Tag: Covid 19

ଓଡ଼ିଶାରେ JN.1 କୋଭିଡ ଭେରିଆଣ୍ଟ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ କରୋନା ନୂଆ ଭାରଏଣ୍ଟ JN.1 ଆକ୍ରାନ୍ତ ଚିହ୍ନଟ ହୋଇଛି।୨ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ସୁସ୍ଥ ସୁନ୍ଦରଗଡ଼ ଜିଲ୍ଲାର ଏବଂ ଅନ୍ୟ ଜଣେ ଆକ୍ରାନ୍ତଙ୍କୁ ଭୁବନେଶ୍ବର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ ୨ ଜଣ ଆକ୍ରାନ୍ତଙ୍କ କେରଳରୁ ଫେରିଥିଲେ।…

କୋଭିଡ ଅପଡେଟ: ପୁଣି ଚିହ୍ନଟ ହେଲେ ୫ ଆକ୍ରାନ୍ତ

ଭୁବନେଶ୍ୱର: ଦେଶରେ ଉପରମୁହାଁ ହେଉଛି କରୋନା । ଦିନକୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମଣ ମାମଲା । ଏଥି ମଧ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ…

ଦେଶରେ ବଢ଼ୁଛି JN-1 ମାମଲା, ଜାଣନ୍ତୁ ପୁରା ଖବର

ନୂଆଦିଲ୍ଲୀ:ଦେଶରେ କୋଭିଡ -୧୯ ମାମଲା ସଂଖ୍ୟା ବୃଦ୍ଧି ପାଉଛି । ଏହା ସହିତ, କୋଭିଡ୍‌-୧୯ର ସବ୍‌ଭାରିଆଣ୍ଟ JN-1 ସଂକ୍ରମଣର ମାମଲା ମଧ୍ୟ ବୃଦ୍ଧି ପାଉଛି । ଆଜି JN-1 ମାମଲାର ମୋଟ ସଂଖ୍ୟା ୧୯୬ ରେ ପହଞ୍ଚିଛି । INSACOG ତଥ୍ୟ…

କୋଭିଡ୍ ଅପଡେଟ: ୨୪ ଘଣ୍ଟାରେ ୬୩୬ କରୋନା ସଂକ୍ରମିତ ଚିହ୍ନଟ

ଦେଶ ସହ ଦୁନିଆର ଅନେକ ସ୍ଥାନରେ କରୋନା ସଂକ୍ରମଣ ବଢ଼ିଥିବାରେ ଦେଖାଯାଉଛି। କେନ୍ଦ୍ର ସରକାରଙ୍କ ଦ୍ୱାରା ସୋମବାର ମିଳିଥିବା ତଥ୍ୟ ଅନୁଯାୟୀ, ଦେଶରେ ଗତ ୨୪ ଘଣ୍ଟାରେ ୬୩୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି…

କୋଭିଡ ଅପଡେଟ୍: ରାଜ୍ୟରେ ଆଉ ୨ କୋଭିଡ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ଵର: ରାଜ୍ୟରେ ଆଜି ଆଉ ୨ ଜଣ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨୦ରେ ପହଞ୍ଚିଲା। ତେବେ ଓଡ଼ିଶାରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ଜନସ୍ୱାସ୍ଥ୍ୟ ନିର୍ଦେଶକ…