Tag: crime

ନବ ଦାସ ହତ୍ୟାକାଣ୍ଡକୁ ୨ ବର୍ଷ; ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ଜଣାଇବେ ଦୀପାଳି

ପୂର୍ବତନ ମନ୍ତ୍ରୀ ନବକିଶୋର ଦାସଙ୍କ ହତ୍ୟାକାଣ୍ଡକୁ ଆଜି ୨ ବର୍ଷ ପୁରିଛି । ଏହି କ୍ରମରେ ତାଙ୍କ ଝିଅ ତଥା ପୂର୍ବତନ ଝାରସୁଗୁଡ଼ା ବିଧାୟିକା ଦୀପାଳି ଦାସ ସିବିଆଇ ତଦନ୍ତ ପାଇଁ ଲିଖିତଭାବେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇବେ ବୋଲି କହିଛନ୍ତି । କାହା…

ସୈଫ ଅଲି ଖାନଙ୍କ ଉପରେ ଆକ୍ରମଣ ପଛରେ ବାଂଲାଦେଶୀ ଲିଙ୍କ!

ସୈଫ ଅଲ୍ଲୀ ଖାନଙ୍କ ଘରେ ହୋଇଥିବା ଛୁରାମାଡ଼ ଘଟଣା ସମ୍ପର୍କରେ ମୁମ୍ବାଇ ପୋଲିସ ରବିବାର ସକାଳେ ଏକ ସାମ୍ବାଦିକ ସମ୍ମିଳନୀ କରିଛି । ମୁମ୍ବାଇ ପୋଲିସ ଡିସିପି ଦୀକ୍ଷିତ ଗେଡାମ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ଜଣେ ଅଭିଯୁକ୍ତଙ୍କୁ ଥାନେରୁ…

ମୃତ ସହଦେବ ନାୟକଙ୍କ ୨ ଝିଅଙ୍କ ପାଠପଢ଼ା ଦାୟିତ୍ୱ ନେଲେ ନବୀନ ପଟ୍ଟନାୟକ

ଅସହାୟ ପରିବାରକୁ ସହାୟ ହେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ମୃତ ସଫେଇ କର୍ମଚାରୀ ନେତା ସହଦେବ ନାୟକଙ୍କ ପରିବାରକୁ ସହଯୋଗ ପାଇଁ ପ୍ରତିଶୃତି ଦେଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସହଦେବଙ୍କ ପରିବାରକୁ ନବୀନ…

ରାଜଧାନୀରେ ବୀଭତ୍ସ ହତ୍ୟା ଘଟଣା: ମହିଳାଙ୍କ ସହ ୩ ଅଭିଯୁକ୍ତ ଗିରଫ

ରାଜଧାନୀ ଭୁବନେଶ୍ୱରସ୍ଥିତ ଜନଗହଳିପୂର୍ଣ୍ଣ ରସୁଲଗଡ଼ରେ ଆଜି ସକାଳେ ଯୁବକଙ୍କୁ ବୀଭତ୍ସ ହତ୍ୟା ଘଟଣାରେ ଘଟଣାରେ କମିଶନରେଟ୍‌ ପୋଲିସର ସ୍ପେଶାଲ ସ୍କ୍କାଡ୍‌ ନୟାଗଡ଼ ଜିଲ୍ଲା ଶରଣକୂଳରୁ ମହିଳାଙ୍କ ସହ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି । ପୋଲିସ ସୂତ୍ରରୁ ଜଣାପଡିଛି ଯେ ଏହି…

ରାଜଧାନୀରେ ମାତିଛନ୍ତି ଭଣ୍ଡ ବାବା; ପୋଲିସ ଜିମା ଦେଲେ ଲୋକେ

ଶନିବାର ସକାଳୁ ଭୁବନେଶ୍ୱର, ମୈତ୍ରୀବିହାର ଅଞ୍ଚଳରେ ୪ ଜଣ ବ୍ୟକ୍ତି ବାବା ବେଶରେ ଘର ଘର ବୁଲି ଭିକ୍ଷା ମାଗୁଥିଲେ । ତେବେ ସେମାନଙ୍କ ବେଶ ପୋଷାକ,କଥାବାର୍ତ୍ତା ଓ ଚାଲିଚଳନରୁ ସ୍ଥାନୀୟ ଲୋକେ ସନ୍ଦେହ କରି ପୋଲିସକୁ ଖବର ଦେଇଥିଲେ ।…

ଜୟ ଶ୍ରୀରାମର ନାରା କିପରି ଅପରାଧ ?

ସୋମ‌ବାର ଦିନ ସୁପ୍ରିମକୋର୍ଟ ପଚାରିଛନ୍ତି ଜୟ ଶ୍ରୀରାମର ନାରା ଦିଆଯିବା କିପରି ଅପରାଧିକ ମାମଲା ହେବ ? କର୍ଣ୍ଣାଟକ ହାଇକୋର୍ଟଙ୍କ ଦ୍ବାରା ଦୁଇ ଜଣ ବ୍ୟକ୍ତିଙ୍କ ବିରୋଧରେ ଏକ ମସଜିଦରେ ଜୟ ଶ୍ରୀରାମ ନାରା ଦିଆଯିବା ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ମନା…

ପୋଲସରାରେ ଜଣେ ଯୁବକଙ୍କୁ ଅଜଣା ବ୍ୟକ୍ତି ଗୁଳିମାଡ଼; କାରଣ ଅସ୍ପଷ୍ଟ

ପୋଲସରା: ଗଞ୍ଜାମ ଜିଲ୍ଲା ପୋଲସରାରେ ଫୁଟିଲା ଗୁଳି। ସ୍ଥାନୀୟ ତୋଟାସାହି ଅଞ୍ଚଳରେ ଜଣେ ଯୁବକଙ୍କୁ ଅଜଣା ବ୍ୟକ୍ତି ଗୁଳିମାଡ଼ । ଯୁବକଙ୍କ ବେକରେ ଗୁଳି ବାଜିଥିବାରୁ ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁଳିମାଡ଼ କରି ଦୁର୍ବୃତ୍ତ ଫେରାର…