Tag: cuttack

କଟକରେ ଇଣ୍ଟରନେଟ୍ ସେବା ବନ୍ଦ ହେବା ପରେ ୩୬ ଘଣ୍ଟା ପାଇଁ ଲାଗୁ ହେଲା କର୍ଫ୍ୟୁ

କଟକରେ ୩୬ ଘଣ୍ଟା ପାଇଁ କର୍ଫ୍ୟୁ ଲାଗୁ । ଦରଘାବଜାର ସମେତ ୧୩ଟି ଥାନା ଅଞ୍ଚଳରେ ୩୬ ଘଣ୍ଟା ପାଇଁ କର୍ଫ୍ୟୁ । ଏ ନେଇ ସୂଚନା ଦେଉଛନ୍ତି ପୋଲିସ କମିଶନର ଏସ୍‌. ଦେବଦତ୍ତ ସିଂ । ଆଜି ରାତି ୧୦ଟାରୁ…

କଟକରେ କ୍ୟାମ୍ପ୍‌ କରି ରହିବାକୁ ଡିଜିପିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

କଟକରେ ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ ଘଟଣା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ ଶାନ୍ତି ଓ ଭାଇଚାରା ବଜାୟ ରଖିବାକୁ ଅପିଲ୍ କରିଛନ୍ତି । ଏହା ସହ କଟକରେ ଉତ୍ତେଜନାକୁ ନିୟନ୍ତ୍ରଣ କରିବା ପାଇଁ କଟକରେ କ୍ୟାମ୍ପ୍‌ କରି…

କଟକରେ ସୋସିଆଲ୍ ମିଡିଆ ଉପରେ ଲାଗିଲା କଟକଣା

କଟକ ସହରରେ ସୋସିଆଲ୍ ମିଡିଆ ଉପରେ ଲାଗିଲା କଟକଣା । ଆସନ୍ତା ୨୪ ଘଣ୍ଟା ପାଇଁ ବନ୍ଦ ରହିବ ଇଣ୍ଟରନେଟ ସେବା। ଆଜି ସଂଧ୍ୟା ୭ଟାରୁ ଆସନ୍ତାକାଲି ସଂଧ୍ୟା ୭ଟା ପର୍ଯ୍ୟନ୍ତ ଲାଗିଲା କଟକଣା । ହ୍ବାଟ୍‌ସ ଆପ୍, ଫେସ୍‌ବୁକ୍‌, ଇନ୍‌ଷ୍ଟାଗ୍ରାମ୍‌,…

ଭସାଣି ବେଳେ ମୁସଲମାନ ବସ୍ତିରୁ ଟେକା ମାଡ଼ ଘଟଣା; ଆସନ୍ତାକାଲି କଟକ ବନ୍ଦ ଡାକରା

ଆସନ୍ତାକାଲି କଟକ ବନ୍ଦ । ଭସାଣ ଶୋଭାଯାତ୍ରାରେ ଗଣ୍ଡଗୋଳ ଘଟଣାକୁ ନେଇ ଆସନ୍ତାକାଲି କଟକ ବନ୍ଦ ଡାକରା ଦେଲା ବିଶ୍ୱ ହିନ୍ଦୁ ପରିଷଦ । ଗଣ୍ଡଗୋଳ ଘଟଣାରେ ପୋଲିସ ଓ ଜିଲ୍ଲା ପ୍ରଶାସନକୁ ଦାୟୀ କରି ବନ୍ଦ ଡାକରା ଦେଇଛି ବିଶ୍ୱ…

ମା’ ଦୁର୍ଗାଙ୍କ ଭସାଣି ସମୟରେ କଟକରେ ଘଟିଥିବା ଗୋଷ୍ଠୀ ସଂଘର୍ଷକୁ ଦୃଢ଼ ନିନ୍ଦା କରିଛନ୍ତି ଭକ୍ତ ଦାସ

କଟକରେ ଦଶହରାରେ ମା’ ଦୁର୍ଗାଙ୍କ ଭସାଣି ସମୟରେ, ଦରଘା ବଜାର ଠାରେ ଘଟିଥିବା ଗୋଷ୍ଠୀ ସଂଘର୍ଷ ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ କହିଛନ୍ତି । ଏହି ଘଟଣାର ଦୃଢ଼ ନିନ୍ଦା କରିଛନ୍ତି…

ଦଶହରା ଭସାଣି ସମୟରେ କଟକରେ ଘଟିଥିବା ଗୋଷ୍ଠୀ ସଂଘର୍ଷକୁ ନବୀନଙ୍କ ଦୃଢ଼ ନିନ୍ଦା

ଶୁକ୍ରବାର ଦିନ ବିଳମ୍ବିତ ରାତିରେ ମା’ ଦୁର୍ଗାଙ୍କ ଭସାଣି ଶୋଭାଯାତ୍ରା ସମୟରେ କଟକରେ ଘଟିଥିବା ଗୋଷ୍ଠୀ ସଂଘର୍ଷକୁ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଦୃଢ଼ ନିନ୍ଦା କରିଛନ୍ତି । ଭାଇଚାରାର ସହର କଟକରେ ଏପରି ଅପ୍ରୀତିକର…

କଟକରେ ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ; ଡିସିପିଙ୍କ ସମେତ ୬ ଆହତ

ଶୁକ୍ରବାର ଦିନ ବିଳମ୍ବିତ ରାତିରେ କଟକରେ ମା’ ଦୁର୍ଗାଙ୍କ ଭସାଣି ଶୋଭାଯାତ୍ରା ଚାଲିଥିବା ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ହୋଇଥିବା ସଂଘର୍ଷରେ ଡିସିପି ଋଷିକେଷ ଖିଲାରୀ ଙ୍କ ସମେତ ୬ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ସୂଚନା…

ପବିତ୍ର ମହାନବମୀ ଅବସରରେ କଟକର ବିଭିନ୍ନ ପୂଜା ମଣ୍ଡପ ବୁଲିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମା ଦୁର୍ଗାଙ୍କ ପବିତ୍ର ମହାନବମୀ ଅବସରରେ କଟକ ସହରର ବିଭିନ୍ନ ପୂଜା ମଣ୍ଡପ ବୁଲି ପୂଜାର୍ଚ୍ଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ଆଜି ପ୍ରଥମେ କଟକର ପୋତାପୋଖରୀ ପୂଜାମଣ୍ଡପରେ ପହଞ୍ଚି ମାଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ। ସେଠାରେ…

କଟକରେ ଭାଙ୍ଗିଲା ପୂଜା ମଣ୍ଡପର ତାଜା ଓ ଲାଇଟ୍ ଗେଟ୍ : ୩ ଆହତ

କଟକରେ ଭାଙ୍ଗିଲା ପୂଜା ମଣ୍ଡପର ତାଜା। ଦଶହରାରେ ପୂଜା ମାହୋଲକୁ ଫିକା କରିଛି ଲଘୁଚାପ ବର୍ଷା। ଲଗାଣ ବର୍ଷା ଯୋଗୁଁ କଟକ ସ୍ଥିତ ରାଜାବଗିଚାରେ ଥିବା ପୂଜା ମଣ୍ଡପର ତାଜା ଭାଙ୍ଗି ୩ ଆହତ । ସର୍ବୋଦୟପୁର ପୂଜା କମିଟି ପକ୍ଷରୁ…

ବଦଳିଲା ନିଷ୍ପତ୍ତି; ଉପର ପଡ଼ିଆରେ ବି ହେବ ବାଲିଯାତ୍ରା

ଉପର ପଡ଼ିଆରେ ବି ହେବ ବାଲିଯାତ୍ରା । ଲୋକପ୍ରତିନିଧିଙ୍କୁ ନେଇ ଜିଲ୍ଲାପାଳଙ୍କ ଆବାସିକ ବାସଭବନରେ ବସିଥିବା ବୈଠକରେ ଏ ନେଇ ନିଆଗଲା ନିଷ୍ପତ୍ତି। ବୈଠକ ପରେ ଜିଲ୍ଲାପାଳ କହିଛନ୍ତି ଉଭୟ ପଡ଼ିଆରେ ହେବ ବାଲିଯାତ୍ରା । ଏନେଇ କୋର୍ଟଙ୍କୁ ସତ୍ୟପାଠ ଦିଆଯିବ…