ତାଜା ଖବର ରାଜ୍ୟ Police Raid Hotel: କଟକ ଶିଖରପୁର ଅଞ୍ଚଳର ହୋଟେଲ୍ରେ ପୋଲିସର ଚଢ଼ାଉ; ୩୦ରୁ ଅଧିକ ଲୋକ ଅଟକ October 23, 2025 Papirani କଟକ ଶିଖରପୁର ଅଞ୍ଚଳର ହୋଟେଲରେ ପୋଲିସର ଚଢ଼ଉ । ହୋଟେଲ୍ରେ କିଛି ସନ୍ଦିଗ୍ଧ ବ୍ୟକ୍ତି ଲୁଚି ଥିବା ନେଇ ରେଡ୍ କରିଛି ପୁଲିସ୍ । ହୋଟେଲ୍ ଭିତରେ ଚାଉଳିଆଗଞ୍ଜ ପୋଲିସ ଟିମ୍ର ତଲାସୀ ୩୦ରୁ ଅଧିକ ଲୋକଙ୍କୁ ଅଟକ ରଖି ପଚରାଉଚରା…
ତାଜା ଖବର ରାଜ୍ୟ Diwali guidelines: କଟକରେ ବାଣଫୁଟା ପାଇଁ ମିଳିଲା ୨ ଘଣ୍ଟା ଅନୁମତି October 19, 2025 Papirani ପାଖେଇ ଆସୁଛି ଆଲୋକର ପର୍ବ ଦୀପାବଳି । ଏଥିଲାଗି ସବୁଠି ପ୍ରସ୍ତୁତି ଜୋରଦାର ଚାଲିଛି। ଭୁବନେଶ୍ୱର ଭଳି କଟକରେ ଲାଗିଲା ଦୀପାବଳୀରେ ବାଣ ଫୁଟାଇବାକୁ ନେଇ କଟକଣା । କଟକରେ ବାଣଫୁଟା ପାଇଁ ୨ ଘଣ୍ଟା ମିଳିଲା ଅନୁମତି । ସଂଧ୍ୟା…
ରାଜ୍ୟ ଚୌଦ୍ୱାର ଜେଲ୍ରୁ ୨ ଅପରାଧୀ ଫେରାର ଘଟଣାରେ ଜେଲରଙ୍କୁ କଣ୍ଟାବାଞ୍ଜି ବଦଳି October 13, 2025 Nirvay କଟକ ଜିଲ୍ଲା ଚୌଦ୍ୱାର ସର୍କଲ ଜେଲରୁ କଏଦୀ ଖସି ପଳାଇବା ଘଟଣାରେ ଚୌଦ୍ୱାରର ଜେଲରଙ୍କ ବଦଳି ହୋଇଛି । ଜରୁରୀ କାଳୀନ ଭିତ୍ତିରେ ଚୌଦ୍ୱାର ଜେଲର ସନ୍ତୋଷିନୀ ଦାଶଙ୍କୁ କଣ୍ଟାବାଞ୍ଜି ସବ୍ଜେଲ୍କୁ ବଦଳି କରାଯାଇଛି । ସେ କଣ୍ଟାବାଞ୍ଜି ଜେଲର ଭାବେ…
ତାଜା ଖବର ରାଜ୍ୟ ଉଭୟ ପଡ଼ିଆରେ ହେବ ବାଲିଯାତ୍ରା October 9, 2025 Papirani ଉପର ପଡ଼ିଆରେ ହେବ ଐତିହାସିକ ବାଲିଯାତ୍ରା। ଉପର ପଡ଼ିଆରେ ବାଲିଯାତ୍ରା ହେବାକୁ ନେଇ ମିଳିଲା ଅନୁମତି। ଏନେଇ ହାଇକୋର୍ଟଙ୍କୁ ସତ୍ୟପାଠ ଦେଲା ଜିଲ୍ଲା ପ୍ରଶାସନ। ଲୋକଙ୍କ ଭାବାବେଗ ଓ ପରମ୍ପରାକୁ ଦେଖି ଗ୍ରହଣ କଲେ ହାଇକୋର୍ଟ। ଉଭୟ ପଡ଼ିଆରେ ଗାଇଡ଼ଲାଇନ ଭିତ୍ତିରେ…
ତାଜା ଖବର ରାଜ୍ୟ କଟକ ବାଲିଯାତ୍ରା ଗ୍ରାଉଣ୍ଡକୁ ‘ନୋ ଡ୍ରୋନ୍ ଜୋନ୍’ ଘୋଷଣା October 8, 2025 Papirani କଟକ ବାଲିଯାତ୍ରା ଗ୍ରାଉଣ୍ଡକୁ ‘ନୋ ଡ୍ରୋନ୍ ଜୋନ୍’ ଘୋଷଣା । ନଭେମ୍ବର ୧ରୁ ୧୫ ତାରିଖ ମଧ୍ୟରେ ଏହି କଟକଣା ରହିବ । ଏନେଇ ନିର୍ଦ୍ଦେଶନାମା ଜାରି କଲେ କଟକ ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ସିନ୍ଦେ। ସେ କହିଛନ୍ତି ବାଲିଯାତ୍ରା ଗ୍ରାଉଣ୍ଡର…
ତାଜା ଖବର ରାଜ୍ୟ କଟକରୁ ହଟିଲା କର୍ଫ୍ୟୁ October 7, 2025 Papirani କଟକରୁ ହଟିଲା କର୍ଫ୍ୟୁ। କର୍ଫ୍ୟୁ କଟକଣା ପ୍ରତ୍ୟାହାର କରାଯାଇଥିବା ନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର ଏସ ଦେବଦତ୍ତ ସିଂ। ସେ କହିଛନ୍ତି ଏବେ ପରିସ୍ଥିତି ଉପରେ ନଜର ରଖାଯାଇଛି। ସମ୍ବେଦନଶୀଳ ସ୍ଥାନମାନଙ୍କରେ ପୋଲିସ ମୁତୟନ କରାଯାଇଛି। କର୍ଫ୍ୟୁ ସମୟରେ କୌଣସି…
ତାଜା ଖବର ରାଜ୍ୟ ଭାଇଚାରାର ସହର କଟକ; ଫେରିଆସୁ ଶାନ୍ତି October 7, 2025 Papirani ହଜାର ବର୍ଷର ସହର ହେଉଛି କଟକ । ଭାଇଚାରାର ଅନନ୍ୟ ନିଦର୍ଶନ ଦିଏ ଏହି ସହର । ଏହାର ଏକ ଉଦାହରଣ ହେଉଛି ଦଶହରା । ପ୍ରତିବର୍ଷ ମା’ ଦୁର୍ଗାଙ୍କ ପୂଜା ସମୟରେ ସମସ୍ତ କଟକବାସୀ ବାଦବିବାଦ ଭୁଲି ଏକାଠି ହୋଇ…
ତାଜା ଖବର ରାଜ୍ୟ କଟକରେ ସ୍ଥିତି ସ୍ବାଭାବିକ; କୋହଳ ହେଲା କର୍ଫ୍ୟୁ କଟକଣା October 7, 2025 Papirani କଟକ ସହରରେ କୋହଳ ହେଲା କର୍ଫ୍ୟୁ କଟକଣା । କର୍ଫ୍ୟୁ ଅବଧି ବୃଦ୍ଧି ନିର୍ଦ୍ଦେଶନାମା ନ ଆସିବାରୁ କଟକଣା କୋହଳ କରାଯାଇଛି । ସହରରେ ସ୍ଥିତି ସ୍ବାଭାବିକ ଥିବାରୁ କର୍ଫ୍ୟୁ କଟକଣାକୁ କୋହଳ କରାଯାଇଛି । ପରବର୍ତ୍ତୀ ନିର୍ଦ୍ଦେଶ ଆସିନଥିବାରୁ କର୍ଫ୍ୟୁ…
ତାଜା ଖବର ରାଜ୍ୟ ଆଉ ୨୪ ଘଣ୍ଟା ବୃଦ୍ଧି ହେଲା କଟକରେ ଇଣ୍ଟରନେଟ୍ କଟକଣା October 6, 2025 Papirani କଟକରେ ଇଣ୍ଟରନେଟ୍ କଟକଣା ଆଉ ୨୪ ଘଣ୍ଟା ବୃଦ୍ଧି । ଆଜିଠାରୁ ଆସନ୍ତାକାଲି ସଂଧ୍ୟା ୭ଟା ପର୍ଯ୍ୟନ୍ତ କଟକଣା ବଳବତ୍ତର ରହିବ । ସିଏମ୍ସି, ସିଡିଏ, ବୟାଳିଶି ମୌଜାରେ କଟକଣା ବଳବତ୍ତର । ପୂର୍ବ ପରି ହ୍ବାଟ୍ସ ଆପ୍, ଫେସବୁକ୍, ଏକ୍ସ,…
ତାଜା ଖବର ରାଜ୍ୟ କଟକ ଭସାଣି ସମୟରେ ଅଶାନ୍ତି ଘଟଣା: ୮ ଗିରଫ October 6, 2025 Papirani କଟକ ଦଶହରା ସମୟରେ ଦୁର୍ଗାପୂଜା ମେଢ଼ ଭସାଣ ବେଳେ କଟକ ସହରରେ ଆରମ୍ଭ ହୋଇଥିବା ଉତ୍ତେଜନା ଘଟଣାରେ ୮ ଜଣ ଗିରଫ। ଏ ନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର ଏସ୍ ଦେବଦତ୍ତ ସିଂ । ସେ କହିଛନ୍ତି କଟକ ସହରରେ…