Tag: Corruption

Corruption, Traitor & Naveen: ଦୁର୍ନୀତି, ବିଶ୍ୱାସଘାତକ ଓ ନବୀନ ବାବୁ

ନବୀନ ଦାସ: ଚମ୍ପୁଆ ବିଧାୟକ ସନାତନ ମହାକୁଡ ଏବଂ ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ବିଜୁ ଜନତା ଦଳ ସଭାପତି ନବୀନ ପଟନାୟକ ‘ଦଳ ବିରୋଧୀ’ କାର୍ଯ୍ୟ ପାଇଁ ନିଲମ୍ବନ କରିଛନ୍ତି । ଏହା ନବୀନଙ୍କଦ୍ୱାରା ସ୍ୱାକ୍ଷରିତ ପ୍ରେସ ବିବୃତିରେ ଉଲ୍ଲେଖ…

ପୂର୍ବତନ IIC ମଧୁସ୍ମିତା ବେହେରାଙ୍କ ଜରିଆରେ ଲାଞ୍ଚ ଘଟଣାରେ ଜଣେ ସାମ୍ବାଦିକଙ୍କ ସମେତ ୩ ଗିରଫ

ବଡ଼ଚଣା ଥାନାର ପୂର୍ବତନ ଥାନା ଅଧିକାରୀ (IIC) ମଧୁସ୍ମିତା ବେହେରାଙ୍କ ଜରିଆରେ ଲାଞ୍ଚ ଘଟଣାରେ ନିଶ୍ଚିନ୍ତକୋଇଲି ଅଞ୍ଚଳର ଜଣେ ସାମ୍ବାଦିକଙ୍କ ସମେତ ୩ ଜଣଙ୍କୁ ପୋଲିସ ଗିରଫ କରିଛି । ଠକେଇର ଶିକାର ଔଷଧ ଦୋକାନୀଙ୍କ ଏତଲା ଆଧାରରେ ଗିରଫ ହୋଇଥିବା…

ସ୍କୁଲ ଛାତ୍ରଛାତ୍ରୀଙ୍କୁ ଜବକାର୍ଡ଼ଧାରୀ ଶ୍ରମିକ ଦର୍ଶାଇ ଅର୍ଥ ଆତ୍ମସାତ କରିବା ଘଟଣାରେ ଚାନ୍ଦବାଲି ସରପଞ୍ଚ ନିଲମ୍ବନ

ସ୍କୁଲ ଛାତ୍ରଛାତ୍ରୀଙ୍କୁ ଜବକାର୍ଡ଼ଧାରୀ ଶ୍ରମିକ ଦର୍ଶାଇ ଅର୍ଥ ଆତ୍ମସାତ କରିବା ଘଟଣାରେ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ସଚିବ ଚାନ୍ଦବାଲି ପଞ୍ଚାୟତର ସରପଞ୍ଚଙ୍କୁ ନିଲମ୍ବନ କରିଛନ୍ତି । ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ୍ ଅନ୍ତର୍ଗତ ଗୋପୀନାଥପୁର ଗ୍ରାମପଞ୍ଚାୟତରେ ୮ ଜଣ ନାବାଳକ…

ଭିଜିଲାନ୍ସ ସ୍କାନରରେ ରାଜକିଶୋର ଜେନାଙ୍କ ସହଯୋଗୀ ଅଶୋକ ପଣ୍ଡା

ଭିଜିଲାନ୍ସ ସ୍କାନରରେ ରାଜକିଶୋର ଜେନାଙ୍କ ସହଯୋଗୀ ଆସିଷ୍ଟାଣ୍ଟ ଇଂଜିନିୟର ଅଶୋକ କୁମାର ପଣ୍ଡା । ଉଭୟଙ୍କର ଯୁଗ୍ମ ସମ୍ପତ୍ତି ଥିବା ଜଣାଯାଇଛି । ରାଜକିଶୋରଙ୍କ ସମ୍ପତ୍ତିରେ ଅଶୋକଙ୍କର ମିଳିତ ମାଲିକାନା ସାମ୍ନାକୁ ଆସିବାରୁ ତାଙ୍କ ଘରେ ଭିଜିଲାନ୍ସ ଟିମ୍ ପହଞ୍ଚିଥିଲା ।…

ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ ଗିରଫ

କୋଟିପତି ଡେପୁଟି ରେଞ୍ଜରଙ୍କୁ ବାନ୍ଧିଲା ପୋଲିସ । ଆୟଠୁ ଅଧିକ ସଂପତ୍ତି ଠୁଳ ଅଭିଯୋଗରେ ଜୟପୁର ବନଖଣ୍ଡର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକଙ୍କୁ ଭିଜିଲାନ୍ସ ଗିରଫ କରିଛି । ଗତକାଲି ଡେପୁଟି ରେଞ୍ଜର ନେପାକଙ୍କ ଜୟପୁର ଓ ଭୁବନେଶ୍ୱରର ୫ଟି ଠିକଣାରେ…

ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ; ପୂର୍ବତନ ଯୋଗାଣ ନିରୀକ୍ଷକ ଚାକିରୀରୁ ବହିସ୍କୃତ

ଦୁର୍ନୀତି ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁଗୋଳ ଜିଲ୍ଲା କଣିହା ବ୍ଲକର ପୂର୍ବତନ ଯୋଗାଣ ନିରୀକ୍ଷକ ବବିଲତା ବେହେରାଙ୍କୁ ଚାକିରୀରୁ ବହିଷ୍କାର କରିଛନ୍ତି । ବବିଲତା ବର୍ତ୍ତମାନ ବାରିପଦା ଜିଲ୍ଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟରେ…

ଦୁର୍ନୀତିଗ୍ରସ୍ତ ବାବୁଙ୍କୁ ରାଜସ୍ବ ମନ୍ତ୍ରୀଙ୍କ ଚେତାବନୀ; ଅଭିଯାନ ଆରମ୍ଭ ହୋଇଛି, କେହି ବି ବର୍ତ୍ତିବେ ନାହିଁ

ଦୁର୍ନୀତିଗ୍ରସ୍ତ ବାବୁଙ୍କୁ ରାଜସ୍ବ ମନ୍ତ୍ରୀ ଚେତାବନୀ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ଯିଏ ଦୁର୍ନୀତି କରିବ ସିଏ ଜେଲ୍‌ ଯିବ । ଅଭିଯାନ ଆରମ୍ଭ ହୋଇଛି, କେହି ବି ବର୍ତ୍ତିବେ ନାହିଁ। ରାଜ୍ୟରେ ଦୁର୍ନୀତି ଉପରେ…

କୁବେର ମୁଖ୍ୟଯନ୍ତ୍ରୀ ବୈକୁଣ୍ଠନାଥ ଷଡ଼ଙ୍ଗୀ ଗିରଫ

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗ୍ରାମ୍ୟ ଉନ୍ନୟନ ବିଭାଗର କୁବେର ମୁଖ୍ୟଯନ୍ତ୍ରୀ ବୈକୁଣ୍ଠନାଥ ଷଡ଼ଙ୍ଗୀଙ୍କୁ ଭିଜିଲାନ୍ସ ଗିରଫ କରିଛି । ଆଜି ତାଙ୍କୁ ଗିରଫ କରିବା ପରେ କୋର୍ଟରେ ହାଜର କରାଯିବ ବୋଲି ସୂଚନା ମିଳିଛି । କାଲି କୁବେର…

ଭିଜିଲାନ୍ସ ଜାଲରେ ପୋଲିସ ଏଏସଆଇ ଓ ହୋମ୍‌ଗାର୍ଡ

ଖୋର୍ଦ୍ଧା ଭିଜିଲାନ୍ସ ଜାଲରେ ବାଙ୍କୋଇ ଫାଣ୍ଡି ଏଏସଆଇ ତୁଷାର ନାୟକ ଓ ହୋମ୍‌ଗାର୍ଡ ପି.କେ ସୁନ୍ଦରାୟ । କେସ୍ ଡାଏରୀରୁ ନାଁ ହଟାଇବାକୁ ଅଧରାତିରେ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଉଭୟ ଧରାପଡ଼ିଥିଲେ । ଉଭୟଙ୍କୁ ଭିଜିଲାନ୍ସ…

ଛତିଶଗଡ ବିଜାପୁରରେ ସାମ୍ୱାଦିକଙ୍କୁ ନିର୍ମମ ହତ୍ୟା; ରାସ୍ତା ନିର୍ମାଣ ଦୁର୍ନୀତି ଖବର ପ୍ରସାରଣ ନେଇ ହତ୍ୟା ଅଭିଯୋଗ

ଛତିଶଗଡ ବିଜାପୁରରେ ଜଣାଶୁଣା ଏନଡିଟିଭି ସାମ୍ୱାଦିକ ମୁକେଶ ଚନ୍ଦ୍ରାକରଙ୍କୁ ନିର୍ମମ ହତ୍ୟା କରାଯାଇଛି । ଜଣେ ଠିକାଦାରଙ୍କ ପାଇଖାନା ଟାଙ୍କିରୁ ସାମ୍ବାଦିକଙ୍କ ମୃତ ଦେହ ଉଦ୍ଧାର କରିଛି ପୁଲିସ । ଗତ ୧ ତାରିଖରୁ ନିଖୋଜ ଥିଲେ ମୁକେଶ । ତାଙ୍କର…