Tag: crime

Class 9 Girl Gang-Raped In Balangir: ନବମ ଶ୍ରେଣୀ ଛାତ୍ରୀ ଦୁଷ୍କର୍ମ ଘଟଣା: ୫ ଜଣ ନାବାଳକ ସମେତ ୬ ଗିରଫ

ବଲାଙ୍ଗିର ଜିଲ୍ଲା ତୁରେକେଲା ଥାନା ଅଞ୍ଚଳରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ସାମ୍ନାକୁ ଆସିଛି ସାଂଘାତିକ ସତ । ଏହି ଘଟଣାରେ ୫ ଜଣ ନାବାଳକଙ୍କ ସମେତ ଜଣେ ସାବାଳକକୁ ଗିରଫ କରିଛି ତୁରେକେଲା ପୋଲିସ । ଗତ…

Sand Mafia: ମୟୂରଭଞ୍ଜରେ ତହସିଲଦାରଙ୍କୁ ବାଲି ମାଫିଆଙ୍କ ସଂଘବଦ୍ଧ ଆକ୍ରମଣ

ମୟୂରଭଞ୍ଜ ଜିଲ୍ଲା ବେତନଟୀ ତହସିଲଦାରଙ୍କୁ ବାଲି ମାଫିଆଙ୍କ ସଂଘବଦ୍ଧ ଆକ୍ରମଣ । ଦୁର୍ବୃତ୍ତଙ୍କ ଆକ୍ରମଣରେ ତହସିଲଦାରଙ୍କ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି । ବେତନଟୀ ତହସିଲଦାର ଚନ୍ଦ୍ରଜିତ ବେହେରାଙ୍କ ସମେତ ଅନ୍ୟ ଚାରି ଜଣ ସରକାରୀ କର୍ମଚାରୀ ଆହତ ହୋଇଥିବା ସୂଚନା…

Pitabash Panda Murder Case: ପୀତବାସଙ୍କ ପରିବାରକୁ ୨୪ ଘଣ୍ଟିଆ ସୁରକ୍ଷା

ଆଇନଜୀବୀ ପୀତବାସ ପଣ୍ଡାଙ୍କ ପରିବାରକୁ ବ୍ରହ୍ମପୁର ପୋଲିସ ପକ୍ଷରୁ ୨୪ ଘଣ୍ଟିଆ ସୁରକ୍ଷା ଯୋଗାଇ ଦିଆଯାଇଛି । ପୀତବାସଙ୍କ ଘର ଚାରିପଟେ ସାଧା ପୋଷାକଧାରୀ ପୋଲିସ ମୁତୟନ ହୋଇଛନ୍ତି । ପୀତବାସଙ୍କ ପତ୍ନୀଙ୍କ ପ୍ରେସମିଟ୍‌ ପରେ ସୁରକ୍ଷା ଦେବାକୁ ପଦକ୍ଷେପ ନିଆଯାଇଛି…

Pitabash Panda Murder Case: ପୀତବାସ ପଣ୍ଡା ହତ୍ୟା ମାମଲାରେ ୬ ଅଭିଯୁକ୍ତକୁ ରିମାଣ୍ଡରେ ନେଲା ପୋଲିସ

ବ୍ରହ୍ମପୁରର ବରିଷ୍ଠ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା ହତ୍ୟା ମାମଲାରେ ୬ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସ ରିମାଣ୍ଡରେ ନେଇଛି । ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗତକାଲି ରାତିରେ କୁରୁପତି ଭୂୟାଁ ଓ ଉମା ବିଷୋୟୀକୁ ପୋଲିସ…

ହତ୍ୟା ଅଭିଯୁକ୍ତଙ୍କୁ କାହିଁକି ସୁରକ୍ଷା ଦେଉଛି ବିଜେଡି ?

ବିଜେପି ନେତା ତଥା ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଜେଡି ବିଧାୟକ ତଥା ଗଞ୍ଜାମ ଜିଲ୍ଲା ବିଜେଡି ସଭାପତି ଗିରଫ ହୋଇଛନ୍ତି । ତେବେ ରାଜନୈତିକ ଉଦ୍ଦେଶ୍ୟ ରଖି ବିକ୍ରମଙ୍କୁ ଫସାଇ ଦିଆଯାଇଥିବା ଓ ଏଥିପାଇଁ ସରକାର ଓ…

Minor Girl raped in Bhubaneswar: ରାଜଧାନୀରେ ନାବାଳିକାଙ୍କୁ ଧର୍ଷଣ ଅଭିଯୋଗ

ରାଜଧାନୀରେ ଲଜ୍ଜା । ରାଜଧାନୀରେ ପୁଣି ଜଣେ ନାବାଳିକା ଧର୍ଷଣର ଶିକାର ହୋଇଥିବା ଅଭିଯୋଗ ହୋଇଛି । କ୍ୟାପିଟାଲ ଥାନା ଅଧିନ ଅଶୋକ ନଗର ଅଞ୍ଚଳରେ ଏହି ଘଟଣା ଘଟିଛି । ସୂଚନା ଅନୁଯାୟୀ, ନାବାଳିକା ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲର…

ଶୁଭମିତ୍ରାଙ୍କ ମୃତ୍ୟୁକୁ ନେଇ ଗୁରୁତର ଅଭିଯୋଗ ଆଣିଛନ୍ତି ବାପା

କନଷ୍ଟେବଳ ଶୁଭମିତ୍ରା ମୃତ୍ୟୁ ଘଟଣାରେ ଗୋଟେ ପରେ ଗୋଟେ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି । ଏବେ ଶୁଭମିତ୍ରାର ମୃତ୍ୟୁକୁ ନେଇ ବାପା ଗୁରୁତର ଅଭିଯୋଗ ଆଣିଛନ୍ତି । କେବଳ ଦୀପକ ନୁହେଁ, ଏହା ପଛରେ ତା ବିଲ୍ଡର ଭାଇ ମାଷ୍ଟରମାଇଣ୍ଡ୍‌…

ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ଓମ୍ ପ୍ରଧାନର ଡିସ୍‌ଚାର୍ଜ ପିଟିସନ୍ ଖାରଜ

ବହୁଚର୍ଚ୍ଚିତ ଗୋପାଳପୁର ବେଳାଭୂମିରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ଓମ୍‌ ପ୍ରଧାନଙ୍କ ଡିସ୍‌ଚାର୍ଜ ପିଟିସନ୍ ଖାରଜ କରିଛନ୍ତି ବ୍ରହ୍ମପୁର ଅତିରିକ୍ତ ଜିଲ୍ଲା ଦୌରାଜଜ୍-୨ । ଗଣ ଦୁଷ୍କର୍ମ ମାମଲାରେ ସଂପୃକ୍ତ ଥିବା ୧୦ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି…

ଚୋରା ବାଲି ମାଫିଆଙ୍କ ବିରୋଧରେ ଓଡିଶା ପୋଲିସର କଡା କାର୍ଯ୍ୟାନୁଷ୍ଠାନ

ରାଜ୍ୟରେ ଚୋରା ବାଲି ମାଫିଆଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ମଧ୍ୟ ରାଜ୍ୟ ତମାମ ପୋଲିସ ପକ୍ଷରୁ ଚଢ଼ାଉ ଜାରି ରହିଛି ।…

ମହିଳା ବିରୋଧୀ ଅପରାଧ ଉପରେ ଆସିବ ଶ୍ୱେତପତ୍ର: ମୁଖ୍ୟମନ୍ତ୍ରୀ

ରାଜ୍ୟରେ ମହିଳାଙ୍କ ପ୍ରତି ହିଂସା ବୃଦ୍ଧି ହେବାକୁ ଲାଗୁଥିବ ବେଳେ ମହିଳାଙ୍କ ବିରୋଧରେ ହେଉଥିବା ଅପରାଧକୁ ନେଇ ତତ୍ପରତା ଦେଖାଇଛନ୍ତି ରାଜ୍ୟ ସରକାର । ମହିଳା ବିରୋଧୀ ଅପରାଧକୁ ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେଉଁମାନେ ଅପରାଧ…