Tag: cuttack

ରାଗିଂ ଘଟଣା: ରେଭେନ୍ସାର ୧୦ ଛାତ୍ରଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର

ରେଭେନ୍ସାର ୧୦ ଛାତ୍ରଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର । ରାଗିଂ ଘଟଣାକୁ ନେଇ ହୋଇଥିବା ନିଲମ୍ବନ ଆଦେଶ ଉଠିଲା ।ରାଗିଂ ଘଟଣାକୁ ଅସ୍ବୀକାର କରି ଧାରଣା ଦେଇଥିଲେ ଉଭୟ ଗୋଷ୍ଠୀ ଛାତ୍ର । ଏହା ସହ ହଷ୍ଟେଲ ୱାର୍ଡେନ ନିଲମ୍ବନ ପ୍ରତ୍ୟାହାର…

ରେଭେନ୍ସା ବିଶ୍ୱବିଦ୍ୟାଳୟ ରାଗିଂ ମାମଲା: ୧୦ ଜଣ ଛାତ୍ରଙ୍କୁ ହଷ୍ଟେଲ୍‌ ଛାଡ଼ିବାକୁ ନିର୍ଦ୍ଦେଶ

ରେଭେନ୍ସା ବିଶ୍ୱବିଦ୍ୟାଳୟ ଇଷ୍ଟ ହଷ୍ଟେଲରେ ଅନ୍ତେବାସୀଙ୍କୁ ରାଗିଂ ଅଭିଯୋଗ ପରେ ୧୦ ଜଣ ଛାତ୍ରଙ୍କୁ ହଷ୍ଟେଲ୍‌ ଛାଡ଼ିବାକୁ ନିର୍ଦ୍ଦେଶ । ୟୁଜି ପ୍ରଥମ ବର୍ଷ ଛାତ୍ରଙ୍କୁ ତୃତୀୟ ବର୍ଷ ଛାତ୍ରଙ୍କ ରାଗିଂ ଅଭିଯୋଗ ପରେ ଆଣ୍ଟି ରାଗିଂ କମିଟି ପକ୍ଷରୁ ନିଆଗଲା…

ବିଜେଡି କର୍ପୋରେଟରଙ୍କ ନାଁରେ ମାମଲା

ବିଜେଡି କର୍ପୋରେଟରଙ୍କ ନାଁରେ ଥାନାରେ ଏତଲା । କଟକ ମ୍ୟୁନିସିପାଲ କର୍ପୋରେସନର ୨୨ ନମ୍ବର ୱାର୍ଡ କର୍ପୋରେଟର ଚନ୍ଦନ ଜେନାଙ୍କ ନାଁରେ ଏତଲା ହୋଇଛି । ନିଜ ୱାର୍ଡର ଜଣେ ବରିଷ୍ଠ ନାଗରିକଙ୍କୁ ଆକ୍ରମଣ ଓ ଅସଭ୍ୟ ଭାଷାରେ ଗାଳିଗୁଲଜ କରିବା…

ଭୁଶୁଡ଼ିଲା କଟକ ଶିଶୁ ଭବନର ନୂତନ ବିଲ୍ଡିଂ କାନ୍ଥ

କଟକ ଶିଶୁ ଭବନରେ ନବନିର୍ମିତ ଶିଶୁ ସ୍ୱାସ୍ଥ୍ୟସେବା କେନ୍ଦ୍ରର କୋଠାର କିଛି ଅଂଶ ଆଜି ଅପରାହ୍ନରେ ଭୁଶୁଡ଼ି ପଡ଼ିବା ପରେ ଉତ୍ତେଜନା ପ୍ରକାଶ ପାଇଛି। ଲଗାଣ ବର୍ଷା ସମୟରେ ଭୁଶୁଡ଼ି ପଡ଼ିଲା ସାଇଡ଼ କାନ୍ଥ । କିଛି ଦିନ ପୂର୍ବେ ଉଦଘାଟନ…

ଆସନ୍ତା ୨୦ ତାରିଖରେ ବନ୍ଦ ରହିବ ଭୁବନେଶ୍ୱର ଓ କଟକ ମହାନଗରର ସମସ୍ତ ସ୍କୁଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି ଆସନ୍ତା ୨୦ ତାରିଖରେ ଭୁବନେଶ୍ୱର ଓ କଟକର ସମସ୍ତ ସ୍କୁଲ ବନ୍ଦ ରହିବ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଖୋର୍ଦ୍ଧା ଏବଂ କଟକ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖାଯାଇଛି ।…

ଏସସିବିରେ ଜଣେ ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ମୃତ୍ୟୁ

ଯାଜପୁରରେ କାୟା ମେଲାଉଛି ଝାଡାବାନ୍ତି । ଏହାରି ମଧ୍ୟରେ କଟକ ଏସସିବିରେ ଆଉ ଜଣେ ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ମୃତ୍ୟୁ ସ୍ପଷ୍ଟ କରିଛନ୍ତି ହସ୍ପିଟାଲ୍‌ କର୍ତ୍ତୃପକ୍ଷ । ମୃତକ ଜଣଙ୍କ ଯାଜପୁର ସୁକିନ୍ଦା ଅଞ୍ଚଳର ସୂଚନା ।…

କଟକ ଠାରେ ରାଜ୍ୟସ୍ତରୀୟ ନାରୀ ଶକ୍ତି ସମାବେଶର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଦ୍ୱାରା କଟକର ବାଲିଯାତ୍ରା ପଡ଼ିଆ ଠାରେ ଆଜି ରାଜ୍ୟସ୍ତରୀୟ ନାରୀ ଶକ୍ତି ସମାବେଶ ଆୟୋଜିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଡିସେମ୍ବର ୯ରେ ବାରବାଟୀରେ ହେବ ଟି-ଟ୍ବେଣ୍ଟି

ବାରବାଟୀରେ ଖେଳାଯିବ ଟି-୨୦ ମ୍ୟାଚ୍ । ଆସନ୍ତା ଡିସେମ୍ବର ୯ରେ ଖେଳାଯିବ ମ୍ୟାଚ୍ । ଚଳିତ ବର୍ଷ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚଟି ଟି-୨୦ ଏବଂ ତିନୋଟି ଦିନିକିଆ ମ୍ୟାଚର ସିରିଜ୍ ଖେଳାଯିବ। ସେଥିମଧ୍ୟରୁ ଡିସେମ୍ବର ୯ରେ ଓଡ଼ିଶାର…

ଆସନ୍ତା ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି ନାରୀ ଶକ୍ତି ମେଳା

ରାଜ୍ୟ ସରକାରଙ୍କ ଏକ ବର୍ଷ ପୁର୍ତ୍ତି ପାଳନ ଅବସରରେ କଟକରେ ହେବାକୁ ଯାଉଛି ନାରୀ ଶକ୍ତି ମେଳା। ଆସନ୍ତା ୧୩ ତାରିଖରେ କଟକରେ ଅନୁଷ୍ଠିତ ହେବ ନାରୀ ଶକ୍ତି ମେଳା । ଏହି ଜିଲ୍ଲାସ୍ତରୀୟ ମେଳାକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ…

କଟକରେ ଦ୍ଵିତୀୟ କୋଭିଡ୍ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର ପରେ କଟକରେ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ୪୫ ବର୍ଷୀୟ ଜଣେ ବ୍ୟକ୍ତି କୋଭିଡ ପଜିଟିଭ ଚିହ୍ନଟ ହୋଇଥିବାବେଳେ ଆଜି ପୁଣି ଜଣେ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଥିବା…