ରାଜନୀତି ରାଜ୍ୟ ନୂଆପଡ଼ା ଉପନିର୍ବାଚନ: ଘାସିରାମ ମାଝୀ ହେଲେ କଂଗ୍ରେସ ପ୍ରାର୍ଥୀ October 7, 2025 Nirvay ନୂଆପଡା ବିଧାନସଭାର ଉପ-ନିର୍ବାଚନ ପାଇଁ ପ୍ରଥମ ଦଳ ଭାବେ କଂଗ୍ରେସ ଆଜି ପ୍ରାର୍ଥୀ ଘୋଷଣା କରିଛି । ଘାସିରାମ ମାଝୀଙ୍କୁ ଦଳର ପ୍ରାର୍ଥୀ ଭାବେ ଏଆଇସିସି ପକ୍ଷରୁ ନାମ ଘୋଷଣା କରାଯାଇଛି । ନୂଆପଡାରେ ଜଣେ ଆଦିବାସୀ ଚେହେରା ଭାବରେ ଘାସିରାମ…
ରାଜନୀତି ରାଜ୍ୟ ଭକ୍ତ ଚରଣ ଦାସଙ୍କ ପଦଯାତ୍ରା October 4, 2025 Nirvay ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ଏବେ ତାଙ୍କର ଉପସ୍ଥିତି ଜାହିର କରିବାରେ ଲାଗି ପଡିଛନ୍ତି । ଆଗକୁ ପଞ୍ଚାୟତ ନିର୍ବାଚନ ଆସୁଛି । ତେବେ ଏବେଠୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି । ଦଳୀୟ ନେତା ଓ…
ରାଜନୀତି ରାଜ୍ୟ ମାଲକାନଗିରିରେ କଂଗ୍ରେସ ର ‘ଗାନ୍ଧୀ ପଥେ ଓଡିଶା’ ପଦଯାତ୍ରା ଆରମ୍ଭ October 2, 2025 Nirvay ପବିତ୍ର ବିଜୟା ଦଶମୀ ଓ ଗାନ୍ଧୀ ଜୟନ୍ତୀ ଅବସରରେ ମାଲକାନଗିରିର ମୋଟୁସ୍ଥିତ ତିନି ନଦୀର ସଙ୍ଗମସ୍ଥଳ ମଙ୍ଗି ପଏଣ୍ଟଠାରୁ ପିସିସି ସଭାପତି ଭକ୍ତ ଚରଣ ଦାସ ଗାନ୍ଧୀ ପ୍ରତିମୂର୍ତ୍ତି ଉନ୍ମୋଚନ କରିବା ସହ ‘ଗାନ୍ଧୀ ପଥେ ଓଡିଶା’ ପଦଯାତ୍ରା ର ଶୁଭାରମ୍ଭ…
ତାଜା ଖବର ରାଜନୀତି ରାଜ୍ୟ କଂଗ୍ରେସର କ୍ରମବର୍ଦ୍ଧିଷ୍ଣୁ ଗ୍ରହଣୀୟତାରେ ମୋଦୀ ଭୟଭୀତ: ଭକ୍ତ ଚରଣ ଦାସ September 28, 2025 Papirani କଂଗ୍ରେସ କ୍ଷମତାକୁ ଆସିଲେ ଲୁଟ ହେବ ବୋଲି ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟକୁ କଡା ଭାଷାରେ ସମାଲୋଚନା କରିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ଏହି ଅବସରରେ ଆଜି ଏକ ପ୍ରେସବାର୍ତ୍ତାରେ ଭକ୍ତ ଚରଣ ଦାସ କହିଛନ୍ତି, ଓଡ଼ିଶାରେ କଂଗ୍ରେସର ଲୋକପ୍ରିୟତା ଦେଖି…
ତାଜା ଖବର ରାଜନୀତି ରାଜ୍ୟ କଂଗ୍ରେସର ଅନାସ୍ଥା ନୋଟିସ୍ ଅଗ୍ରାହ୍ୟ କଲେ ବାଚସ୍ପତି September 22, 2025 Papirani କଂଗ୍ରେସର ଅନାସ୍ଥା ନୋଟିସ୍ ଅଗ୍ରାହ୍ୟ କଲେ ବାଚସ୍ପତି । ମୋହନ ସରକାର ବିରୋଧରେ ଅନାସ୍ଥା ଆଣିଥିଲା କଂଗ୍ରେସ। ଗୃହରେ ଅଚଳାବସ୍ଥା ଯୋଗୁଁ ଅବଧି ସରିଛି ଜଣାଇଲେ ବାଚସ୍ପତି। ନୋଟିସ୍ ଆସିବାର ପରଦିନ ଗୃହକୁ ଆଣିବାକୁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ଗୃହ ସ୍ବାଭାବିକ…
ରାଜନୀତି ରାଜ୍ୟ ସୌମ୍ୟାଶ୍ରୀ ଘଟଣା ଯୋଗୁଁ ଛାତ୍ର ନିର୍ବାଚନକୁ ଡରୁଛି ସରକାର September 19, 2025 Nirvay ସୌମ୍ୟାଶ୍ରୀ ଆତ୍ମହୁତି ଘଟଣାରେ ଅପରାଧୀ ଭାବରେ ଏବିଭିପି ନେତା ଗିରଫ ହେବା ପରେ ସମଗ୍ର ଓଡିଶା ଛାତ୍ର ସମାଜରେ ବିଜେପି ନିନ୍ଦିତ ହେଇଛି । ତେଣୁ ସରକାରଙ୍କୁ ପରାଜୟର ଭୟ ଘାରିଛି, ଏଥି ସକାଶେ ନିର୍ବାଚନକୁ ସରକାର ଏଡେଇ ଯିବାକୁ ଚାହୁଁଛନ୍ତି…
ରାଜନୀତି ରାଜ୍ୟ ବିଧାନସଭାରେ ଚୋରି ସାମଗ୍ରୀ ଫେରାଇବାକୁ ବାଚସ୍ପତିଙ୍କୁ କଂଗ୍ରେସ ବିଧାୟକଙ୍କ ଚିଠି September 18, 2025 Nirvay ବିଧାନସଭା ପରିସରରୁ ଚୋରି ହୋଇଥିବା ସାମଗ୍ରୀ ଫେରାଇବାକୁ କଂଗ୍ରେସ ବିଧାୟକ ବାଚସ୍ପତିଙ୍କୁ ଚିଠି ଲେଖିଛନ୍ତି । ସୁନା ଚେନ, ଦାମୀ ଘଣ୍ଟା, ପ୍ୟାଣ୍ଟ, ସାର୍ଟ ଚୋରି ହୋଇଥିବା ନେଇ କଂଗ୍ରେସ ବିଧାୟକ ରାମଚନ୍ଦ୍ର କାଡାମ ଅଭିଯୋଗ କରିଛନ୍ତି । ତାଙ୍କ ଜିନିଷ…
ତାଜା ଖବର ଦେଶ ରାଜନୀତି ଭୋଟ ଚୋର ମାନଙ୍କୁ ସୁରକ୍ଷା ଦେଉଛନ୍ତି ମୁଖ୍ୟ ନିର୍ବାଚନ କମିଶନର: ରାହୁଲ ଗାନ୍ଧୀ September 18, 2025 Papirani ନିର୍ବାଚନ ଆୟୋଗ ଉପରେ ଭୋଟ୍ ଚୋରି ନେଇ ଟାର୍ଗେଟ କରିଛନ୍ତି କଂଗ୍ରେସ ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ । ସାମ୍ୱାଦିକ ସମ୍ମିଳନୀରେ ଇସିଆଇଙ୍କ ବିରୋଧରେ ଆଉ ଏକ ସଙ୍ଗୀନ ଅଭିଯୋଗ ଆଣିଛନ୍ତି ରାହୁଲ ଗାନ୍ଧୀ। ଭୋଟରକୁ ବେଆଇନ…
ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟ ସରକାରଙ୍କ ବିରୁଦ୍ଧରେ ଅନାସ୍ଥା ପ୍ରସ୍ତାବ ଆଣିଲା କଂଗ୍ରେସ September 18, 2025 Papirani ସରକାରଙ୍କ ବିରୁଦ୍ଧରେ ଅନାସ୍ଥା ପ୍ରସ୍ତାବ ଆଣିଲା କଂଗ୍ରେସ। ୧୫ ଜଣ ବିଧାୟକଙ୍କ ସମର୍ଥନ ଥିବା ଅନାସ୍ଥା ପ୍ରସ୍ତାବ ଚିଠି ବିଧାନସଭା ସଚିବଙ୍କ ଜରିଆରେ ମାନ୍ୟବର ବାଚସ୍ପତିଙ୍କୁ ପ୍ରଦାନ କରାଯାଇଛି। ବିରୋଧୀ ଦଳ କଂଗ୍ରେସ ପକ୍ଷରୁ ମୋହନ ସରକାର ବିରୁଦ୍ଧରେ ଅନାସ୍ଥା ପ୍ରସ୍ତାବ…
ରାଜନୀତି ରାଜ୍ୟ ବାଲିହରଚଣ୍ଡୀ ଛାତ୍ରୀ ଗଣଧର୍ଷଣ ଘଟଣାକୁ ନେଇ ଉଦ୍ବେଗ ପ୍ରକାଶ କରିଛି କଂଗ୍ରେସ September 16, 2025 Nirvay ଓଡିଶାରେ କ୍ରମବର୍ଦ୍ଧିଷ୍ଣୁ ଲଜ୍ୟାଜନକ ଦୁଷ୍କର୍ମ ଘଟଣା ଗୁଡିକରେ ଯୋଡିହୋଇଛି ପୁଣି ଏକ ଚାଞ୍ଚଲ୍ୟକର ଗଣଧର୍ଷଣ । ପୁରୀ ବାଲିହରଚଣ୍ଡୀ ପର୍ଯ୍ୟଟନ ସ୍ଥଳରେ ଜଣେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାକୁ ନେଇ କଂଗ୍ରେସ ମିଡ଼ିଆ ସେଲ ପକ୍ଷରୁ କଂଗ୍ରେସ ଭବନରେ ଏକ ସାମ୍ବାଦିକ ସମ୍ମିଳନୀ…