ତାଜା ଖବର ରାଜ୍ୟ ଚୋରଙ୍କ କବଳରୁ ଆପାର୍ଟମେଣ୍ଟକୁ ଜଗିବ ଆଇପି କ୍ୟାମେରା October 26, 2024 Papirani ଦିନକୁ ଦିନ ଟୁଇନସିଟିରେ ଥିବା ଆପାର୍ଟମେଣ୍ଟରେ ବଢ଼ିବାରେ ଲାଗିଛି ଚୋରି ମାମଲା । ଏହାକୁ ରୋକିବା ପାଇଁ ସମସ୍ତ ଆପାର୍ଟମେଣ୍ଟର ପ୍ରବେଶ ଓ ପ୍ରସ୍ଥାନ ଦ୍ବାରରେ ଏଣିକି ଲାଗିବ କ୍ୟାମେରା । ଏବେ ଆପାର୍ଟମେଣ୍ଟକୁ ଜଗିବ କ୍ୟାମେରା । ଟୁଇନସିଟିର ସମସ୍ତ…
ତାଜା ଖବର ରାଜ୍ୟ ଚାଷୀ ପାଖରୁ ଧାନ ଉଠିବାର ୪୮ ଘଣ୍ଟା ମଧ୍ୟରେ ଆକାଉଣ୍ଟକୁ ଆସିବ ଟଙ୍କା: ଖାଦ୍ୟ ଯୋଗାଣ ମନ୍ତ୍ରୀ October 20, 2024 Papirani ଚଳିତ ୨୦୨୪-୨୫ ବର୍ଷ ପାଇଁ କଟକ ଜିଲ୍ଲାରେ ଧାନ କ୍ରୟ ଓ ସାଧାରଣ ବଣ୍ଟନ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଚଳିତ ଖରିଫ ଋତୁରୁ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୩୧ ଶହ ଟଙ୍କା ଚାଷୀମାନଙ୍କୁ…
ତାଜା ଖବର ରାଜ୍ୟ କଟକ ର ରୁଦ୍ର ହସ୍ପିଟାଲ ନାରେ ଅଙ୍ଗ ତସ୍କରି ଅଭିଯୋଗ !! October 18, 2024 Papirani କଟକ ସଦର ଅଞ୍ଚଳର ରୁଦ୍ର ହସ୍ପିଟାଲ ନାମକ ଏକ ଘରୋଇ ଡାକ୍ତରଖାନା ନାରେ ଅଙ୍ଗ ତସ୍କରି ର ଅଭିଯୋଗ ଆସିଛି। ସୁଚୋନଯୋଗ୍ୟ ଯେ କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅଞ୍ଚଳର ତିକରବାଜୁ ର ବାବୁଲ ଦିଗାଳ ଏକ ଦୁର୍ଘଟଣାରେ ଆହାତ ହୋଇଥିବାରୁ…
ତାଜା ଖବର ରାଜ୍ୟ କଟକରେ ମା’ ଦୁର୍ଗାଙ୍କ ମେଲଣ ପାଇଁ ସକାଳ ୭ଟାରୁ ଆସନ୍ତାକାଲି ଭସାଣି ଶେଷ ହେବା ପର୍ଯ୍ୟନ୍ତ ଲାଗୁ ହେଲା ଟ୍ରାଫିକ କଟକଣା October 14, 2024 Papirani ଆଜି ଧରାପୃଷ୍ଠରୁ ଲୀଳାଖେଳା ଛାଡ଼ି ବାହୁଡିବେ ଜଗତ ଜନନୀ ମା’ ଦୁର୍ଗା। ମା’ଙ୍କ ଭସାଣ ଶୋଭାଯାତ୍ରା ପାଇଁ ଟୁଇନ୍ ସିଟିରେ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସବୁ ବର୍ଷ ମାନଙ୍କ ଭଳି ଚଳିତବର୍ଷ ମଧ୍ୟ ଭୁବନେଶ୍ୱର ଓ କଟକରେ ଭସାଣ ଉତ୍ସବକୁ ଆକର୍ଷଣୀୟ…
ତାଜା ଖବର ରାଜ୍ୟ କଟକ ଦୁର୍ଗାପୂଜାରେ ମୁତୟନ ହେବେ ୬୫ ପ୍ଲାଟୁନ୍ ଫୋର୍ସ October 9, 2024 Papirani ଦୁର୍ଗା ପୂଜା ମାହୋଲରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ କଟକ ଦୁର୍ଗାପୂଜାରେ ମୁତୟନ ହେବେ ୬୫ ପ୍ଲାଟୁନ୍ ଫୋର୍ସ ।ଦୁର୍ଗାପୂଜା ପ୍ରସ୍ତୁତି ନେଇ ଡିସିପି ଜଗମୋହନ ମୀନାଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି କଟକ ଦୁର୍ଗାପୂଜାରେ ପାଇଁ ୫ ଏଡିସିପି, ୨୫…
ତାଜା ଖବର ରାଜ୍ୟ ଏଥର ପାର୍ବଣରେ କଟକ ସହରରେ ବାଜିବ ଡିଜେ; ହାଇକୋର୍ଟରୁ ମିଳିଲା ଅନୁମତି October 3, 2024 Papirani ଶାରଦୀୟ ଦୁର୍ଗା ପୂଜା ପାଇଁ ଚାରିଆଡ଼େ ଜୋରସୋରରେ ପ୍ରସ୍ତୁତି ଚାଲିଛି । ଏହି ସମୟରେ ପାର୍ବଣରେ ଡିଜେ ବଜିବାକୁ ନେଇ ଆଜି କଟକ ସହର ସମ୍ପର୍କିତ ଜନସ୍ୱାର୍ଥ ମାମଲାରେ ହାଇକୋର୍ଟ ଡିଜେ ବଜାଇବାକୁ ଅନୁମତି ଦେଇଛନ୍ତି କିନ୍ତୁ ଡିଜେ ୬୫ ଡେସିବେଲ୍…
ତାଜା ଖବର ରାଜ୍ୟ ଗାଦି ମଡ଼ା ପୋଲିସ ଅଧିକାରୀଙ୍କୁ ପୋଲିସ କମିଶନରଙ୍କ ଚେତାବନୀ October 1, 2024 Papirani କଟକରେ ନୂଆ ପୋଲିସ କମିଶନର ଏସ୍. ଦେବଦତ୍ତ ସିଂହ ପହଞ୍ଚି ଗାଦି ମଡ଼ା ପୋଲିସ ଅଧିକାରୀଙ୍କୁ ତାଗିଦ୍ କରି କହିଛନ୍ତି ଟ୍ବିନସିଟିର ବିଭିନ୍ନ ଫାଣ୍ଡିରେ କର୍ମଚାରୀମାନଙ୍କ କାର୍ଯ୍ୟକଳାପର ତର୍ଜମା କରାଯିବ । ଦୀର୍ଘଦୀନରୁ ବିଭିନ୍ନ ଥାନା ଫାଣ୍ଡିରେ ରହିଥିବା ଅଧିକାରୀଙ୍କ ତଥ୍ୟ…
ତାଜା ଖବର ରାଜ୍ୟ ଦୁର୍ଗାପୂଜାରେ ଡିଜେ ଫାୟାର ଗନ୍ ମନା September 30, 2024 Nirvay କଟକରେ ପାର୍ବଣକୁ ସୁରକ୍ଷିତ କରିବାକୁ ବିଭିନ୍ନ କଟକଣା ଜାରି କରାଯାଇଥିବା ବେଳେ ଏବେ ଜିଲ୍ଲାପାଳ ଡିଜେ ଫାୟାର ଗନ୍ ବ୍ୟବହାରକୁ ମନା କରିଛନ୍ତି। ନଭେମ୍ବର ୨୬ ପର୍ଯ୍ୟନ୍ତ ଡିଜେ, ଏଲ୍ଇଡି ଲାଇଟ୍, ଫାୟାର ଗନ୍ ମନା କରାଯାଇଛି। ପୂଜା ପେଣ୍ଡାଲ, ଭସାଣ…
ତାଜା ଖବର ରାଜ୍ୟ ଠାବ ହେଲା ନକଲି କ୍ଷୀର ତିଆରି ହେଉଥିବା କମ୍ପାନୀ September 23, 2024 Papirani କଟକ ଜଗତପୁର ଥାନାର ଅତୋଡା ନିକଟ ମହାନଦୀ ପଠା ଜଙ୍ଗଲ ଭିତରେ ଠାବ ହେଲା ଅପମିଶ୍ରିତ କ୍ଷୀର ପ୍ରସ୍ତୁତ କମ୍ପାନୀ । ଅପମିଶ୍ରଣ ଅଭିଯୋଗରେ କଟକରେ ଥିବା ରୋହିଣୀ ନାମକ ଦୁଗ୍ଧ କମ୍ପାନୀରେ ଚଢ଼ାଉ କରିଛି କମିଶନରେଟ ପୋଲିସ ଓ ଖାଦ୍ୟ…
ତାଜା ଖବର ରାଜ୍ୟ କଟକ-ଭୁବନେଶ୍ୱରରେ ରାସ୍ତା ମରାମତି ନେଇ ସମୀକ୍ଷା; ୯୧୩ଟି ରାସ୍ତାରୁ ୩୮୫ଟି ରାସ୍ତାର ଅବସ୍ଥା ଖରାପ September 13, 2024 Papirani କଟକ-ଭୁବନେଶ୍ୱରରେ ରାସ୍ତା ମରାମତି ନେଇ ସମୀକ୍ଷା କଲେ ପୂର୍ତ୍ତମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଓଡିଶାର ପାର୍ବଣ ପର୍ବ ଦୃଷ୍ଟି କୋଣରୁ ଭୁବନେଶ୍ୱର ମହାନଗର ନିଗମ ଓ କଟକ ମହାନଗର ନିଗମ ଅଧୀନସ୍ଥ ରାସ୍ତା ମରାମତି ନେଇ ସମୀକ୍ଷା କରିଛନ୍ତି ପୂର୍ତ୍ତମନ୍ତ୍ରୀ । ମନ୍ତ୍ରୀ…