Tag: cuttack

ଅର୍ପଣ ରଥକୁ ନେଇ ତେଜିଲା ରାଜନୀତି

ନରସିଂହପୁର: ଅର୍ପଣ ରଥକୁ ଅଟକାଇ ବିରୋଧ ପ୍ରଦର୍ଶନ କଲେ ଗ୍ରାମବାସୀ । କଟକ ଜିଲ୍ଲା ନରସିଂହପୁର ନିକଟ ନୂଆପାଟଣା ପଞ୍ଚାୟତରେ ଦେଖିବାକୁ ମିଳିଛି ଏହି ଦୃଶ୍ୟ । ରାସନ ସାମଗ୍ରୀ ମିଳିନଥିବାରୁ ଲୋକେ ଅର୍ପଣ ରଥକୁ ଅଟକ ରଖିଛନ୍ତି । ସୂଚନା…

କଟକରେ ନୂଆ-ଓ କାର୍ଯ୍ୟକ୍ରମ : ଛାତ୍ରଛାତ୍ରୀଙ୍କୁ ଦେଲେ ସଫଳତାର ଗୁରୁମନ୍ତ୍ର

କଟକ : କଟକ ବାଲିଯାତ୍ରା ତଳ ପଡିଆରେ ନୂଆ-ଓ କାର୍ଯ୍ୟକ୍ରମ। ଏଥିରେ ଯୋଗ ଦେଇଥିଲେ ଫାଇଭ ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ନୂଆ ଓ କାର୍ଯ୍ୟକ୍ରମରେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ସଫଳତାର ଗୁରୁମନ୍ତ୍ର ଦେଇଛନ୍ତି 5T ଅଧ୍ୟକ୍ଷ। ଛାତ୍ରଛାତ୍ରୀଙ୍କ ପ୍ରତିଭା ବିକାଶ…

ଲକ୍ଷ୍ମଣାନନ୍ଦ ସରସ୍ଵତୀ ହତ୍ୟାକାଣ୍ଡ ମାମଲା: ରାଜ୍ୟ ସରକାରଙ୍କୁ ସ୍ପଷ୍ଟୀକରଣ ମାଗିଲେ ହାଇକୋର୍ଟ

କଟକ: ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟାକାଣ୍ଡ ମାମଲାରେ ଓଡ଼ିଶା ହାଇକୋର୍ଟ ରାଜ୍ୟ ସରକାରଙ୍କ ଠାରୁ ସି.ବି.ଆଇ. ତଦନ୍ତ ସମ୍ବନ୍ଧୀୟ ସ୍ପଷ୍ଟୀକରଣ ମାଗିଛନ୍ତି । ଉଚ୍ଚ ନ୍ୟାୟାଳୟରେ ଦାଏର ହୋଇଥିବା ଏହି ସମ୍ବନ୍ଧରେ ଏକ ମାମଲାର ଶୁଣାଣି କରି କୋର୍ଟ ରାଜ୍ୟ ସରକାରଙ୍କୁ…