Tag: Coronavirus

ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୫୦ ଟପିଲା

ରାଜ୍ୟରେ ଏବେ ପୁଣି ଉପରମୁହାଁ କରୋନା । ଆଜି ଗୋଟିଏ ଦିନରେ ଆଉ ସାତ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ଏହି ସୂଚନା ଦେଇଛନ୍ତି । ଚଳିତ ବର୍ଷ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…

ରାଜ୍ୟରେ ଆଉ ନୂଆ ୭ କରୋନା ଆକ୍ରାନ୍ତ ଟିହ୍ନଟ

ଦିନକୁ ଦିନ ଦେଶ ସହ ରାଜ୍ୟରେ ବି ଉପରମୁହାଁ କରୋନା । ଦେଶରେ କୋଭିଡ୍ ପଜିଟିଭ୍ ସଂଖ୍ୟା ୫,୭୫୦ ଟପିଥିବା ବେଳେ ୪୫କୁ ପହଞ୍ଚିଲା ମୋଟ କରୋନା ପଜିଟିଭ୍ ସଂଖ୍ୟା। ଆଜି ରାଜ୍ୟରେ ଆଉ ନୂଆ ୭ କରୋନା ଆକ୍ରାନ୍ତ ଟିହ୍ନଟ…

ଓଡ଼ିଶାରେ ଏବେ କୋଭିଡ୍‌ ଲହର ନଥିବା ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱରରେ ଜଣେ କରୋନା ପଜିଟିଭ ଚିହ୍ନଟ ହେବା ପରେ ସାରା ରାଜ୍ୟରେ ଆତଙ୍କ ଖେଳିଯାଇଛି । ତେଣୁ ରାଜ୍ୟରେ କୋଭିଡ଼ ସଂକ୍ରମଣକୁ ନେଇ ରାଜ୍ୟବାସୀ ଭୟଭୀତ ନ ହେବାକୁ ସ୍ୱାସ୍ଥ୍ୟ ବିଭାଗ ତରଫରୁ କୁହାଯାଇଛି । ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ରଙ୍କ…