Tag: Cuttack Bali Jatra

Bali Jatra 2025: ଆରମ୍ଭ ହେଲା ଐତିହାସିକ କଟକ ବାଲିଯାତ୍ରା

ଆରମ୍ଭ ହେଲା ଐତିହାସିକ କଟକ ବାଲିଯାତ୍ରା । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୋଇତରେ ଆସି ବାଲିଯାତ୍ରାର ଉଦ୍‌ଘାଟନ କରିଛନ୍ତି । ବାଲିଯାତ୍ରା ଉଦଘାଟନ ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମହାନଦୀ ତଟରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ତିଥିରୁ…