Tag: Cyclone Arnab Preparedness

Cyclone Arnab Preparedness: ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା ପାଇଁ ଓଡ଼ିଶା ସରକାରଙ୍କ ଆଗୁଆ ପ୍ରସ୍ତୁତି; ୮ଟି ଜିଲ୍ଲାକୁ ୧୯ କୋଟି ଟଙ୍କା ପ୍ରଦାନ

ବୁଧବାର ଆନ୍ଧ୍ରପ୍ରଦେଶ ଉପକୂଳରେ ବାତ୍ୟା ‘ଅର୍ଣ୍ଣବ’ କୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ସୁରକ୍ଷା ପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ବ୍ୟାପକ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ➡️ ୧,୭୩୫ରୁ ଅଧିକ ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖାଯାଇଛି। ➡️ ନବରଙ୍ଗପୁର, ଗଜପତି,…