ତାଜା ଖବର ରାଜ୍ୟ ସିବିଆଇର ଜେରା ବେଳେ ଅସୁସ୍ଥ ହୋଇପଡିଲେ କଣ୍ଟ୍ରାକ୍ଟର ସନ୍ତୋଷ ମହାରଣା December 16, 2024 Papirani ୧୦ ଲକ୍ଷ ଟଙ୍କାର ଲାଞ୍ଚ କାରବାର ମାମଲାରେ ଆଜି ସିବିଆଇର ଅଫିସରେ ଜେରା ବେଳେ ଅସୁସ୍ଥ ହୋଇପଡିଲେ କଣ୍ଟ୍ରାକ୍ଟର ସନ୍ତୋଷ ମହାରଣା । ଅସୁସ୍ଥ ହେବାରୁ ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା । ଝାଡା,ବାନ୍ତିରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ…