ତାଜା ଖବର ରାଜ୍ୟ Cyclone Akvan: ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତିର ସମୀକ୍ଷା କଲେ ସୁରେଶ ପୂଜାରୀ November 16, 2026 Nirvay ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ କ୍ରମଶଃ ଘନୀଭୂତ ହୋଇ ସମ୍ଭାବ୍ୟ ବାତ୍ୟାର ରୂପ ନେବା ଏବଂ ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷା ଓ ପବନର ଆଶଙ୍କା ଥିବା ପରିପ୍ରେକ୍ଷୀରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ…