ତାଜା ଖବର ରାଜ୍ୟ Cyclone Arnab: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ବଢ଼ିଲା ଚିନ୍ତା, ଆଗୁଆ ପ୍ରସ୍ତୁତି ଜୋରଦାର October 25, 2026 Nirvay ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ଓଡ଼ିଶାରେ ସତର୍କତା ବଢ଼ିଛି । ବାତ୍ୟାର ସମ୍ଭାବ୍ୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ନିଆଯାଉଛି । ପାଣିପାଗ ବିଭାଗର ଆକଳନ ଅନୁସାରେ, ଅକ୍ଟୋବର ୨୮ ତାରିଖରେ ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଓ…