Tag: Crime against women

Odisha Politics: ଓଡ଼ିଶାରେ କନ୍ୟା ଅସୁରକ୍ଷିତ, ସରକାର ଘୋଷଣା କରୁଛନ୍ତି ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ବିଜେଡି

ରାଜ୍ୟର ଉପରମୁହାଁ ମହିଳା ବିରୋଧୀ ହିଂସା ରୋକିବାକୁ ଅସମର୍ଥ ରାଜ୍ୟ ବିଜେପି ସରକାର ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ଘୋଷଣା କରିଛନ୍ତି । ଏହି ଯୋଜନା କାର୍ଯ୍ୟକାରୀ କରିବା ସହ ରାଜ୍ୟର କନ୍ୟାମାନଙ୍କୁ ସୁରକ୍ଷା ପ୍ରଦାନରେ ସରକାର ପ୍ରାଥମିକତା ଦିଅନ୍ତୁ ବୋଲି…

ମହିଳା ଅତ୍ୟାଚାର ପ୍ରତିବାଦରେ ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ ବିଧାନସଭା ଘେରାଉ

ଆଜି ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ମିନାକ୍ଷୀ ବାହିନିପତିଙ୍କ ନେତୃତ୍ୱରେ ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ ଓଡ଼ିଶାରେ ମହିଳା ଅତ୍ୟାଚାର, ଦୁଷ୍କର୍ମ ଓ ହତ୍ୟା ପ୍ରତିବାଦରେ ବିଧାନସଭା ଘେରାଉ କରାଯାଇଥିଲା । ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସଙ୍କ ଆହ୍ୱାନକ୍ରମେ…

ନାରୀ ନିର୍ଯାତନା ପ୍ରସଙ୍ଗରେ ଏଆଇସିସି ତଥ୍ୟ ଅନୁଧ୍ୟାନ କମିଟିର କୋହଭରା ମନ୍ତବ୍ୟ

ନିକଟରେ ଓଡ଼ିଶାରେ ଘଟିଥିବା କିଛି ଗଣଦୁଷ୍କର୍ମ ପୀଡ଼ିତାଙ୍କ ଦୁଃଖ ଜାଣିବାକୁ ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ର ତଥ୍ୟ ଅନୁଧ୍ୟାନକାରୀ କମିଟିର ସଭ୍ୟାମାନେ ତିନିଦିନ ସଂପୃକ୍ତ ଘଟଣାସ୍ଥଳଗୁଡ଼ିକୁ ଯାଇ ପୀଡ଼ିତାମାନଙ୍କ ପରିବାର, ଗ୍ରାମବାସୀ, ସ୍ଥାନୀୟ ନେତୃତ୍ୱ, ପୋଲିସ ଓ ଜିଲ୍ଲା…

ଓଡ଼ିଶାରେ ବଢ଼ୁଥିବା ଗଣଦୁଷ୍କର୍ମ ଘଟଣାକୁ ନେଇ ଦିଲ୍ଲୀରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା କଂଗ୍ରେସ

ଗୋପାଳପୁର ଗଣଦୁଷ୍କର୍ମ ଘଟଣା ପରେ, ଓଡ଼ିଶାରେ ବଢ଼ୁଥିବା ଗଣଦୁଷ୍କର୍ମ ଘଟଣାକୁ ନେଇ ଏବଂ ରାଜ୍ୟରେ ମହିଳାଙ୍କ ସୁରକ୍ଷା ନେଇ ପ୍ରଶ୍ନ ଉଠାଇଲେ କଂଗ୍ରେସ ମହିଳା ନେତ୍ରୀ ଓ ବିଧାୟିକା । ଦିଲ୍ଲୀର ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ମୁଖ୍ୟାଳୟରେ ସାମ୍ବାଦିକ…