Tag: CRZ

Shree Jagannath Greenfield International Airport: ଶ୍ରୀଜଗନ୍ନାଥ ଗ୍ରୀନଫିଲ୍ଡ ଅନ୍ତର୍ଜାତୀୟ ବିମାନବନ୍ଦର ପ୍ରକଳ୍ପକୁ ସିଆରଜେଡ ମିଳିଲା ବଡ଼ ମଞ୍ଜୁରୀ

ପୁରୀରେ ଏକ ବିଶ୍ୱସ୍ତରୀୟ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣର ସ୍ୱପ୍ନ ଏବେ ବାସ୍ତବତାରେ ପରିଣତ ହେବାକୁ ଯାଉଛି। ବ୍ରହ୍ମଗିରି ତହସିଲ ଅନ୍ତର୍ଗତ ସିପସରୁବାଲିଠାରେ ପ୍ରସ୍ତାବିତ ‘ଶ୍ରୀଜଗନ୍ନାଥ ଗ୍ରୀନଫିଲ୍ଡ ଅନ୍ତର୍ଜାତୀୟ ବିମାନବନ୍ଦର’ ପ୍ରକଳ୍ପ ପାଇଁ ସବୁଠାରୁ ବଡ଼ ପ୍ରତିବନ୍ଧକ ଦୂର ହୋଇଛି। ଏହି ପ୍ରକଳ୍ପ…