ତାଜା ଖବର ଦେଶ ଦେଶରେ କାୟା ବିସ୍ତାର କରୁଛି କରୋନା ମହାମାରୀ; ୧୦୦୯ରେ ପହଞ୍ଚିଲା କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା May 26, 2025 Papirani ପୁଣି ଦେଶରେ ଆସ୍ତେ ଆସ୍ତେ କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଦିନକୁ ଦିନ ବଢ଼ିବାରେ ଲାଗିଛି ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ସକାଳ ୮ଟା ସୁଦ୍ଧା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୯ ଟପିଥିବା ନେଇ…
ରାଜ୍ୟ ସ୍ୱାସ୍ଥ୍ୟ ଓଡ଼ିଶାରେ ଏବେ କୋଭିଡ୍ ଲହର ନଥିବା ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ May 23, 2025 Nirvay ଭୁବନେଶ୍ୱରରେ ଜଣେ କରୋନା ପଜିଟିଭ ଚିହ୍ନଟ ହେବା ପରେ ସାରା ରାଜ୍ୟରେ ଆତଙ୍କ ଖେଳିଯାଇଛି । ତେଣୁ ରାଜ୍ୟରେ କୋଭିଡ଼ ସଂକ୍ରମଣକୁ ନେଇ ରାଜ୍ୟବାସୀ ଭୟଭୀତ ନ ହେବାକୁ ସ୍ୱାସ୍ଥ୍ୟ ବିଭାଗ ତରଫରୁ କୁହାଯାଇଛି । ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ରଙ୍କ…
ତାଜା ଖବର ରାଜ୍ୟ ଭୁବନେଶ୍ୱରରେ କରୋନା ଆକ୍ରାନ୍ତ ଚିହ୍ନଟ May 22, 2025 Papirani ସାରା ଦେଶରେ ଆସ୍ତେ ଆସ୍ତେ କରୋନା ମହାମାରୀ ପୁଣି କାୟା ବିସ୍ତାର କରୁଛି । ଯାହାଫଳରେ ସବୁଠି କରୋନାର ଭୟ ଖେଳିଯାଇଛି । ଏହାରି ମଧ୍ୟରେ ଏବେ ରାଜ୍ୟ ରାଜଧାନୀ ଭୁବନେଶ୍ୱରରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ…
ତାଜା ଖବର ରାଜ୍ୟ କୋଭିଡ୍ ନେଇଛି ୫୦ ସାମ୍ବାଦିକଙ୍କ ଜୀବନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ March 20, 2025 Papirani ଆଜି ବିଧାନସଭା ଗୃହରେ ଉଠିଲା କରୋନାରେ ପ୍ରାଣ ହରାଇଥିବା ସାମ୍ବାଦିକଙ୍କ ପ୍ରସଙ୍ଗ । କୋଭିଡ୍ ସମୟରେ ହୋଇଥିବା ଲକ୍ଡାଉନ୍ ବେଳେ ଘରେ ଭିତରେ ଲୋକେ ବନ୍ଦ ହୋଇ ରହୁଥିବା ବେଳେ ଲୋକଙ୍କ ପାଖରେ ଖବର ପହଞ୍ଚାଇବା ପାଇଁ ବାହାରି ପଡ଼ୁଥିଲେ ସାମ୍ୱାଦିକ…
ସ୍ୱାସ୍ଥ୍ୟ ଓଡ଼ିଶାରେ JN.1 କୋଭିଡ ଭେରିଆଣ୍ଟ ଚିହ୍ନଟ January 4, 2024 Nirvay ଭୁବନେଶ୍ୱର: ଓଡ଼ିଶାରେ କରୋନା ନୂଆ ଭାରଏଣ୍ଟ JN.1 ଆକ୍ରାନ୍ତ ଚିହ୍ନଟ ହୋଇଛି।୨ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ସୁସ୍ଥ ସୁନ୍ଦରଗଡ଼ ଜିଲ୍ଲାର ଏବଂ ଅନ୍ୟ ଜଣେ ଆକ୍ରାନ୍ତଙ୍କୁ ଭୁବନେଶ୍ବର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ ୨ ଜଣ ଆକ୍ରାନ୍ତଙ୍କ କେରଳରୁ ଫେରିଥିଲେ।…
ସ୍ୱାସ୍ଥ୍ୟ କୋଭିଡ ଅପଡେଟ: ପୁଣି ଚିହ୍ନଟ ହେଲେ ୫ ଆକ୍ରାନ୍ତ January 3, 2024 Nirvay ଭୁବନେଶ୍ୱର: ଦେଶରେ ଉପରମୁହାଁ ହେଉଛି କରୋନା । ଦିନକୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମଣ ମାମଲା । ଏଥି ମଧ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ…
ସ୍ୱାସ୍ଥ୍ୟ ଦେଶରେ ବଢ଼ୁଛି JN-1 ମାମଲା, ଜାଣନ୍ତୁ ପୁରା ଖବର January 2, 2024 Nirvay ନୂଆଦିଲ୍ଲୀ:ଦେଶରେ କୋଭିଡ -୧୯ ମାମଲା ସଂଖ୍ୟା ବୃଦ୍ଧି ପାଉଛି । ଏହା ସହିତ, କୋଭିଡ୍-୧୯ର ସବ୍ଭାରିଆଣ୍ଟ JN-1 ସଂକ୍ରମଣର ମାମଲା ମଧ୍ୟ ବୃଦ୍ଧି ପାଉଛି । ଆଜି JN-1 ମାମଲାର ମୋଟ ସଂଖ୍ୟା ୧୯୬ ରେ ପହଞ୍ଚିଛି । INSACOG ତଥ୍ୟ…
ସ୍ୱାସ୍ଥ୍ୟ କୋଭିଡ୍ ଅପଡେଟ: ୨୪ ଘଣ୍ଟାରେ ୬୩୬ କରୋନା ସଂକ୍ରମିତ ଚିହ୍ନଟ January 2, 2024 Nirvay ଦେଶ ସହ ଦୁନିଆର ଅନେକ ସ୍ଥାନରେ କରୋନା ସଂକ୍ରମଣ ବଢ଼ିଥିବାରେ ଦେଖାଯାଉଛି। କେନ୍ଦ୍ର ସରକାରଙ୍କ ଦ୍ୱାରା ସୋମବାର ମିଳିଥିବା ତଥ୍ୟ ଅନୁଯାୟୀ, ଦେଶରେ ଗତ ୨୪ ଘଣ୍ଟାରେ ୬୩୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି…
ସ୍ୱାସ୍ଥ୍ୟ କୋଭିଡ ଅପଡେଟ୍: ରାଜ୍ୟରେ ଆଉ ୨ କୋଭିଡ ଆକ୍ରାନ୍ତ ଚିହ୍ନଟ January 1, 2024 Nirvay ଭୁବନେଶ୍ଵର: ରାଜ୍ୟରେ ଆଜି ଆଉ ୨ ଜଣ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨୦ରେ ପହଞ୍ଚିଲା। ତେବେ ଓଡ଼ିଶାରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ଜନସ୍ୱାସ୍ଥ୍ୟ ନିର୍ଦେଶକ…