Tag: Crime branch

ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣା: ବୋର୍ଡ ଅଫିସ୍‌ର ଜଣେ କର୍ମଚାରୀଙ୍କୁ ଉଠାଇନେଲା କ୍ରାଇମବ୍ରାଞ୍ଚ

ଓଡିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପ୍ରଶ୍ନପତ୍ର ଲିକ୍ ମାମଲାରେ ତନାଘନା କରୁଛି କ୍ରାଇମବ୍ରାଞ୍ଚ । ବୋର୍ଡ ଅଫିସ୍‌ର ଜଣେ କର୍ମଚାରୀଙ୍କୁ କ୍ରାଇମବ୍ରାଞ୍ଚ ଉଠାଇ ନେଇଥିବା ଜଣାପଡିଛି । ଗତକାଲି ରାୟଗଡ଼ା ଜିଲ୍ଲାରୁ ଜଣେ ଶିକ୍ଷକଙ୍କୁ ଉଠାଇ ନେଇଥିବା ବେଳେ ଆଜି…

ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡିତାଙ୍କ ବୟାନ ରେକର୍ଡ

ପୁରୀ ଜିଲ୍ଲା, ନିମାପଡା ବ୍ଲକ ଅନ୍ତର୍ଗତ ବଳଙ୍ଗାରେ ନାବାଳିକା ପୋଡ଼ି ଘଟଣାରେ ଦିଲ୍ଲୀ ଏମ୍ସରେ ଚିକିତ୍ସିତ ଅବସ୍ଥାରେ ପୀଡ଼ିତାଙ୍କ ବୟାନ ରେକର୍ଡ ହୋଇଛି । କ୍ରାଇମବ୍ରାଞ୍ଚ ଟିମ୍ ହାତରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଲାଗିଥିବା ସୂଚନା ମିଳିଛି । ପୀଡ଼ିତାଙ୍କ ବୟାନ ସମ୍ପୂର୍ଣ୍ଣ…

ଏଫଏମ୍ ଛାତ୍ରୀ ମୃତ୍ୟୁ ଘଟଣାରେ ଜଣା ପଡ଼ିଲା କେଉଁଠୁ ଆସିଥିଲା ପେଟ୍ରୋଲ

ବାଲେଶ୍ୱର, ଫକୀର ମୋହନ କଲେଜ ଛାତ୍ରୀ ମୃତ୍ୟୁର ତନାଘନା କରୁଥିବା କ୍ରାଇମବ୍ରାଞ୍ଚ ଟିମକୁ ମିଳିଛି ନୂଆ ସୁରାକ୍ । ଘଟଣା ଦିନ ପେଟ୍ରୋଲ କେଉଁଠୁ ଆସିଲା, ଏବଂ କିଏ ଆଣିଲା, ସେ ନେଇ କିଛି ସୁରାକ୍ ମିଳିଥିବା କୁହାଯାଉଛି । ବାଲେଶ୍ୱର…

କଟକ SCBରେ ଆହତ ଜ୍ୟୋତିପ୍ରକାଶ ବିଶ୍ୱାଳଙ୍କୁ ଭେଟିଲା କ୍ରାଇମବ୍ରାଞ୍ଚ ଟିମ୍

ବାଲେଶ୍ବର ଏଫ୍‌ଏମ୍‌ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ । ଛାତ୍ରୀ ଆତ୍ମାହୁତି ଉଦ୍ୟମ କରିଥିବା ବେଳେ ତାଙ୍କୁ ଉଦ୍ଧାର କରିବାକୁ ଯାଇ ଆହତ ହୋଇଥିବା ଜ୍ୟୋତି ପ୍ରକାଶ ବିଶ୍ବାଳକୁ ଭେଟିଲା କ୍ରାଇମବ୍ରାଞ୍ଚ ଟିମ୍। କଟକ SCBରେ ଆହତ…

ବାଲେଶ୍ୱର ଏଫ.ଏମ ଛାତ୍ରୀ ମୃତ୍ୟୁ ଘଟଣା: କ୍ରାଇମବ୍ରାଞ୍ଚ କରିବ ତଦନ୍ତ

ବାଲେଶ୍ୱର ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ଘଟଣାରେ କ୍ରାଇମବ୍ରାଞ୍ଚ କରିବ ତଦନ୍ତ । ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଡିଏସ୍‌ପି ଇମାନ କଲ୍ୟାଣ ନାୟକଙ୍କୁ ତଦନ୍ତ ଭାର ଦିଆଯାଇଛି । ତଦନ୍ତ ଦାୟିତ୍ୱ ଦେଲେ କ୍ରାଇମବ୍ରାଞ୍ଚ…

ଗୋପାଳପୁର ଗଣଦୁଷ୍କର୍ମ ଘଟଣା: କ୍ରାଇମବ୍ରାଞ୍ଚ ହାତରେ ଡିଜିଟାଲ ପ୍ରମାଣ

ଗୋପାଳପୁର ଗଣବଳାତ୍କାର ଘଟଣାରେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ସୋମବାର ଦିନ ଅଭିଯୁକ୍ତଙ୍କ ବିରୋଧରେ ଗୁରୁତ୍ୱପୂର୍ଣ୍ଣ ଡିଜିଟାଲ ପ୍ରମାଣ ମିଳିଥିବା ସୂଚନା ଦେଇଛନ୍ତି । କ୍ରାଇମବ୍ରାଞ୍ଚ ଡିଜି କହିଛନ୍ତି ଯେ ଅଭିଯୁକ୍ତଙ୍କ କ୍ରାଇମ୍‌ ସିନ୍‌ ସିସିଟିଭିରେ କଏଦ ହୋଇଛି । ଆବଶ୍ୟକ…

ଗୋପାଳପୁର ଗଣଦୁଷ୍କର୍ମ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ୧୦ ଜଣ ଗିରଫ ହୋଇଥିବାବେଳେ କ୍ରାଇମବ୍ରାଞ୍ଚର ମହିଳା ଓ ଶିଶୁ ଅପରାଧ ଶାଖା ଏହାର ତଦନ୍ତ କରିବା ପାଇଁ ପୋଲିସ ଡିଜି ୱାଇ ବି ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି । ଆଇଜି ଏସ.ସାଇନିଙ୍କ ପ୍ରତ୍ୟକ୍ଷ…

ନବ ଦାସ ମାମଲାରେ ଖୁବ୍‌ଶୀଘ୍ର ଦାଖଲ ହେବ ଫାଇନାଲ୍ ରିପୋର୍ଟ: କ୍ରାଇମ୍‌ବ୍ରାଞ୍ଚ୍ ଡିଜି

ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଖୁବ୍‌ଶୀଘ୍ର ଦାଖଲ ହେବ ଫାଇନାଲ୍ ରିପୋର୍ଟ । ଏ ନେଇ ଆଜି ସୂଚନା ଦେଇଛନ୍ତି କ୍ରାଇମ୍‌ବ୍ରାଞ୍ଚ୍ ଡିଜି ବିନୟତୋଷ ମିଶ୍ର । ସେ କହିଛନ୍ତି ଅନ୍ତରୀଣ ଚାର୍ଜସିଟ୍ ବଳରେ ମାମଲାର ବିଚାର ଚାଲିଛି…

ନବ ଦାସ ହତ୍ୟା ମାମଲା: ଗୋପାଳର ପୂର୍ବ କଲ୍‌ ହିଷ୍ଟ୍ରି ଖୋଲିଲା କ୍ରାଇମବ୍ରାଞ୍ଚ

ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଗୋପାଳ ଦାସର ପୁରୁଣା କଲ୍‌ ଡିଟେଲ ଖୋଲିଲା କ୍ରାଇମବ୍ରାଞ୍ଚ । ନବ ଦାସ ହତ୍ୟା ପୂର୍ବର କଲ୍‌ ହିଷ୍ଟ୍ରି ଖୋଲିଲା କ୍ରାଇମବ୍ରାଞ୍ଚ । ହତ୍ୟା ପୂର୍ବରୁ ଗୋପାଳ ଯେଉଁମାନଙ୍କ ସହ କଥା ହୋଇଛି…

ନବ ଦାସ ହତ୍ୟା ପରେ ବନ୍ଧୁକ ଛଡ଼ାଇଥିବା ଯୁବକଙ୍କୁ କ୍ରାଇମ୍‌ବ୍ରାଞ୍ଚର ଜେରା

ତତ୍କାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଖୋଳତାଡ଼ ଆରମ୍ଭ କରିଛି କ୍ରାଇମ୍‌ବ୍ରାଞ୍ଚ । ବ୍ରଜରାଜନଗର ଥାନାରେ ସରୋଜ ସା’ ନାମକ ଯୁବକଙ୍କୁ ପଚରାଉଚରା କରୁଛନ୍ତି କ୍ରାଇମ୍‌ବ୍ରାଞ୍ଚ । ସୂଚନା ଅନୁଯାୟୀ ହତ୍ୟାକାଣ୍ଡ ଦିନ ଘଟଣାସ୍ଥଳରେ ଥିଲେ ସରୋଜ ସା’ ।…