବନେଶ୍ୱର: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ତଥା ମନ୍ତ୍ରୀ ମିଲିନ୍ଦ ଦେଓରା। ଏ ନେଇ ସେ ନିଜ ‘ଏକ୍ସ’ ଏକାଉଣ୍ଟରେ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି । ଏହି ଖବର ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ନ୍ୟାୟ ଯାତ୍ରା…