ତାଜା ଖବର ରାଜ୍ୟ Cyclone Alert: ସମ୍ଭାବ୍ୟ ବାତ୍ୟା ପାଇଁ ପୂରା ପ୍ରସ୍ତୁତ ଅଛନ୍ତି ରାଜ୍ୟ ସରକାର: ସୁରେଶ ପୂଜାରୀ November 24, 2025 Papirani ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା । ସମ୍ଭାବ୍ୟ ବାତ୍ୟାକୁ ନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ସମ୍ଭାବ୍ୟ ବାତ୍ୟା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ବର୍ତ୍ତମାନ…
ତାଜା ଖବର ରାଜ୍ୟ Train Cancelled: ବାତ୍ୟା ‘ମୋନ୍ଥା’ ପାଇଁ ୩୨ ଟ୍ରେନ୍ ବାତିଲ October 27, 2025 Papirani ବାତ୍ୟା ମୋନ୍ଥା ପାଇଁ ପୂର୍ବତଟ ରେଳବାଇ ପକ୍ଷରୁ ୩୨ଟି ଟ୍ରେନକୁ ବାତିଲ କରାଯାଇଛି । ୨୭ ଓ ୨୮ ଦୁଇ ଦିନ ପାଇଁ ୩୨ ଟ୍ରେନ୍ ବାତିଲ ଘୋଷଣା କଲା ପୂର୍ବତଟ ରେଲୱେ । ସେହିପରି ଗୋଟିଏ ଟ୍ରେନର ଗତିପଥ ବଦଳାଯାଇଥିବାବେଳେ…
ତାଜା ଖବର ରାଜ୍ୟ Cyclone Montha: ମାଡ଼ି ଆସୁଛି ବାତ୍ୟା ‘ମୋନ୍ଥା’; ୩୦ ପର୍ଯ୍ୟନ୍ତ ୮ ଜିଲ୍ଲାରେ ସ୍କୁଲ ଛୁଟି October 27, 2025 Papirani ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ମନ୍ଥାକୁ ଦୃଷ୍ଟିରେ ରଖି ଆସନ୍ତା ୩୦ ପର୍ଯ୍ୟନ୍ତ ୮ ଜିଲ୍ଲାରେ ସ୍କୁଲ ଛୁଟି। ଏ ନେଇ ପ୍ରେସମିଟ୍ରେ ସୂଚନା ଦେଲେ SRC ଦେଓରଞ୍ଜନ ସିଂହ । ସେ କହିଛନ୍ତି ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ…
ତାଜା ଖବର ରାଜ୍ୟ CycloneMontha: ବାତ୍ୟା ପ୍ରଭାବିତ ଅଞ୍ଚଳରେ ବନ୍ଦ ରହିବ ଅଙ୍ଗନବାଡ଼ି October 26, 2025 Papirani ବାତ୍ୟା ପ୍ରଭାବିତ ଅଞ୍ଚଳରେ ବନ୍ଦ ରହିବ ଅଙ୍ଗନବାଡ଼ି। ଏ ନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏହା ସହ ଗର୍ଭବତୀ ମହିଳାଙ୍କୁ ମେଡିକାଲକୁ ଆଣିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏ ସବୁ ଅଙ୍ଗନବାଡ଼ି ଓ ଆଶା କର୍ମୀଙ୍କୁ ଦାୟିତ୍ବ…
ତାଜା ଖବର ରାଜ୍ୟ cyclone: ଲଘୁଚାପ ପରେ ବଢିଲା ବାତ୍ୟା ଭୟ October 24, 2025 Papirani ବଙ୍ଗୋବସାଗରରେ ବାତ୍ୟା ସମ୍ଭାବନା। ଲଘୁଚାପ ପରେ ବଢିଲା ବାତ୍ୟା ଭୟ। ସମ୍ଭାବ୍ୟ ବାତ୍ୟା ନେଇ ଭାରତୀୟ ପାଣିପାଗ କେନ୍ଦ୍ର (ଆଇଏମଡି) ପକ୍ଷରୁ ଜାରି ହୋଇଛି ବାତ୍ୟାର ଗତି ପଥ । ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳ ୫ଟା୩୦ ସମୟରେ…
ତାଜା ଖବର ରାଜ୍ୟ Cyclone Buzz: ସମ୍ଭାବ୍ୟ ବାତ୍ୟା ଓ ଲଘୁଚାପଜନିତ ବର୍ଷା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ: ସୁରେଶ ପୂଜାରୀ October 21, 2025 Papirani ସମ୍ଭାବ୍ୟ ବାତ୍ୟା ଓ ଲଘୁଚାପଜନିତ ପ୍ରବଳ ବର୍ଷା ପାଇଁ ପ୍ରଶାସନ ଆର୍ଲଟ ରହିଛି ବୋଲି ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ରାଜ୍ୟକୁ ଆସୁଥିବା ସବୁ ସ୍ଥିତିର ମୁକାବିଲା ପାଇଁ ରାଜ୍ୟ…
ଦେଶ Cyclone Alert: ଅକ୍ଟୋବରରେ ଆସୁଛି ଦୁଇଟି ବାତ୍ୟା! October 18, 2025 Nirvay ଅକ୍ଟୋବର ଆସିଲେ ଓଡ଼ିଶାକୁ ମାଡ଼ି ଆସେ ବାତ୍ୟା ଭୟ । କାରଣ ଅକ୍ଟୋବର ମାସରେ ୧୯୯୯ ମହାବାତ୍ୟାରୁ ଆଜି ଯାଏଁ ଏକାଧିକ ପ୍ରଳୟଙ୍କରୀ ବାତ୍ୟା ଓଡ଼ିଶାକୁ ପ୍ରଭାବିତ କରିଛି । ବଙ୍ଗୋପସାଗରରେ ଏହି ଅକ୍ଟୋବରରେ ଦୁଇଟି ବାତ୍ୟା ସୃଷ୍ଟି ସମ୍ଭାବନା ଥିବା…
ତାଜା ଖବର ରାଜ୍ୟ ଲ୍ୟାଣ୍ଡଫଲ ପରେ ଦୁର୍ବଳ ହେଲା ବାତ୍ୟା ଦାନା October 25, 2024 Papirani ଶେଷ ହେଲା ଲ୍ୟାଣ୍ଡଫଲ ପ୍ରକ୍ରିୟା । ଭୀଷଣ ବାତ୍ୟା ରୁ “ବାତ୍ୟା”ରେ ପରିଣତ ହେଲା ଦାନା । ମଧ୍ୟରାତ୍ରୀରେ ଲ୍ୟାଣ୍ଡଫଲ୍ କରିଥିଲା ସାମୁଦ୍ରିକ ବାତ୍ୟା ‘ଦାନା’। ସ୍ଥଳଭାଗକୁ ସ୍ପର୍ଶ କରିବା ସହିତ ତାଣ୍ଡବ ଲୀଲା ଆରମ୍ଭ କରିଥିଲା ବାତ୍ୟା। କେନ୍ଦ୍ରାପଡ଼ା ଜିଲ୍ଲା…
ତାଜା ଖବର ରାଜ୍ୟ ସୃଷ୍ଟି ହେବନି ବାତ୍ୟାର ଆଖି: ମୃତ୍ୟୁଞ୍ଜୟ ମହାପାତ୍ର October 24, 2024 Papirani ମାଡ଼ି ଆସୁଥିବା ଭୀଷଣ ବାତ୍ୟା ଦାନା ଆଖି ସୃଷ୍ଟି ହୋଇନି କି ହେବନି ବୋଲି ସୂଚନା ଦେଇଛନ୍ତି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ସେ କହିଛନ୍ତି ବଡ଼ ବାତ୍ୟା ହେଲେ ଏହାର ଆଖି ସୃଷ୍ଟି ହୋଇଥାଏ। କିନ୍ତୁ ବାତ୍ୟା ଦାନା…