Tag: Criminal law

ସାରା ଦେଶରେ ଆଜିଠୁ ଲାଗୁହେଲ ନୂଆ ଆଇନ୍; ଦିଲ୍ଲୀରେ ରୁଜୁ ହେଲା ପ୍ରଥମ ମାମଲା

ଆଜିଠୁ ସାରା ଦେଶରେ ଲାଗୁ ହୋଇଛି ନୂଆ ଭାରତୀୟ ନ୍ୟାୟ ସଂହିତା। ଏଥିସହିତ ଉଚ୍ଛେଦ ହୋଇଛି ୧୮୬୦ ମସିହାରୁ ଚାଲିଆସୁଥିବା ବ୍ରିଟିଶ ନିୟମ। ଏହା ବ୍ରିଟିଶ ଅମଳର ଆଇନର ଅନ୍ତ ଘଟାଇବା ସହ ଭାରତର ଆପରାଧିକ ନ୍ୟାୟ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ…