ତାଜା ଖବର ରାଜ୍ୟ ବାଲେଶ୍ୱରରେ ଆଜିଠୁ ଉପଲବ୍ଧ ହେବ ଇଣ୍ଟରନେଟ ସେବା June 22, 2024 Papirani ବାଲେଶ୍ବର ସହରରେ ଆଜି ସକାଳୁ ଜନଜୀବନ ସ୍ବାଭାବିକ ହୋଇଛି। କର୍ଫ୍ୟୁ କଟକଣା ଆଂଶିକ କୋହଳ ହୋଇଛି। ସେଥିପାଇଁ ଆଜିଠୁ ଲିଜ୍ ଲାଇନ୍ ସହ ବ୍ରଡବ୍ୟାଣ୍ଡରେ ଇଣ୍ଟରନେଟ୍ ସେବା ଉପଲବ୍ଧ ହେବ। ତେବେ ମୋବାଇଲରେ ଇଣ୍ଟରନେଟ୍ ସେବା ବନ୍ଦ ରହିବ। ସହଦେବଖୁଣ୍ଟା ଓ…
ତାଜା ଖବର ରାଜ୍ୟ ବାଲେଶ୍ବରରେ ଆହୁରି କୋହଳ ହେଲା କର୍ଫ୍ୟୁ June 21, 2024 Papirani ବାଲେଶ୍ବରରେ ପରିସ୍ଥିତିରେ ଆସୁଥିବା ସୁଧାରକୁ ଦୃଷ୍ଟିରେ ରଖି ଆହୁରି କୋହଳ ହେଲା କର୍ଫ୍ୟୁ । ସକାଳ ୫ରୁ ଦିନ ୨ଟା ଯାଏଁ ହେବା କର୍ଫ୍ୟୁ କୋହଳ । ଲୋକେ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ କାମ ଶେଷ କରି ଘରକୁ ଫେରିବାକୁ ପ୍ରଶାସନ…
ତାଜା ଖବର ରାଜ୍ୟ ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ: ଆସନ୍ତାକାଲି ୪ ଘଣ୍ଟା କର୍ଫ୍ୟୁ କୋହଳ June 19, 2024 Papirani ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ ଘଟଣାକୁ ନେଇ ଦୁଇ ଦିନ ହେବ ପୂରା ସହରରେ କର୍ଫ୍ୟୁ ଲାଗିରହିଛି । ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦରୁ ବାଲେଶ୍ୱର ମୁନିସିପାଲିଟି ଅଞ୍ଚଳରେ ଲାଗୁ ହୋଇଥିବା କର୍ଫ୍ୟୁ ଗୁରୁବାର ଚାରି ଘଣ୍ଟା ପାଇଁ କୋହଳ କରାଯାଇଛି। ସ୍ଥିତିକୁ…
ରାଜନୀତି ସମ୍ପାଦକୀୟ ବାଲେଶ୍ୱର ହିଂସା: କାହାର ଏ ଷଡ଼ଯନ୍ତ୍ର ? June 18, 2024 Nirvay ବାଲେଶ୍ୱରରେ ସାମ୍ପ୍ରଦାୟିକ ହିଂସା ପଛରେ ଆଉ ଷଡ଼ଯନ୍ତ୍ର ରହିନି ତ ? ବିଜେପି ଓଡ଼ିଶାରେ ନୂଆ କରି ସରକାର ଗଠନ କରିଥିବା ବେଳେ ଶପଥ ଗ୍ରହଣ କରୁ କରୁ ତାକୁ ବଦନାମ କରିବା ପାଇଁ ଏହା ଏକ ଷଡ଼ଯନ୍ତ୍ର ବୋଲି ଜଣାପଡୁ଼ଛି।…
ତାଜା ଖବର ରାଜନୀତି ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଜାରି ହେଲା କର୍ଫ୍ୟୁ June 18, 2024 Papirani ଗୋଷ୍ଠୀ ସଂଘର୍ଷ ପରେ ଅଶାନ୍ତ ହୋଇପାରିଛି ବାଲେଶ୍ୱର । ବିଳମ୍ବିତ ରାତିରେ ଉତ୍ତେଜନା, ପୋଡାଜଳା ପରେ ବାଲେଶ୍ୱରରେ କର୍ଫ୍ୟୁ । ବାଲେଶ୍ୱର ସହରରେ ଅଶାନ୍ତ ସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ପୂରା ସହରରେ ଲାଗୁ ହୋଇଛି କର୍ଫ୍ୟୁ। ବାଲେଶ୍ୱର ପୌରାଞ୍ଚଳରେ ଅନିର୍ଦ୍ଦିଷ୍ଟ…