Tag: Congress

ଘାସିରାମ ମାଝୀଙ୍କୁ ନୂଆପଡ଼ାରୁ ପ୍ରାର୍ଥୀ କରିପାରେ କଂଗ୍ରେସ

ନୂଆପଡ଼ାରେ ଉପନିର୍ବାଚନ ହେବାକୁ ଯାଉଛି । ଏହାରି ମଧ୍ୟରେ ନୂଆପଡ଼ା ପାଇଁ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିବାକୁ ପିସିସିର ଇସାରା ଦେଇଛନ୍ତି । ସେ କହିଛନ୍ତି ନୂଆପଡ଼ା ଉପ-ନିର୍ବାଚନରେ ଘାସିରାମ ମାଝୀ କଂଗ୍ରେସର ବିଧାୟକ ପ୍ରାର୍ଥୀ ହୋଇପାରନ୍ତି । ଗତ ନିର୍ବାଚନରେ…

ଅକ୍ଟୋବର ୨ରୁ ସାରା ରାଜ୍ୟରେ ବର୍ଷବ୍ୟାପୀ ପଦଯାତ୍ରା କରିବ କଂଗ୍ରେସ

କଂଗ୍ରେସ ଭବନରେ ରାଜନୈତିକ ବ୍ୟାପାର କମିଟି (PAC) ବୈଠକ ଅନୁଷ୍ଠିତ ହୋଇଛି। ଆୟୋଜିତ ଏହି ସଭାରେ ଦଳର ନେତା ଓ କର୍ମୀଙ୍କ ଭିତରେ ଉପସ୍ଥିତ ରହି ଉତ୍ସାହ ଭରିଛନ୍ତି ଏଆଇସିସି ସାଧାରଣ ସଂପାଦକ (ସଂଗଠନ) କେସି ବେଣୁଗୋପାଳ । ସେ କହିଛନ୍ତି…

ବିଜେଡି ଛାଡି ହାତ ଧରିଲେ ହରିଶଙ୍କର ରାଉତ

ବିଜେଡି ଛାଡ଼ିଥିବା କଂଗ୍ରେସରେ ମିଶିଲେ ଛାତ୍ର ନେତା ହରିଶଙ୍କର ରାଉତ । କେସି ବେଣୁଗୋପାଳ ଓ ଭକ୍ତଚରଣ ଦାସଙ୍କ ଉପସ୍ଥିତିରେ ସେ କଂଗ୍ରେସରେ ମିଶିଛନ୍ତି । କିଛି ଦିନ ପୂର୍ବେ ସେ ବିଜୁ ଯୁବ ସଭାପତି ଚୟନକୁ ନେଇ ଅସନ୍ତୋଷ ପ୍ରକାଶ…

ବିଜେଡି ଛାଡ଼ି କଂଗ୍ରେସ ମୁହାଁ ଭୂପିନ୍ଦର !

ବିଜେଡି ଛାଡ଼ିବା ନେଇ ସଂକେତ ଦେଲେ ବରିଷ୍ଠ ନେତା ଭୂପିନ୍ଦର ସିଂ। ବିଜେଡି ଛାଡ଼ିବା ସହ କଂଗ୍ରେସ ଘର ବାହୁଡ଼ାର ସଂକେତ ଦେଇଛନ୍ତି ଭୂପିନ୍ଦର । ସେ କହିଛନ୍ତି ମୋ ପାଇଁ ଲୋକେ ହିଁ ଶ୍ରେଷ୍ଠ ଦଳ ନୁହେଁ । ମୋର…

ଜାତି ପ୍ରମାଣପତ୍ର କେଳେଙ୍କାରୀ ମାମଲା; ମୁକେଶ ମହାଲିଙ୍ଗଙ୍କ ବିରୁଦ୍ଧରେ ଗର୍ଜିଲା କଂଗ୍ରେସ

ଆଜି ଭୁବନେଶ୍ୱର ସ୍ଥିତ କଂଗ୍ରେସ ଭବନ ଠାରେ ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଜାତିଗତ ତଥ୍ୟ ଜାଲିଆତିକୁ ନେଇ ପିସିସି ମିଡ଼ିଆ ବିଭାଗ ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ଦଳ ପକ୍ଷରୁ…

କାଲି ଦିଲ୍ଲୀରେ ବସିବ ଓଡ଼ିଶା କଂଗ୍ରେସ ପାଇଁ ବୈଠକ; ଚୟନ ହେବ ଜିଲ୍ଲା ସଭାପତି

ଆସନ୍ତାକାଲି ଓଡ଼ିଶା କଂଗ୍ରେସ ପାଇଁ ଦିଲ୍ଲୀରେ ହେବାକୁ ଯାଇଛି ବଡ଼ ବୈଠକ । ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ବୈଠକ । ଏହି ବୈଠକ ପରେ ଜିଲ୍ଲା ସଭାପତି ବାଛିବେ। ଏହି ବୈଠକରେ ଯୋଗଦେବେ ପିସିସି ସଭାପତି ଭକ୍ତ ଦାସ…

‘ଭୋଟ୍‌ ଚୋରି’ ପ୍ରସଙ୍ଗରେ ୪ ସେପ୍ଟେମ୍ବରରେ କଂଗ୍ରେସର ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ

ଆସନ୍ତା ୪ ସେପ୍ଟେମ୍ବର ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ ବୋଲି ନିଷ୍ପତ୍ତି ନେଇଛି କଂଗ୍ରେସ । ଭାରତୀୟ ଜାତୀୟ କଂଗ୍ରେସର ଓଡ଼ିଶା ପ୍ରଭାରୀ ଅଜୟ କୁମାର ଲଲ୍ଲୁ ଚାରିଦିନିଆ ଓଡିଶା ଗସ୍ତରେ ଆସିଥିବା ବେଳେ ଅନୁଷ୍ଠିତ ବିଭିନ୍ନ…

ଆସନ୍ତା ୪ ରେ ରାଜ୍ୟ ନିର୍ବାଚନ କମିଶନ ଆଗରେ ଧାରଣା ଦେବ କଂଗ୍ରେସ

ଆସନ୍ତା ୪ ତାରିଖରେ ରାଜ୍ୟ ନିର୍ବାଚନ କମିଶନ ଆଗରେ ଧାରଣା ଦେବ କଂଗ୍ରେସ । ଭୋଟ ଚୋରି ଅଭିଯୋଗରେ କଂଗ୍ରେସର PAC ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । କଂଗ୍ରେସ ଭବନରୁ ନିର୍ବାଚନ କମିଶନ ଯାଏଁ ଏହି ପଦଯାତ୍ରାରେ ହେବ ।…

ଆୟୁଷ୍ମାନ ଯୋଜନାରେ ହନ୍ତସନ୍ତ ହେଉଛନ୍ତି ଲୋକେ: ଭକ୍ତ ଦାସ 

ଆଜି କଂଗ୍ରେସ ଭବନରେ ସାମ୍ୱାଦିକ ସମ୍ମିଳନୀରେ ଆୟୁଷ୍ମାନ ଯୋଜନାକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପିସିସି ସଭାପତି ଭକ୍ତଚରଣ ଦାସ । ସେ କହିଛନ୍ତି ଓଡ଼ିଶାରେ ବିଜେପି ଶାସନକୁ ଆସିବା ପରେ ଅନ୍ୟ ରାଜ୍ୟମାନଙ୍କ ପରି ଆମ ରାଜ୍ୟକୁ ମଧ୍ୟ ଆୟୁଷ୍ମାନ…

ଶିକ୍ଷକଙ୍କୁ ମୋହନ ସରକାର ପ୍ରତାରଣା କରନ୍ତୁ ନାହିଁ: ଭକ୍ତ ଦାସ

ବିଜେପି ସରକାର ଗଠନ କରିବା ୧୪ ମାସ ମଧ୍ୟରେ ନାରୀ ନିର୍ଯାତନା, ଅପରାଧ, ଲୋକଙ୍କ ଦୁର୍ଦ୍ଦଶା, ମିଥ୍ୟା ପ୍ରତିଶ୍ରୁତି ଆଦି ପୂର୍ବର ସମସ୍ତ ରେକର୍ଡ ଭାଙ୍ଗି ଦେଇଛି । ବର୍ତ୍ତମାନ ମୋହନ ସରକାରଙ୍କ ଦ୍ୱାରା ପ୍ରତାରିତ ଶିକ୍ଷକ ରାଜରାସ୍ତାରେ ବୋଲି ପ୍ରଦେଶ…