ରାଜ୍ୟ ଛୁଟି ଦିନ ଓ ରବିବାରରେ ମଧ୍ୟ ହେବ ଚାଷୀ ପଞ୍ଜୀକରଣ August 13, 2025 Nirvay ରାଜ୍ୟ ସମବାୟ ବିଭାଗ ବଡ଼ ନିଷ୍ପତ୍ତି ନେଇଛି । ଏଣିକି ଛୁଟି ଦିନରେ ମଧ୍ୟ ଚାଷୀ ପଞ୍ଜିକରଣ ହେବ । ଅଗଷ୍ଟ ୨୦ ତାରିଖରେ ପଞ୍ଜୀକରଣ ଶେଷ ହେଉଥିବା ବେଳେ ଟାର୍ଗେଟ୍ ପୂରଣ ନହେବାରୁ ଏଭଳି ନିଷ୍ପତ୍ତି ନେଇଛି ବିଭାଗ ।…