Tag: cuttack

ଟ୍ୱିନ୍‌ ସିଟିରେ ହେବ ଆଇଟି ପାର୍କ

ଟ୍ୱିନ୍‌ ସିଟି ଭୁବନେଶ୍ୱର ଓ କଟକରେ ହେବ ନୂଆ ଆଇଟି ପାର୍କ । ଏଥି ନେଇ ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ୧୦୦୦ ହେକ୍ଟର ଜମିରେ ତିଆରି ହେବ ନୂଆ ଆଇଟି ପାର୍କ । IT ଶିଳ୍ପ…

ଆଧୁନିକ ଓଡ଼ିଶାର ନିର୍ମାତା ଥିଲେ ଡ. ହରେକୃଷ୍ଣ ମହତାବ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟ ପରିସରରେ ଡକ୍ଟର ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ପାଳନ କରାଯାଉଛି । ଏହି ଜାତୀୟ ସମ୍ମିଳନୀରେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ…

କଟକରେ ଦୁଇ ଅଭିଯୁକ୍ତଙ୍କୁ ଏନକାଉଣ୍ଟର

କଟକରେ ଡବଲ୍ ଏନକାଉଣ୍ଟର । ଦୁଇ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କଲା ଚୌଦ୍ୱାର ପୋଲିସ ଓ ସ୍ପେଶାଲ୍ ସ୍କ୍ବାଡ୍ । ଦୁଇ ଅଭିଯୁକ୍ତ ହେଲେ ଶୁଭ୍ରାଂଶୁ ପରିଡା ଓ କଟାଶ ରାଉତ । ବୁଧବାର ବିଳମ୍ବିତ ରାତିରେ ଚୌଦ୍ୱାର ଥାନା ଇଦ୍ରାଣୀ ପାଟଣାରେ…

ଦୁର୍ଘଟଣାର ୨୪ ଘଣ୍ଟା ପରେ ନିର୍ଗୁଣ୍ଡିରେ ରେଳ ଚଳାଚଳ ହେଲା ସ୍ୱାଭାବିକ

କଟକ ନିର୍ଗୁଣ୍ଡି ଷ୍ଟେସନରେ ବେଙ୍ଗାଲୁରୁ-କାମାକ୍ଷା ଏକ୍ସପ୍ରେସ ଦୁର୍ଘଟଣାର ୨୪ ଘଣ୍ଟା ପରେ ସ୍ୱାଭାବିକ ହୋଇଛି ଟ୍ରେନ ଚଳାଚଳ। ଟ୍ରାକ୍ ମରାମତି କାର୍ଯ୍ୟ ସମାପ୍ତ ହେବା ପରେ ରେଳ ଚଳାଚଳ ଆଜି ସ୍ୱାଭାବିକ ହୋଇଛି । ସୂଚନା ଯୋଗ୍ୟ; ଗତକାଲି ପୂର୍ବାହ୍ନ ୧୧ଟା…

କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସି ଖବର; ଡିସେମ୍ବର ୯ ରେ ବାରବାଟୀରେ ଅନ୍ତର୍ଜାତୀୟ ଟି-ଟ୍ୱେଣ୍ଟି ମ୍ୟାଚ୍‌

ଓଡ଼ିଶାର ଲକ୍ଷ ଲକ୍ଷ କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସି ଖବର । ଡିସେମ୍ବର ୯ ତାରିଖରେ କଟକର ଐତିହାସିକ ବାରବାଟୀ କ୍ରିକେଟ୍ ଷ୍ଟାଡିୟମରେ ଖେଳାଯିବ ଅନ୍ତର୍ଜାତୀୟ ଟି-ଟ୍ୱେଣ୍ଟି ମ୍ୟାଚ୍‌ । ୫ ମ୍ୟାଚ୍ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ରେ ଦକ୍ଷିଣ…

ବାଲିଯାତ୍ରାକୁ ଐତିହ୍ୟ ମାନ୍ୟତା ଦେବା ନେଇ ପ୍ରକ୍ରିୟା ଆରମ୍ଭ: ସୂର୍ଯ୍ୟବଂଶୀ ସୁରଜ

ବାଲିଯାତ୍ରାକୁ ଐତିହ୍ୟ ମାନ୍ୟତା ଦେବା ନେଇ ପ୍ରକ୍ରିୟା ଆରମ୍ଭ । ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ । ସେ ଲିଖିତ ଉତ୍ତରରେ କହିଛନ୍ତି କଳା, ସଂସ୍କୃତି, ଐତିହ୍ୟ ଏବଂ ବାଣିଜ୍ୟ ଗନ୍ତାଘର କୁହାଯାଉଥିବା ବାଲିଯାତ୍ରା…

ଜାପାନର ସୁକୁବା ବିଶ୍ବବିଦ୍ୟାଳୟ ଢାଞ୍ଚାରେ ପ୍ରତିଷ୍ଠା ହେବ କଟକରେ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ

କଟକରେ ପ୍ରତିଷ୍ଠା ହେବ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ । ଜାପାନର ସୁକୁବା ବିଶ୍ବବିଦ୍ୟାଳୟ ଢାଞ୍ଚାରେ ପ୍ରତିଷ୍ଠା ହେବ ଏହି ଅନୁଷ୍ଠାନ । ଦୃଷ୍ଟିହୀନ ଛାତ୍ରଛାତ୍ରୀଙ୍କ ପାଇଁ ଭାରତରେ କୌଣସି ସ୍ୱତନ୍ତ୍ର ବିଶ୍ୱବିଦ୍ୟାଳୟ ନାହିଁ । ଦୃଷ୍ଟିବାଧିତଙ୍କ ଉଚ୍ଚଶିକ୍ଷା ପାଇଁ ରାଜ୍ୟ…

ହୋଲି ପାଇଁ ଜାରି ହେଲା କଟକଣା

ଆସନ୍ତାକାଲି ଓଡ଼ିଶାରେ ପାଳନ ହେବ ରଙ୍ଗର ପର୍ବ ହୋଲି । ଏଥିପାଇଁ ଜାରି ହୋଇଛି କଟକଣା । କଟକ ସହର ପାଇଁ ହୋଲି କଟକଣା ଲାଗୁ କରିଛନ୍ତି ଡେପୁଟି ପୋଲିସ କମିଶନର୍ ଋଷିକେଶ ଖିଲାରୀ । କଟକ ସହରରେ ୨୨ ପ୍ଲାଟୁନ୍…

କଟକରେ ଠାବ ହେଲା ବେଆଇନ ବନ୍ଧୁକ କାରଖାନା; ୩୦ରୁ ଅଧିକ ବନ୍ଧୁକ ଜବତ

କଟକରେ ଠାବ ହୋଇଛି ବେଆଇନ ବନ୍ଧୁକ କାରଖାନା । କଟକ ବୟାଳିଶି ମୌଜାରେ ବେଆଇନ୍ ବନ୍ଧୁକ କାରଖାନା ଠାବ ହୋଇଛି। ୩୦ରୁ ଅଧିକ ବନ୍ଧୁକ ଜବତ ହୋଇଛି। ଏହା ସହ ବନ୍ଧୁକ ତିଆରି ସରଞ୍ଜାମ ଜବତ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ ଟିମ୍…

ବଦଳିବନି ରେଭେନ୍ସା ବିଶ୍ବବିଦ୍ୟାଳୟର ନାମ

ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭା ବଜେଟ ଅଧିବେଶନର ଦ୍ୱିିତୀୟ ପର୍ଯ୍ୟାୟ। ଆଜି ଗୃହରେ ଉଠିଲା ରେଭେନ୍ସା କଲେଜର ନାମ ପରିବର୍ତ୍ତନ ପ୍ରସଙ୍ଗ । ରେଭେନ୍ସା କଲେଜର ନାମ ପରିବର୍ତ୍ତନକୁ ନେଇ ଆଜି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କୁ…